-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ବନଖଣ୍ଡ ପକ୍ଷରୁ ସମୀକ୍ଷା ୨୦୨୨-୨୩ ଅନୁଷ୍ଠିତ

27-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ଜିଲ୍ଲା ବନବିଭାଗ ପକ୍ଷରୁ ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପର 
ବାର୍ଷିକ ସମୀକ୍ଷା ୨୦୨୨-୨୩ ଜିଲ୍ଲା ବନଖଣ୍ଡ ଅଧିକାରୀ  ମଦନଲାଳ ଶର୍ମାଙ୍କ ଅଧ୍ଯକ୍ଷତାରର ସ୍ଥାନୀୟ ନିଉଁ ଟାଉନ ହଲ 
ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ  ବିମଳେନ୍ଦୁ ରାୟ ମୁଖ୍ୟ ଅତିଥି ଭାବେ
ଯୋଗଦେଇଥିବା ବେଳେ  ସମ୍ମାନିତ ଅତିଥି ଭାରବ OFSDP ପ୍ରକଳ୍ପ ପରିଚାଳନା ସଂସ୍ଥା ଭୁବନେଶ୍ବରରୁ ଉପ 
ପ୍ରକଳ୍ପ ନିର୍ଦ୍ଦେଶକ  ଯଶୋବନ୍ତ ବରିହା, ଆରକ୍ଷୀ ଅଧିକ୍ଷକ  ଅମରେଶ ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ 
ତଥା ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାରରଞ୍ଜନ କହଁର ଯୁଗ୍ମ ବନ ପରିଚାଳନା ମାଧ୍ୟମରେ 
ବନ ସୁରକ୍ଷା ସମିତି ସହଭାଗିତାରର ଜଙ୍ଗଲ ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି ଉପରେ ଗୁରୁତ୍ଵାରୋପ 
କରିଥିଲେ । ପ୍ରକଳ୍ପ ର ମୁଖ୍ୟ ଲକ୍ଷ୍ୟ ଓ ଉଦ୍ଦେଶ୍ୟକୁ ପ୍ରତିପାଦନ କରିବାକୁ ଯାଇ ବନଖଣ୍ଡ ଅଧିକାରୀ ଜଙ୍ଗଲ ଅଭିବୃଦ୍ଧି ସହ ଜଙ୍ଗଲ ଉପରେ ନିର୍ଭରଶୀଳ ଅଧିବାସୀଙ୍କ ଜୀବନ ଜୀବିକା ଓ ଆର୍ଥିକ ବିକାଶ ସମ୍ଭବ ବୋଲି ଅଭିହିତ କରିଥିଲେ । ସହକାରୀ ବନ ସଂରକ୍ଷକ ପ୍ରଫୁଲ୍ଲ କୁମାର ଧରୁଆ ୨୦୨୨-୨୩ ଆର୍ଥିକ ବର୍ଷରେ ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ-୨ୟ ପର୍ଯ୍ୟାୟ ମାଧ୍ଯମର ସୋନପୁର, ଉଲୁଣ୍ଡା ଓ ବିନିକା ବନାଞ୍ଚଳ ଅଧୀନରେ
ଥିବା ମୋଟ ୮୪ଟି ବନ ସୁରକ୍ଷା ସମିତି ପକ୍ଷରୁ  ସମ୍ପାଦନ କରାଯାଇଥିବା ବିଭିନ୍ନ ଜଙ୍ଗଲ ଉନ୍ନୟନ କାର୍ଯ୍ୟକ୍ରମ 
ସହ ଆବର୍ତ୍ତନ ପାଣ୍ଠି ସହାୟତାରେ ଅତି ଗରିବ ପରିବାରମାନଙ୍କ ଦ୍ଵାରା ନିଆଯାଇଥିବା ବିଭିନ୍ନ ଆୟବୃଦ୍ଧି 
କାର୍ଯ୍ୟକ୍ରମ ଓ ଖର୍ଚ୍ଚ ଅଟକଳ ଉପସ୍ଥାପନ କରିଥିଲେ । ଅନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ମଧ୍ୟରେ ଅତିରିକ୍ତ 
ଜିଲ୍ଲା ଚିକିତ୍ସା ଅଧିକାରୀ, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉପନିର୍ଦେଶକ, କୃଷି ବିଭାଗ ଅଧିକାରୀ, ସହ 
ଉଦ୍ୟାନ କୃଷି ଅଧିକାରୀ, ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗ ଅଧିକାରୀ, କୃଷି ବିଜ୍ଞାନ କେନ୍ଦ୍ର ର ବୈଜ୍ଞାନିକ, ଲିଡ ବ୍ୟାଙ୍କ ଅଧିକାରୀ, ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ  କେନ୍ଦ୍ର  ନିର୍ଦେଶକ ଆଦି ଯୋଗଦାନ କରି ନିଜ ନିଜ ବିଭାଗର ଯୋଜନା ବିଷୟରେ ଜଣାଇବା ସହ ଏକାଭିମୁଖିକରଣ ମାଧ୍ୟମରେ ଗ୍ରାମୀଣ ବିକାଶ ଉପରେ 

ଆଲୋକପାତ କରିଥିଲେ । ଏହି ଅବସରରର ବିଭିନ୍ନ ବନ ସୁରକ୍ଷା ସମିତି ମାଧ୍ଯମରେ ଉତ୍ପାଦିତ ଜଙ୍ଗଲଜାତ 
ଦ୍ରବ୍ୟ ସହ ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କ ଦ୍ଵାରା ପ୍ରସ୍ତୁତ ସାମଗ୍ରୀର ପ୍ରଦର୍ଶିନୀ ଅନୁଷ୍ଠିତ ହୋଇଥିଲା ।ଏହି ବିଷୟ
ବସ୍ତୁ ବିଶେଷଜ୍ଞ ପ୍ରକାଶ କୁମାର ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ବନମାଳୀ ପାଣ୍ଡେ ଧନ୍ୟବାଦ ଅର୍ପଣ 
କରିଥିଲେ । ଭକ୍ତବନ୍ଧୁ ମିଶ୍ର, ସୌଭାଗ୍ୟ ରଞ୍ଜନ ସ୍ଵାଇଁ, ଅମିତ କୁମାର ମହାପାତ୍ର, ରାହୁଲ ଗୁପ୍ତା ଓ ଅନ୍ୟାନ୍ୟ
ପ୍ରକଳ୍ପ କର୍ମକର୍ତ୍ତା ସହଯୋଗ  କରିଥିଲେ। କାର୍ଯ୍ୟକ୍ରମରେ ସହକାରୀ ବନ ସଂରକ୍ଷକ  ଅବିନାଶ ବରିହା,
ଉଲୁଣ୍ଡା, ବିନିକା ଓ ସୋନପୁରର ବନାଞ୍ଚଳ ଅଧିକାରୀ, ବନପାଳ, ବନରକ୍ଷୀ, ଓଏଫଏସଡ଼ିପି କାର୍ଯ୍ୟକର୍ତ୍ତା,
ବିଭିନ୍ନ ବନ ସୁରକ୍ଷା ସମିତିର ନେତୃତ୍ବ ମଣ୍ଡଳୀ, ସ୍ଵୟଂ ସହାୟକ ଦଳ ସଭ୍ୟା ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026

You Might Also Like