-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଅପରାଧ

ଟାଟା ମୋଟର୍ସରେ ନାଁରେ ଠକେଇ: ବ୍ରହ୍ମପୁରରେ କ୍ରାଇମବ୍ରାଞ୍ଚ, ବୋରିଗାଁ ସରପଞ୍ଚ, ସିଟି କଲେଜର ଅଧ୍ୟକ୍ଷଙ୍କୁ ଜେରା

12-Dec-2020



ଭୁବନେଶ୍ୱର/ବ୍ରହ୍ମପୁର,(ଶୁଭାଶିଷ ନାୟକ) : ଟାଟା ମୋଟର୍ସରେ ଚାକିରି ଦେବା ନାଁରେ ଠକେଇ ଘଟଣାରେ ସମ୍ପୃକ୍ତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କୁ ତଦନ୍ତ ଲାଗି ବ୍ରହ୍ମପୁରରେ ପୁଣି ଥରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ୍‌ ଟିମ୍‌। ଟିମରେ ଜଣେ ଡିଏସ୍‌ପି, ୨ଜଣ ଇନ୍ସପେକ୍ଟଟର୍‌ ସମେତ ୫ଜଣ ରହିଛନ୍ତି। ତେବେ ସେହି ଗଠିତ ଟିମ୍ ପୁଣି ଆଜି ଠାରୁ ଖୋଳତାଡ଼ ଆରମ୍ଭ କରିଛି। ସେପଟେ କ୍ରାଇମବ୍ରାଞ୍ଚ୍‌ ଆକାଶଙ୍କୁ ୫ ଦିନିଆ ରିମାଣ୍ଡ୍‌ରେ ଆଣି ଜେରା କରୁୁଥିବା ବେଳେ ବ୍ରହ୍ମପୁରରେ କ୍ରାଇମବ୍ରାଞ୍ଚ୍‌ ତଦନ୍ତ ତ୍ବରାନ୍ବିତ କରିଛି। 

କ୍ରାଇମ୍‌ବ୍ରାଞ୍ଚ୍‌ ଟିମ୍‌ ବୋରିଗାଁ ସରପଞ୍ଚ ବସନ୍ତ ସାହୁ ଏବଂ ବ୍ରହ୍ମପୁର ସିଟି କଲେଜର ପୂର୍ବତନ ଅଧ୍ୟକ୍ଷ କମ୍ବୁପାଣି ସାହୁଙ୍କୁ ଆଣି ଦୀର୍ଘ ସମୟ ଜେରା କରିଥିବା ସୂ୍ତ୍ରରୁ ଜଣାପଡ଼ିଛିି। କମ୍ବୁପାଣି ସାହୁ ବ୍ରହ୍ମପୁର ସିଟି କଲେଜ ପଦାର୍ଥ ବିଜ୍ଞାନ ଅଧ୍ୟାପକ ଥିଲେ। ୨୦୧୬ ଏପ୍ରିଲ ୩୦ ରୁ ୨୦୧୮ ମାର୍ଚ୍ଚ ୩୧ ଭିତରେ ଉକ୍ତ କଲେଜର ଅଧ୍ୟକ୍ଷ ରହିଥିଲେ। ଏହି ସମୟରେ ଉକ୍ତ କଲେଜର ପରିଚାଳନା କମିଟି ସଭାପତି ଥିଲେ ଗୋପାଳପୁୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ବିଧାୟକଙ୍କ ଆକାଉଣ୍ଟ୍‌କୁ ୨୦୨୦ ସେପ୍ଟେମ୍ବର ୧ତାରିଖରେ କମ୍ବୁପାଣି ୨୦ଲକ୍ଷ ଟଙ୍କା ପଠାଇ ଥିବା ବେଳେ ଏତେ ପରିମାଣ ଟଙ୍କା ଶ୍ରୀ ସାହୁ କାହିଁକି ପଠାଇଥିଲେ କ୍ରାଇମବ୍ରାଞ୍ଚ ତାହାର ଖୋଳତାଡ଼ କରୁଛି । ଶ୍ରୀ ସାହୁଙ୍କୁ ଆଜି ସେ ସମ୍ପର୍କରେ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ । 

ସୂଚନାଯୋଗ୍ୟ, ଟାଟା ମୋଟର୍ସରେ ଚାକିରି କରାଇ ଦେବା ନାଁରେ ଆଇଏଫ୍ଏସ୍‌ ଅଫିସର ଅଭୟ ପାଠକ୍‌ଙ୍କ ପୁଅ ଆକାଶ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ଆସିଥିଲା। ଅଭିଯୋଗ ପରେ କମ୍ପାନୀ ପକ୍ଷରୁ ଗତ ସେପ୍ଟମ୍ବର ମାସରେ କ୍ରାଇମ୍‌ବ୍ରାଞ୍ଚ୍‌ ସାଇବର୍‌ ସେଲ୍‌ରେ ଅଭିଯୋଗ ଦାଖଲ ହୋଇଥିଲା। ଏହି ଆଧାରରେ କ୍ରାଇମ୍‌ବ୍ରାଞ୍ଚ୍‌ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। କ୍ରାଇମ୍‌ବ୍ରାଞ୍ଚ୍‌ର ଜଣେ ଡିଏସ୍‌ପିଙ୍କ ନେତୃତ୍ବରେ ଏକ ୧୦ଜଣିଆ ଟିମ୍‌ ଗତ ନଭେମ୍ବର ୨୯ତାରିଖରେ ବ୍ରହ୍ମପୁରରେ ପହଞ୍ଚି ପ୍ରଥମ ପର୍ଯ୍ୟାୟରେ ଦୀର୍ଘ ୭ଦିନ ଧରି ତଦନ୍ତ, ଖୋଳତାଡ଼ କରି ଗତ ଶନିବାର ‌ଫେରିଥିଲେ। ଠକେଇ ର ଶିକାର ହୋଇଥିବା ଲୋକଙ୍କ ବୟାନ ଓ ବ୍ୟାଙ୍କ୍‌ ବିବରଣୀ ମଧ୍ୟ ସଂଗ୍ରହ କରିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like