-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଫୁଟବଲ ଲିଗରେ ଭାଗନେବା ପାଇଁ ପ୍ରସ୍ତୁତି ବୈଠକ

25-Jul-2023



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡା ସଂଘ ତରଫରୁ ପ୍ରଥମ କରି ଜିଲ୍ଲାସ୍ତରୀୟ ସୁପର ଲିଗ୍ ଫୁଟବଲ ଅନୁଷ୍ଟିତ ହେବ ।ଏଥିପାଇଁ ଆଜି ଅପରାହ୍ନରେ ସ୍ଥାନୀୟ ବିନିକା ସ୍ପୋର୍ଟସ କ୍ଲବ ଠାରେ ସଭାପତି ସୋମନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଏଥିରେ ଜିଲ୍ଲା ଏଥେଲେଟିକ ଏସୋସିଏସନ ସାଧାରଣ ସମ୍ପାଦକ ପୀୟୂଷ କୁମାର ପଣ୍ଡା,ଫୁଟବଲ ସମ୍ପାଦକ ରଞ୍ଜୁ କୁମାର ସାହୁ,କାର୍ଯ୍ୟକାରୀ କମିଟି ସଦସ୍ୟ ଦିଲ୍ଲୀପ କୁମାର ଗୁରୁ,ଗୌରୀଶ୍ୟାମ ପଣ୍ଡା,କୃଷ୍ଣ କୁମାର ବାଗ,କଳିମ୍ ମହମ୍ମଦ,ପୁରେନ୍ଦ୍ର ନାଏକ,ବିକାଶ ପଣ୍ଡା,ରାଜୀବ ପଟ୍ଟନାୟକ ପ୍ରମୁଖ ଯୋଗଦେଇ ଗ୍ରାମାଞ୍ଚଳ ତଥା ସହରାଞ୍ଚଳ ରୁ ପ୍ରତିଭା ଅନ୍ନେଷନ ତଥା ପରବର୍ତ୍ତୀ ସମୟରେ ଫୁଟବଲ ଖେଳରେ ଭାଗନେଇ ଉଚ୍ଚତର ଖେଳ ପ୍ରଦର୍ଶନ କରି ରାଜ୍ୟ ତଥା ଜାତୀୟ ସ୍ତରରେ ଭାଗନେଇ ପାରିବେ ସେ ଦିଗରେ ଉପସ୍ଥିତ ଖେଳାଳୀ ମାନଙ୍କୁ ପରାମର୍ଶ ଦେଇଥିଲେ ।ଆଗାମୀ ଦିନରେ ଜିଲ୍ଲା ସ୍ତରରେ ହେବାକୁ ଥିବା ଫୁଟବଲ ସୁପର ଲିଗ୍ ପାଇଁ ପ୍ରସିଦ୍ଧ ଶୈବପୀଠ ଚରଦା ହାଇସ୍କୁଲ ପଡ଼ିଆରେ  ବିନିକା ବ୍ଲକ ସ୍ତରୀୟ ଜୋନ ପାଇଁ ସର୍ବସମ୍ବତି କ୍ରମେ ପ୍ରସ୍ତାବ ନିଆଗଲା ।ଏହି ଜୋନରେ ବ୍ଲକର ବିଭିନ୍ନ ପଂଚାୟତ ତଥା ଏନଏସି ଅଞ୍ଚଳରୁ ଖେଳାଳୀ ମାନେ ନିଜର ନାମ ପଞ୍ଜିକରଣ କରି ଭାଗନେଇ ପାରିବେ। ଜୋନ ସ୍ତରୀୟ ଚମ୍ପିୟାନ ଦଳ ଜିଲ୍ଲା ସ୍ତରୀୟ ସୁପର ଲିଗ୍ ରେ ଭାଗନେବ । ଏନେଇ ବ୍ଲକ ଆବାହକ ଜିତେନ୍ଦ୍ରିୟ ଥନାପତି ଉପସ୍ଥିତ ଟିମ୍ ମ୍ୟାନେଜର ଓ କୋଚ ମାନଙ୍କୁ ପ୍ରତିଯୋଗିତା ପରିଚାଳନାର ନିୟମାବଳୀ ଉପରେ ଆଲୋକପାତ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଖେଳ ଶିକ୍ଷକ ନରସିଂହ ସେଠୀ,ବାବୁଲାଲ ସାହୁ,ସୁକାନ୍ତ ବାଘ,ବିକାଶ ଭୋଇ,ଶଶିଭୂଷଣ ରାଉତ,ପପୁନ କଣ୍ଟା,ଚିକୁ ବଡ଼ପଣ୍ଡା,ସୁମିତ ମହାଲିଂ,ଧର୍ମେନ୍ଦ୍ର ସା ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ ।ଶେଷରେ ସ୍ପୋର୍ଟସ କ୍ଲବ ସମ୍ପାଦକ ମନୋଜ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like