-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||     

HOME   ଜିଲ୍ଲା

ସିନ୍ଦୁରପଙ୍କ ପିତବଲୀ ମନ୍ଦିର ପରିସରରେ ସେବା ଅଧ୍ୟକ୍ଷଙ୍କ ବୈଠକ

25-Jul-2023



(ସଂଜୀବ ପାଣିଗ୍ରାହୀ )
ସିନ୍ଦୁରପଙ୍କସ୍ଥିତ ପିତାବଲୀ ମନ୍ଦିର ପରିଦର୍ଶନ କଲେ ସେବା ଅଧ୍ୟକ୍ଷ ଡକ୍ଟର ଅମର ତାଣ୍ଡିଆ | ସନ୍ଧ୍ୟାରେ ପିତାବଲୀ ମନ୍ଦିର ପହଂଚି ମାଁଙ୍କ ସନ୍ଧ୍ୟା ଆଳତୀରେ ଭାଗ ନେଇ ଆଶିଷ ଭିକ୍ଷା କରିଛନ୍ତି | ପରେ ମନ୍ଦିର ପରିସରରେ ଥିବା ସଭାଗୃହରେ ସ୍ଥାନୀୟ ସିନ୍ଦୁରପଙ୍କର ଯୁବକଙ୍କ ସହ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା କରିଛନ୍ତି | ସେବା ବିଶେଷ କରି ରକ୍ତଦାନ , ବୃକ୍ଷରୋପଣ ଉପରେ କାର୍ଯ୍ୟ କରୁଥିବାବେଳେ ଆଜି ସିନ୍ଦୁରପଙ୍କ ଅଂଚଳରେ ଏହି କାର୍ଯ୍ୟକୁ ବ୍ୟାପକ ଭାବେ ଆୟୋଜନ କରିବା ପାଇଁ ଚର୍ଚ୍ଚା ହୋଇଛି | ବୁର୍ଲା ଭୀମସାର, ସମ୍ବଲପୁର ମୁଖ୍ୟଚିକିତ୍ସାଳୟରେ ରକ୍ତ ଅଭାହରେ କାହାର ଜୀବନ ନଯାଉ ସେନେଇ ସମସ୍ତେ ଆଗେଇ ଆସିବା ନେଇ ସେବା ଅଧ୍ୟକ୍ଷ ମତ ରଖିବା ସହ ସହଯୋଗ କାମନା କରିଥିଲେ | ଏହି ଅବସରରେ ସିନ୍ଦୁରପଙ୍କ ଗାଁର ବିନୟ କର, ମୋହନ ଧର, ନିର୍ମଳ କର, ଅମିତ ପଢି, ରଜତ ପତି, ସୌରୂପ ଧର, କିରଣ ନାଥ, ଦୀପକ ନାଥ, ଲୋକନାଥ ପଣ୍ଡା, ସୁଶାନ୍ତ ଧର ପ୍ରମୁଖ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତାମତା ରଖିବା ସହ ଆଗକୁ ଏହା ଉପରେ ଧ୍ୟାନ ଦିଆଯିବ ବୋଲି କହିଛନ୍ତି | ଏହା ସହ ସ୍ଥାନୀୟ ସମସ୍ୟା ଉପରେ ମଧ୍ୟ ଆଲୋଚନା ହୋଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026

You Might Also Like