-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଗୋପବନ୍ଧୁ କାର୍ଯ୍ୟରତ ସାମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନାର ଆବେଦନ ଅବଧି ତାରିଖ ବୃଦ୍ଧି ପାଇଁ ଓଜେୟୁର ଦାବି I

26-Jul-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ )
 ଗୋପବନ୍ଧୁ କର୍ମଜୀବି ସାମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନା ୨୦୨୩- ୨୪ ପାଇଁ ହିତାଧିକାରୀ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଛି I ଏହି ଯୋଜନାରେ ସଂଯୋଗୀକରଣ ପାଇଁ ଇଛୁକ ସାମ୍ବାଦିକ କୌଣସି ସ୍ୱୀକୃତିପ୍ରାପ୍ତ ମୁଦ୍ରିତ କିମ୍ବା ବୈଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ଆବଶ୍ୟକ ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜାରୀ ହୋଇଛି I ସାମ୍ବାଦିକ ମାନେ ଆଗାମୀ ଅଗଷ୍ଟ ୭ ତାରିଖ ସୁଦ୍ଧା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜାରୀ କରାଯାଇଥିବା ପୋର୍ଟାଲ http://owjws.odisha.gov.in ରେ ନିଜ ନାମକୁ ପଞ୍ଜିକରଣ କରିବା ସହ  ଅନଲାଇନରେ ସ୍ୱାସ୍ଥ୍ୟବୀମା ନିମନ୍ତେ ଆବେଦନ ପତ୍ର ଦାଖଲ କରିବାକୁ  ସୂଚନା ରହିଛି I ତେବେ, ପ୍ରଥମ କରି ଚଳିତ ବର୍ଷ ଅନଲାଇନ ପୋର୍ଟାଲ ମାଧ୍ୟମରେ ଏହି ପଞ୍ଜିକରଣ ହେଉଥିବାରୁ  ବିଭିନ୍ନ ପ୍ରକାର ସମସ୍ୟା ଦେଖାଦେଇଛି I ଗତ ବର୍ଷ ରାଜ୍ୟରେ ୮୭୧୭ ତଥା ସମ୍ବଲପୁର ଜ଼ିଲ୍ଲାରେ ୧୮୩ ପଞ୍ଜିକୃତ ସାମ୍ୱାଦିକଙ୍କ ସଂଖ୍ୟା ରହିଥିବାବେକେ ଯଦି ଏଭଳି ହୁଏ ତେବେ ଚଳିତ ବର୍ଷ ବହୁ ସାମ୍ବାଦିକ ସରକାରଙ୍କ ଏହି ଯୋଜନାରୁ ବାଦ ପଡ଼ିବାର ସମ୍ଭାବନା ରହିଛି I ଏଭଳି ସ୍ଥିତିରେ ସମସ୍ୟାକୁ ଦୃଷ୍ଟିରେ ରଖି ଏହି ଯୋଜନାରେ ହିତାଧିକାରୀ ଚୟନ ପାଇଁ ଆବେଦନ କରିବାର ଅବଧି ତାରିଖ ବୃଦ୍ଧି କରିବା ପାଇଁ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖା ପକ୍ଷରୁ ଦାବି ହୋଇଛି I
ଏହି ମର୍ମରେ ଆଜି ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖା ସଭାପତି ହିମାଂଶୁ ଶେଖର ମିଶ୍ରଙ୍କ ନେତୃତ୍ୱରେ ସାମ୍ବାଦିକ ମାନେ ସମ୍ବଲପୁର ଜ଼ିଲ୍ଲାପାଳଙ୍କ ଜରିଆରେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଦାବି ପତ୍ର ପ୍ରେରଣ କରିଛନ୍ତି I ଜ଼ିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜ଼ିଲ୍ଲାପାଳ ଅଜାମ୍ବର ମହାନ୍ତି ଏହି ଦାବି ପତ୍ର ଗ୍ରହଣ କରିଥିଲେ I ଦାବିପତ୍ର ପ୍ରଦାନ ସମୟରେ ସଂଘର ଜ଼ିଲ୍ଲା ସାଧାରଣ ସମ୍ପାଦକ ସରୋଜ ସାହୁ, ରାଜ୍ୟ ଉପ ସଭାପତି ସୁଶାନ୍ତ ମହାପାତ୍ର, ସାଧବ ପ୍ରଧାନ, ବରିଷ୍ଠ ସାମ୍ବାଦିକ ଶିବ ପ୍ରସାଦ ମେହେର, ଶ୍ରବଣ ପତି, ସମୀର ଷଡ଼ଙ୍ଗୀ, ରାଜେଶ ବିଭାର, ସତ୍ୟଜିତ ମହାପାତ୍ର, ଲଳିତ ଶର୍ମା, ସୁବ୍ରତ ପାଢ଼ୀ, ମାନସ ନାୟକ, ନିଉଟନ ରାୟ, ନବୀନ ଦାଶ, ଗୁଣମଣୀ ବିଶ୍ୱାଳ, ଚୈତନ୍ୟ କୁମାର ନାୟକ, ଅମଳେନ୍ଦୁ ନାୟକ, ହରି ଶଙ୍କର ମିଶ୍ର,  ମାନସ ସାହୁ, କୁନ୍ଦୁରୁ ଦାଶ, ନିଲୁ ସାହୁ, ଅନିଲ ଶ୍ରୀରାମକା, ସଂଜିପ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ I ଏହା ସହିତ ସଂଘର ପୂର୍ବ ପ୍ରଦତ୍ତ ଦାବି ଯଥା ସାମ୍ବାଦିକଙ୍କୁ  ପେନସନ୍ ବୀମାଭୁକ୍ତ କରିବା, ସାମ୍ବାଦିକଙ୍କ ସୁରକ୍ଷା ପାଇଁ ଏକ ସ୍ବତନ୍ତ୍ର ଆଇନ ପ୍ରଣୟନ କରିବା, ମୃତକ ସାମ୍ବାଦିକ ପରିବାରକୁ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ୪ ଲକ୍ଷ ଟଙ୍କା ପ୍ରଦାନ ରାଶିକୁ ବୃଦ୍ଧି କରି ଅନ୍ୟୁନ ୧୫ ଲକ୍ଷ ଟଙ୍କା ପ୍ରଦାନର ବ୍ୟବସ୍ଥା କରିବା, ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ଏକ ପୂର୍ଣ୍ଣାଙ୍ଗ ତାଲିକା ସଂଗ୍ରହ ପୂର୍ବକ ରାଜ୍ୟ ଗେଜେଟରେ ପ୍ରକାଶ କରିବା, ଏକ୍ରିଡ଼ିଏସନ୍ ନିୟମ ପରିବର୍ତ୍ତନ କରିବା, କର୍ତ୍ତବ୍ୟରତ ସାମ୍ବାଦିକ ମାନେ ଯାତାୟତ ସମୟରେ ରିହାତି ଦେବା ସହ ଟୋଲଟେସ୍କ ଛାଡ଼ କରିବା, ରାଜ୍ୟରେ ସାମ୍ବାଦିକ ଆବାସ ଯୋଜନା ପ୍ରଣୟନ କରିବା, ସାମ୍ବାଦିକଙ୍କ ସକାଶେ ଉଦ୍ଧିଷ୍ଟ ବ୍ୟାଙ୍କ ଋଣକୁ ସରଳୀକରଣ କରିବା ଆଦି ୧୦ ଦଫା ଦାବି ଗୁଡିକ ଶୀଘ୍ର କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରାଯାଇଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like