-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ମନୋରଞ୍ଜନ

୭୦ବର୍ଷର ହେଲେ ମହାନାୟକ ରଜନୀକାନ୍ତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମେତ ନାମିଦାମୀ ବ୍ୟକ୍ତି ଦେଲେ ଜନ୍ମଦିନ ଶୁଭକାମନା

12-Dec-2020



(ପ୍ରେରଣା ଖବର ବ୍ୟୁରୋ) - ସାଉଥ ଇଣ୍ଡଷ୍ଟ୍ରିରେ ଦେବତାର ମାନ୍ୟତା ପାଇଥିବା ମେଗାଷ୍ଟାର୍ ରଜନୀକାନ୍ତ ଶନିବାର ନିଜ ୭୦ତମ ଜନ୍ମଦିନ ପାଳନ କରୁଛନ୍ତି। ରଜନୀକାନ୍ତ ନିଜ ଷ୍ଟାଇଲ୍ ଏବଂ ଅଭିନୟରେ ଦର୍ଶକଙ୍କ ହୃଦୟରେ ଏକ ଖାସ୍ ସ୍ଥାନ ସୃଷ୍ଟି କରିଛନ୍ତି। ଦେଶବ୍ୟାପି ତାଙ୍କ ଫ୍ୟାନ୍ ଫଲୋଇଂ ଅଛନ୍ତି। ଖାସ୍ କଥା ହେଉଛି ଏହା ଯେ ପ୍ରତି ଜେନେରେସନ ପାଇଁ ସେ ରୋଲ୍ ମଡେଲ୍ ରହିଛନ୍ତି ଏବଂ ତାଙ୍କୁ ଲୋକଙ୍କ ଭରପୂର ସ୍ନେହ ମିଳିଛି। ଆଜି ଏହି ଖାସ୍ ଅବସରରେ ମଧ୍ୟ ରଜନୀକାନ୍ତଙ୍କୁ ଚାରିଆଡ଼ୁ ଶୁଭେଚ୍ଛା ମିଳୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମେତ କେତେକ ଷ୍ଟାର୍ ରଜନୀକାନ୍ତଙ୍କୁ ଶୁଭ କାମନା ଜଣାଇଛନ୍ତି!!ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟରରେ ରଜନୀକାନ୍ତଙ୍କୁ ଓ୍ବିଶ୍ କରି ଲେଖିଛନ୍ତି ଯେ- ପ୍ରିୟର ରଜନୀକାନ୍ତ ମହାଶୟ,ଆପଣଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭକାମନା। ଭଗବାନ କରନ୍ତୁ ଆପଣ ସବୁବେଳେ ସୁସ୍ଥ ରୁହନ୍ତୁ ଏବଂ ଦୀର୍ଘାୟୁ ହୁଅନ୍ତୁ। ଏହା ବ୍ୟତୀତ ଦିଗ୍ଗଜ ମ୍ୟୁଜିକ୍ କମ୍ପୋଜର ଏ ଆର ରେହମାନ ଏହି ଅବସରରେ ଲେଖିଛନ୍ତି ଯେ- ସୁପରଷ୍ଟାର୍ ରଜନୀକାନ୍ତଙ୍କ ଜନ୍ମଦିନ ଅବସରରେ ତାଙ୍କ ପ୍ରଶଂସକଙ୍କ ତରଫରୁ ଏହି CDP ଜାରି କରି ସେ ବହୁତ ଖୁସି ଏବଂ ସମ୍ମାନିତ ଅନୁଭବ କରୁଛନ୍ତି! ଦକ୍ଷିଣ ଭାରତୀୟ ଅଭିନେତା ଭେଙ୍କଟ ପ୍ରଭୁ ତାଙ୍କ ଜନ୍ମଦିନରେ ଲେଖିଛନ୍ତି- ଜନ୍ମଦିନର ଶୁଭକାମନା ଥଲାଇବା। ତାମିଲନାଡ଼ୁର ଉପମୁଖ୍ୟମନ୍ତ୍ରୀ ଓ ପନ୍ନିରସେଲଭମ ମଧ୍ୟ ରଜନୀକାନ୍ତଙ୍କୁ ଶୁଭକାମନା ଜଣାଇଛନ୍ତି। ସେ କହିଛନ୍ତି ଯେ- ନିଜ ନିରନ୍ତର କାମ ଏବଂ ଅଦ୍ଭୁତ ପ୍ରତିଭା ଯୋଗୁଁ ରଜନୀ ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏତେ ବଡ଼ ସଫଳତା ହାସଲ କରିଛନ୍ତି। ତାଙ୍କ ଦୀର୍ଘାୟୁର କାମନା କରୁଛନ୍ତି!! ୭୦ବର୍ଷ ବୟସରେ ମଧ୍ୟ ସେ ଫିଲ୍ମରେ ସକ୍ରିୟ ଅଛନ୍ତି ଏବଂ ବ୍ଲକବଷ୍ଟର ଫିଲ୍ମ ଦେଉଛନ୍ତି। ତାଙ୍କର କିଛି ସୁପରହିଟ୍ ଫିଲ୍ମ ମଧ୍ୟରେ କଓ୍ବାଲି,ଲିଙ୍ଗା,୨.୦ପେଟା ଏବଂ ଦରବାର ଭଳି ରହିଛି। ତାଙ୍କୁ ଭାରତ ସରକାରଙ୍କ ଦ୍ବାରା ପଦ୍ମ ଭୂଷଣ ଏବଂ ପଦ୍ମ ବିଭୂଷଣ ଭଳି ସମ୍ମାନରେ ସମ୍ମାନିତ କରାଯାଇସାରିଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm