-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||     

HOME   ଜିଲ୍ଲା

ତମ୍ବାଖୁ ମୁକ୍ତ ଯୁବା ଅଭିଯାନ ସଚେତନତା ସଭା ଅନୁଷ୍ଠିତ

25-Jul-2023



କଣ୍ଟାବାଞ୍ଜି (ପ୍ରେରଣା ଖବର )
ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ଉନ୍ନିତ ଉଚ୍ଚ ବିଦ୍ୟାଳୟ ଚଟୁଅନକାଠାରେ ତମ୍ବାଖୁ ମୁକ୍ତ ଯୁବା ଅଭିଯାନ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା।ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତୁରେକେଲା ସୌଜନ୍ୟରେ ସ୍ୱାସ୍ଥ୍ୟ ଓ ସୁସ୍ଥତା କେନ୍ଦ୍ର ଚଟୁଅନକା ତରଫରୁ ଆୟୋଜିତ ସଭାରେ କମ୍ୟୁନିଟି ସ୍ୱାସ୍ଥ୍ୟ ଅଧିକାରୀ ଚିତ୍ରଲେଖା ଦୀପ ଓ ପରାମର୍ଶ ଦାତା ଚିନ୍ମୟ ସ୍ୱ।ଇଁ ଉପସ୍ଥିତ ଥିଲେ।ଚଳିତ ବର୍ଷର ବିଷୟବସ୍ତୁ ତମ୍ବାଖୁ ନୁହଁ ଆମେ ଖାଦ୍ୟ ଚାହୁଁ ଉପରେ ଆଲୋକପାତ କରିଥିଲେ।ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ କିପରି ତମ୍ବାଖୁ ସେବନରୁ ଦୂରେଇ ରହିବେ ଓ ବିଦ୍ୟାଳୟ ପରିସର ପାଖରେ ଯେପରି ତମ୍ବାଖୁ ମିଳିବ ନାହିଁ ସେଥିପ୍ରତି ସମସ୍ତେ ଯତ୍ନବାନ ହେବା ଉଚିତ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ।ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ କିଛି ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ କରାଯାଇଥିଲା।ଉପସ୍ଥିତ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀ ତମ୍ବାଖୁ ସେବନ କରିବେନାହିଁ ବୋଲି ଶପଥ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026

You Might Also Like