-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||     

HOME   ରାଜ୍ୟ

ପାଟ୍ଟଦରା ଜଙ୍ଗଲରୁ ମାଓକ୍ୟାମ୍ପ ଠାବ, ବ୍ୟବହୃତ ବିପୁଳ ମାଓ ସାମଗ୍ରୀ ଜବତ 

25-Jul-2023



ନୂଆପଡ଼ା/ସିନାପାଲି: ନୂଆପଡ଼ା ପୋଲିସକୁ ମିଳିଛି ବଡ଼ ସଫଳତା, ଛତିଶଗଡ଼ ସୀମାନ୍ତ ଦୁର୍ଗମ ପାଟ୍ଟଦରା ଜଙ୍ଗଲ ନଙ୍ଗଲଘାଟ ଠାରୁ ଏକ ମାଓ କ୍ୟାମ୍ପ ଠାବ କରାଯାଇଛି l ମାଓ କ୍ୟାମ୍ପରୁ ବ୍ୟବହୃତ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ ହୋଇଛି l ଖବର ଅନୁଯାୟୀ ଛତିଶଗଡ଼ ସୀମାନ୍ତ ରେ ଥିବା ଦୁର୍ଗମ ପାଟ୍ଟଦରା ଜଙ୍ଗଲର ନଙ୍ଗଲଘାଟ ଅଞ୍ଚଲରେ ମାଓ କ୍ୟାମ୍ପ ଥିବା ପୋଲିସକୁ ଗୁଇନ୍ଦା ସୂଚନା ଦେଇଥିଲା l ଏହି ସୂଚନା ଆଧାରରେ ସୋମବାର ଦିନ SOG,DVF, ଓ CRPF ଙ୍କ ମିଳିତ ଉଦ୍ୟମରେ ଜଙ୍ଗଲରେ ଚଡାଉ କରିଥିଲେ l କମ୍ପିଁ ଅପରେସନ ସମୟରେ ଜଙ୍ଗଲରୁ ଏକ ମାଓ କ୍ୟାମ୍ପ ଠାବ ହୋଇଥିଲା l ଏହି ମାଓ କ୍ୟାମ୍ପରୁ ଏକ୍ସପ୍ଲୋସିଭ ପାଉଡର, ଚକୋଲେଟ୍ ବମ, ମେଡ଼ିସିନ୍, ପ୍ଲାଷ୍ଟିକଜାର, ରୋଷେଇ ସାମଗ୍ରୀ, ସହ ଅନେକ ମାଓ ସାମଗ୍ରୀ ଜବତ ହୋଇଛି l ସେପଟେ ସୁରକ୍ଷା ବାହିନୀଙ୍କ ପକ୍ଷରୁ ଜଙ୍ଗଲରେ ବର୍ତ୍ତମାନ ବି କମ୍ପିଂ ଅପରେସନ ଚାଲିଛି, ଏନେଇ ସୂଚନା ଦେଇଛନ୍ତି ନୂଆପଡ଼ା ଏସପି ଗୁଣ୍ଡଳା ରେଡ୍ଡୀ ରାଘବେନ୍ଦ୍ର


(ନୂଆପଡ଼ା ଜିଲ୍ଲାରୁ ବିଶି ଚନ୍ଦନ ମାଝୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026

You Might Also Like