-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଦୀର୍ଘ ସ୍ଥାୟୀ ବିକାଶ ଲକ୍ଷ୍ୟ ନିମନ୍ତେ ଦାରିଦ୍ର୍ଯ ଦୂରୀକରଣ ପାଇଁ ତାଲିମ ଶିବିର

27-Jul-2023



ବଲାଙ୍ଗୀର(ପ୍ରେରଣା ଖବର ):ଗ୍ରାମ ପଞ୍ଚାୟତରୁ ବେରୋଜଗାର ଦୂର କରିବା ପାଇଁ ଗ୍ରାମ ସଭା,ପଲ୍ଲୀ ସଭାରେ ତଥ୍ଯ  ଉପସ୍ଥାପନ କରି ପଞାୟତ ସମସ୍ତ  କାର୍ଯ୍ୟକୁ ସଫଳ କରାଯାଇପାରିବ,  ସେ ନେଇ ଦୀର୍ଘ ସ୍ଥାୟୀ ବିକାଶ  ଲକ୍ଷ୍ୟ ନିମନ୍ତେ  ଦାରିଦ୍ର୍ଯ ଦୂରୀକରଣ  ପାଇଁ ତାଲିମ  ଶିବିର ବଲାଙ୍ଗୀର ଜିଲ୍ଲା ପଞ୍ଚାୟତ ଦକ୍ଷତା ବିକାଶ କେନ୍ଦ୍ର ଠାରେ  ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ପରିଷଦ ତରଫରୁ ଆୟୋଜିତ ଦେଓଗାଁର ଅର୍ଜୁନପୁର,ବଡବନ୍ଧ,ବଡବାହାଲ , ବ୍ରାହ୍ମଣୀଜୋର,ବନ୍ଧପଡା ତଥା  ଆଗଲପୁର ର ଆଗଲପୁର, ବାବୁଫାସଡ,ବୁଦୁଲା ପଞ୍ଚାୟତ  ପାଇଁ ଏହି ତାଲିମ ଶିବିରରେ ଗ୍ରାମ ପଞ୍ଚାୟତ ର ପିଇଓ,ସରପଞ୍ଚ, ସମିତି ସଭ୍ଯ, ଆଶା  କର୍ମୀ, ମହିଳା ଅଙ୍ଗନବାଡି କର୍ମୀ,ଶିକ୍ଷକ, ପ୍ରାଣୀମିତ୍ର,ବ୍ୟାଙ୍କ ମିତ୍ର,ଗ୍ରାମ ରୋଜଗାର ସେବକ, ପ୍ରାଣୀଧନ ନୀରିକ୍ଷକ,ଗ୍ରାମ୍ଯ କୃଷି କର୍ମୀ,ଉଦ୍ୟାନ କର୍ମୀ,ଗୋଷ୍ଠୀ ସାଧନ କର୍ମୀ,ସ୍ବୟଂ ସହାୟକ ଗୋଷ୍ଠୀର  ସଭାପତି, ସଂପାଦକ ତଥା ଗ୍ରାମ ପଞ୍ଚାୟତରେ ଆଗଧାଡିରେ କାର୍ଯ୍ୟ କରୁଥିବା ଲୋକମାନଙ୍କୁ ଦୀର୍ଘ ସ୍ଥାୟୀ ବିକାଶ ଲକ୍ଷ୍ୟ  ଓ ଉନ୍ନତ ଜୀବିକାଯୁକ୍ତ ପଞ୍ଚାୟତ ଗଠନ କିପରି କରାଯାଇପାରିବ, ସେ ସଂପର୍କରେ  ତାଲିମ ପ୍ରଦାନ କରାଯାଇଥିଲା।ତାଲିମ କାର୍ଯ୍ୟକ୍ରମ ରେ ତାଲିମ ପ୍ରଦାନ କରିଥିଲେ ଦକ୍ଷତାବିକାଶ କାର୍ଯ୍ୟକ୍ରମ ପରିଚାଳକ  ଅଭିଜିତ ପଣ୍ଡା, ରାଷ୍ଟ୍ରୀୟ ଗ୍ରାମୀଣ ଶଶକ୍ତିକରଣ ଅଭିଯାନ ର କାର୍ଯ୍ୟକ୍ରମ ପରିଚାଳକ ବିନୟ କୁମାର ସାହୁ,ଜିଲ୍ଲା ପଞ୍ଚାୟତ ଦକ୍ଷତାବିକାଶ କେନ୍ଦ୍ର ପ୍ରଶିକ୍ଷିକା କବିତା ପ୍ରଧାନ,ମିଶନଶକ୍ତି କାର୍ଯ୍ୟକ୍ରମ ପରିଚାଳକ  କୈଳାସ ଚନ୍ଦ୍ର ସାହୁ,ବଲାଙ୍ଗୀର ବ୍ଲକର କାର୍ଯ୍ୟକ୍ରମ ପରିଚାଳକ ତିର୍ଥ ବାଗ୍  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like