-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ରାଜ୍ୟ

ମୁଦଲସର ନଦୀ ଗାଡ଼ୱେଲ୍ ନିମ୍ନମାନର କାମ ,ସାମାନ୍ୟ ପାଣିରେ ଭାଙ୍ଗିଲା।

25-Jul-2023



ପାଟଣାଗଡ (ଦିଲିପ ପଣ୍ଡା) ବଲାଙ୍ଗୀର ଜିଲ୍ଲା ପାଟଣାଗଡ ବ୍ଲକ ଭରତ ବାହାଲ ପଞ୍ଚାୟତ ମୁଦଳସର ଗ୍ରାମର ଜଳ ଯୋଗାଣ ପାଇଁ ସୁକତେଲ ନଦୀରେ ହୋଇଥିବା ପାଣି ଟାଙ୍କି ନିକଟସ୍ଥ ଗାଡୱେଲ ଗତ ତିନମାସ ତଳେ ନୂତନ ଭାବେ ନିର୍ମାଣ ହୋଇଥିଲା କିନ୍ତୁ ସାମାନ୍ୟ ବର୍ଷାରେ ଗାଡ ୱେଲ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି।ଏହି କାମ ଠିକାଦାର ଲବ ନନ୍ଦ କରିଥିବା )ବେଳେ ନିମ୍ନମାନର କାମ ଯୋଗୁଁ ଭାଙ୍ଗି ପଡ଼ିଛି। ଏ ବିଷୟରେ ବିଭାଗୀୟ ଏସଡିଓ ଙ୍କୁ ପଚାରିବାରୁ ପାଣି ୬ ମିଟର ଉଚ୍ଚ ରେ ଯିବାରୁ ଭାଙ୍ଗିଥିବା ବୋଲି ସଫେଇ ଦେଇଥିଲେ କିନ୍ତୁ ପାଣି ପ୍ରାୟତ ୫ ଫୁଟ ପର୍ଯ୍ୟନ୍ତ ଯାଇଥିଲା ଏଠାରେ ପ୍ରଶ୍ନ ଉଠେ ଯେ ପାଣି ଟାଙ୍କିକୁ ସୁରକ୍ଷିତ ରଖିବା ପାଇଁ ଉକ୍ତ ଗାଡ଼ ୱେଲ୍ କାମ ହୋଇଥିଲା କିନ୍ତୁ ସାମାନ୍ୟ ପାଣିରେ ଯଦି ଗାଡ଼ ୱେଳ ଭାଙ୍ଗି ପଡ଼ିଛି ତାହେଲେ କିଭଳି ନିମ୍ନ ମାନର କାମ ହୋଇଥିଲା।ଅନ୍ୟପଟେ   ଯାହା ଶୁଣିବାକୁ ମିଳୁଛି ଠିକାଦାର ନନ୍ଦ ବାବୁଙ୍କ କୁଆଡେ ଲମ୍ବାହାତ ରହିଛି ସେଥିପାଇଁ ବାବୁଙ୍କୁ କେହି କହିବାକୁ ସାହାସ କରି ପାରୁନାହାନ୍ତି ବିଭାଗୀୟ ଅଧିକାରୀ ମଧ୍ୟ ବାବୁଙ୍କୁ ପରୋକ୍ଷରେ ସହଯୋଗ କରୁଛନ୍ତି।ମୁଡଳସର ଗ୍ରାମରେ ହୋଇଥିବା ଜଳଯୋଗାଣ ପ୍ରକଳ୍ପ ମଧ୍ୟ ନିମ୍ନମାନର ହୋଇଛି ବିଭିନ୍ନ ସ୍ଥାନରେ ପାଣି ପାଇପ ଫାଟି ଗଲାଣି ଲୋକଙ୍କୁ ଠିକ୍ ଭାବରେ ପାଣି ମଧ୍ୟ ମିଳୁନି,ଷ୍ଟାଣ୍ଡ ପୋଷ୍ଟ ଗୁଡ଼ିକ ମଧ୍ୟ ଭାଙ୍ଗି ଗଲାଣି ବାବୁଙ୍କ ବିଷୟରେ ଯେତେ ଅଭିଯୋଗ କଲେ ମଧ୍ୟ କିଛି ଫଳ ପ୍ରଦ ହେଉନଥିବା ଅଭିଯୋଗ ହୋଇଛି।ବାବୁଙ୍କ ବିଭିନ୍ନ ଗ୍ରାମରେ ନିମ୍ନମାନର କାମ ହୋଇଥିବା ନେଇ ଅନେକ ଥର ଅଭିଯୋଗ ହୋଇଥିଲେ ମଧ୍ୟ ବିଭାଗୀୟ ବାବୁ ଘଣ୍ଟ ଘୋଡେଇ ରଖିଛନ୍ତି। ଏ ବିଷୟରେ ଜିଲ୍ଲାପାଳ ସ୍ଵତନ୍ତ୍ର ଦୃଷ୍ଟି ଦେଇ ଠିକାଦାର ନନ୍ଦ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ  ଉକ୍ତ କାର୍ଯ୍ୟର ବିଲ ବନ୍ଦ କରାଯିବା ନେଇ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like