-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||     

HOME   ଜିଲ୍ଲା

ଝରାପଡା ବାସୀଙ୍କ ଦୁର୍ଦ୍ଦଶା କାହାଣୀର ଗୁରୁତ୍ୱକୁ ଉପଲବଧି କରି ଘଟଣାସ୍ଥଳରେ ପହଞ୍ଚିଲେ ଜିଲ୍ଲାପାଳ

25-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲାର ବିନିକା ବ୍ଲକ ଅନ୍ତର୍ଗତ ସେଲେଡି ଗ୍ରାମପଞ୍ଚାୟତର ଝରାପଡା ଗ୍ରାମବାସୀ ସର୍ବନିମ୍ନ ମୈ।ଳିକ ସୁବିଧାରୁ ବଞ୍ଚିତ ଶୀର୍ଷକ ସମ୍ବାଦ ବିଭିନ୍ନ ଗଣମାଧ୍ୟମ ରେ ପ୍ରଚାର ପ୍ରସାର ହେବା ପରେ ଆଜି ସୁବର୍ଣ୍ଣପୁର ଜ଼ିଲ୍ଲାପାଳବିମଳେନ୍ଦୁ ରାୟ ଏଇ ଗାଁ କୁ ପହଞ୍ଚିଥିଲେ ଏବଂ ଏଇ ବସ୍ତିର ଲୋକଙ୍କ ସହିତ ସବୁ ସମସ୍ୟା ଉପରେ ଆଲୋଚନା କରି ତୁରନ୍ତ ପଦକ୍ଷେପ ନେବାକୁ ସ୍ପଟ ରେ ଉପସ୍ଥିତ ଥିବା ବିନିକା ତହସିଲଦାର ମୁକ୍ତିକାନ୍ତ ପାଣିଗ୍ରାହୀ ଙ୍କୁ ନିର୍ଦ୍ଧେଶ କରିଥିଲେ ପ୍ରଥମେ ଏଠାରେ ପ୍ରକୃତ ରେ କେତେ ପରିବାର ବସ ବାସ କରୁଛନ୍ତି, କେତେ ଲୋକଙ୍କ ଭୋଟ ପରିଚୟ, ଆଧାର କାର୍ଡ ହୋଇଛି ସଠିକ ତଥ୍ୟ ପାଇଁ ସର୍ଭେ କରିବାକୁ ଏବଂ ଖୁବ ଶୀଘ୍ର ଏ ଭୂମିହୀନଙ୍କୁ ତିନି ଡ଼ିସିମିଲ ଲେଖାଏଁ ଜମି ପ୍ରଦାନ, ସୋଲାର ଲାଇଟ ଓ ପିଇବା ପାଣିର ସୁବିଧା କରିବାକୁ ତହସିଲଦାର ଓ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ଆଜି ଜ଼ିଲ୍ଲାପାଳ ଶ୍ରୀ ରାୟ ନିର୍ଦ୍ଦେଶ କରିଛନ୍ତି l ଜ଼ିଲ୍ଲାପାଳଙ୍କ ତୁରନ୍ତ ପଦକ୍ଷେପ ଓ ସ୍ପର୍ଟ ଭିଜିଟକୁ ଅଞ୍ଚଳବାସୀ ଓ ଜ଼ିଲ୍ଲା ବୁଦ୍ଧିଜୀବୀ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026

You Might Also Like