-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||     

HOME   ଜିଲ୍ଲା

ବିଶାଳ ରକ୍ତଦାନ ଶିବିର ପାଇଁ  ମହିଳା କଲେଜ ରେ ପ୍ରସ୍ତୁତି ବୈଠକ, ଛାତ୍ରୀଙ୍କୁ ସଚେତନ କଲେ ଏସ୍.ପି

27-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ସୁବର୍ଣ୍ଣପୁର ଜିଲ୍ଲା ମୋ ସରକାର ଆମ ପୋଲିସ ମାଧ୍ୟମ ରେ ଆଗାମୀ ଅଗଷ୍ଟ ୪ ତାରିଖ ଦିନ ହେବାକୁ ଥିବା ବିଶାଳ ରକ୍ତଦାନ ଶିବିର ଆୟୋଜନ କରିବା ସକାଶେ ସୋନପୁର ବିଜୁ ପଟ୍ଟନାୟକ ମହିଳା କଲେଜ ରେ ଏକ  ପ୍ରସ୍ତୁତି ବୈଠକ ଓ ମୋଟିଭେସନ୍ କାର୍ଯକ୍ରମ ଅନୁଷ୍ଟିତ ହୋଇ ଯାଇଛି ।ଏହି କାର୍ଯକ୍ରମ ରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୋଗ ଦେଇ ରକ୍ତଦାନ ର ଉପକାରିତା, ରକ୍ତ ଦାନ ପ୍ରତି ସଚେତନତା ତଥା ରକ୍ତଦାନ

ପ୍ରତି ଯୁବ ପିଢ଼ି ଙ୍କୁ  କିପରି  ଅଧିକ ରୁ ଅଧିକ ଆଗ୍ରହ ବୃଦ୍ଧି କରା ଯାଇ ପାରିବ ସେ ବିଷୟ ରେ +୩  ଛାତ୍ରୀ ଙ୍କୁ ପ୍ରେରଣା ପ୍ରଦାନ କରିଥିଲେ। ଏବଂ  ଆମେ ଦୁର୍ଘଟଣା ରେ ରାସ୍ତା ରେ ରକ୍ତ ନ ଦେଇ ରୋଗୀ ଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଇବା ବୋଲି ଉତ୍ସାହିତ  ଉତ୍ସାହିତ କରି ସଡ଼କ ସୁରକ୍ଷl ଉପରେ ମଧ୍ୟ ଶ୍ରୀ ପଣ୍ଡା ସଚେତନ କରିଥିଲେ l  ଏହି ମହତ କାର୍ଯ୍ୟକ୍ରମ ରେ ଛାତ୍ରୀ ଙ୍କ ସହିତ ତାଙ୍କ ପରିବାର ସ୍ୱଜନ,  ଜିଲ୍ଲାର ସମସ୍ତ ସାମାଜିକ ସଂଗଠନ ଓ  ନୁଆଁ ରକ୍ତ ଦାତା ଙ୍କୁ କିପରି ସାମିଲ କରା ଯାଇ ପାରିବ ଏଥିପାଇଁ  ସଭାରେ ଉପସ୍ଥିତ କଲେଜ ଅଧ୍ୟକ୍ଷl  ରିତାରାଣୀ ପୂଜାରୀ, ଇଂରାଜୀ ଅଧ୍ୟକ୍ଷ  ମଦନ ସୁନ୍ଦର ଖେତୀ, ଖିରୋଦ ମେହେର, ପୁର୍ଣିମା ମିଶ୍ର, ଅଧ୍ୟାପିକା ସଂଜୁ ରାଣୀ ସିଂ,  ସାମ୍ବାଦିକ ମନୋରଞ୍ଜନ ତ୍ରିପାଠୀ, ରକ୍ତ ଦାତା ମନୋଜ ପଣ୍ଡା, ନିବେଦନ କରିଛନ୍ତି । ଅଧ୍ୟାପକ ଶ୍ରୀ ଖେତୀ ଙ୍କ ସମେତ ସମସ୍ତ ଛାତ୍ରୀ ଏସପି ଶ୍ରୀ ପଣ୍ଡା ଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିବା ବେଳେ ଛାତ୍ରୀ ନେତ୍ରୀ ଶିବାନୀ

ପଣ୍ଡା ଧନ୍ୟବାଦ ଅର୍ପଣ କରି ଏସପି  ଙ୍କ ଉପସ୍ଥିତି ରେ ଆଜି ଆମେ ଖୁବ ଉତ୍ସାହ ପାଇଛୁ ଏବଂ ଆମ ମନ ରେ ଭୟ ଦୂର ହୋଇ ରକ୍ତ ଦାନ ପାଇଁ ଖୁବ ସାହସ ପାଇଛୁ କହି ୧୦୦ ୟୁନିଟ ରକ୍ତ ଦେବୁ ବୋଲି ସଂକଳ୍ପ ନେଇଛନ୍ତି l  ବରିଷ୍ଠ କିରାଣୀ ଚେର ବୁଇ ହୋତା ସଭା ଆୟୋଜନ ରେ ସହଯୋଗ କରିଥିବା ବେଳେ ୨ଶହ ରୁ ଉର୍ଧ୍ଵ ଛାତ୍ରୀ ଯୋଗ ଦେଇ ହାତରେ ପ୍ଲା କାର୍ଡ ଧରି ରକ୍ତଦାନ ପାଇଁ ସଚେତନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026

You Might Also Like