-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||     

HOME   ରାଜ୍ୟ

କଟକ - ଓ ପି ଏସ୍ ସି ପରୀକ୍ଷା, ୨୦୨୧ର ଫଳ ପ୍ରକାଶନ ଉପରୁ  ଅଙ୍କୁଶ ହଟିଲା, ଅଙ୍କୁଶ ହଟାଇଲେ ହାଇକୋର୍ଟ

27-Jul-2023



କଟକ(ପ୍ରେରଣା ଖବର ବ୍ୟୁରୋ ): ଓ ପି ଏସ୍ ସି ପରୀକ୍ଷାରେ , ୨୦୨୧ର ଫଳ ପ୍ରକାଶନ ଉପରୁ  ଅଙ୍କୁଶ ହଟିଲା ।
ଅଙ୍କୁଶ ହଟାଇଲେ ହାଇକୋର୍ଟ,
ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀଙ୍କ ଆବେଦନର ପ୍ରାରମ୍ଭିକ ଶୁଣାଣି କରି ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ କୋର୍ଟ l
କୋର୍ଟଙ୍କ ବିନା ଅନୁମତିରେ ନିଯୁକ୍ତି ପ୍ରକ୍ରିୟାର ଫଳାଫଳ ପ୍ରକାଶ କରାଯିବ ନାହିଁ  ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ କୋର୍ଟ ।
ଫଳରେ ସମଗ୍ର ସିଭିଲ୍‌ ସର୍ଭସ୍‌ ପରୀକ୍ଷା ଫଳ ଉପରେ ପରୋକ୍ଷରେ କଟକଣା ରହିଥିଲା।
ଏହି ଅନ୍ତରୀଣ ନି‌ର୍ଦ୍ଦେଶରେ ପରିବର୍ତ୍ତନ ପ୍ରସଂଗ ନେଇ OPSC କୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲା l
ଅଙ୍କୁଶ ଯୋଗୁଁ ଅନ୍ୟ ଶତାଧିକ ପ୍ରାର୍ଥୀ ପ୍ରଭାବିତ ହେବେ ବୋଲି ଆବେଦନରେ ଉଲ୍ଲେଖ କରି ଥିଲା ଓ ପି ଏସ୍ ସି .
ହାଇକୋର୍ଟ ଓପିଏସ୍‌ସି ଆବେଦନର ଶୁଣାଣି କରି ପୂର୍ବ ନିର୍ଦ୍ଦେଶରେ ପରିବର୍ତ୍ତନ କରିଛନ୍ତି।
ଗୋଟିଏ ପଦବି ସଂରକ୍ଷିତ ରଖିବାକୁ ଓପିଏସ୍‌ସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଏହି ପଦବିରେ ହାଇକୋର୍ଟଙ୍କ ବିନା ଅନୁମତିରେ ନିଯୁକ୍ତି ଦିଆଯିବ ନାହିଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026

You Might Also Like