-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||     

HOME   ଜିଲ୍ଲା

୨୬ ଜୁଲାଇ ଘୋଷଣା ହେଉ ସଂରକ୍ଷଣ ଦିବସ , ଓବିସି ମଞ୍ଚ I

27-Jul-2023



ସମ୍ବଲପୁର( ସଂଜୀବ ପାଣିଗ୍ରାହୀ )
 ଜୁଲାଇକୁ ସଂରକ୍ଷଣ ଦିବସ ଭାବେ ଘୋଷଣା କରିବାକୁ ଓବିସି ମଞ୍ଚ ପକ୍ଷରୁ ବୁଧବାର ଆୟୋଜିତ ସଭାରେ ମତ ପ୍ରକାଶ ପାଇଛି I ଆଜକୁ ୧୨୧ ବର୍ଷ ପୂର୍ବେ ୧୯୦୨ ମସିହା ଜୁଲାଇ ୨୬ ତାରିଖ ଠିକ୍ ଆଜିର ଦିନରେ ମହାନ୍ ସମାଜ ସଂସ୍କାରକ ଛତ୍ରପତି ସାହୁଜୀ ମହାରାଜ ତାଙ୍କ ରାଜ୍ୟ କୋଲ୍ହIପୁରରେ ବସବାସ କରୁଥିବା ପଛୁଆ ବର୍ଗ ଏବଂ ମହିଳାଙ୍କ ସକାଶେ ସର୍ବପ୍ରଥମେ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଥିଲେ I ଏହି ପରିପ୍ରେକ୍ଷୀରେ ଛତ୍ରପତି ସାହୁଜୀ ମହାରାଜଙ୍କୁ ସଂରକ୍ଷଣର ଜଣକ ବୋଲି ମଧ୍ୟ କୁହାଯାଏ I ଅନ୍ୟ ପକ୍ଷରେ ଭାରତୀୟ ସମ୍ବିଧାନର ଜନକ ଡ଼ଃ ବାବା ସାହେବ ଆମ୍ବେଦକର ମଧ୍ୟ ଛତ୍ରପତି ସାହୁଜୀ ମହାରାଜଙ୍କ ଠାରୁ ଉଦବୃଦ୍ଧ ହୋଇ ସମସ୍ତ ପ୍ରକାରର ସଂରକ୍ଷଣ ବ୍ୟବସ୍ଥାକୁ ଲାଗୁ କରିବାକୁ ସମ୍ବିଧାନରେ ଲିପିବଦ୍ଧ କରିଯାଇଛନ୍ତି I ମାତ୍ର ବିଡମ୍ବନାର ବିଷୟ ଯେ ଆଜି ପର୍ଯ୍ୟନ୍ତ ସଂରକ୍ଷଣ ଦିବସ ବୋଲି କୌଣସି ଏକ ଦିନକୁ ସରକାର ଘୋଷଣା କରି ନାହାନ୍ତି I ଏଣୁ ୨୬ ଜୁଲାଇ କୁ "ସଂରକ୍ଷଣ ଦିବସ" ଭାବେ କେନ୍ଦ୍ର ସରକାର ଘୋଷଣା କରିବାକୁ ଓବିସି ମଞ୍ଚ  ତଥା ଦଳିତ ନେତାଗଣ ମତ ପ୍ରକାଶ କରିଥିଲେ I ମଞ୍ଚର ଜ଼ିଲ୍ଲା ଆବାହକ ସରୋଜ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସଭାରେ ଓବିସି ମଞ୍ଚ ରାଜ୍ୟ ସଭାପତି ଶଙ୍କର ପାତ୍ର, ପଶ୍ଚିମ ଓଡିଶା ଦଳିତ ସୁରକ୍ଷା ପରିଷଦର ଅଧକ୍ଷ ତଥା ବିଶିଷ୍ଠ ସମାଜସେବୀ ନିହାଲ ସିଂହ,  ଓବିସି କର୍ମୀ ହୀରାଲାଲ ବେହେରା, ଡ଼ଃ ଉତ୍ତମ ପ୍ରଧାନ, ଜଟା ଭୂଷଣ ସାହୁ, ଲଷ୍ମଣ ପ୍ରଧାନ, ଭବାନୀ ଶଙ୍କର ପ୍ରଧାନ, ରାଷ୍ଟ୍ରୀୟ ବୌଦ୍ଧ ମହାସଭାର ଯୁଗ୍ମ ସମ୍ପାଦକ ମଣ୍ଡଳୀ ସଦସ୍ୟ ହରିଶ ଦୀପ, ଭୂପେଶ ବାଗ ପ୍ରମୁଖ ଛତ୍ରପତି ସାହୁଜୀ ମହାରାଜଙ୍କ ସୃତି ଚାରଣ ପୂର୍ବକ ମତାମତ ପ୍ରଦାନ କରିଥିଲେ I ସଭା ପ୍ରାରମ୍ବରେ ସାହୁଜୀ ମହାରାଜଙ୍କ ତୈଲ୍ୟ ଫଟୋ ଚିତ୍ରରେ ପୁଷ୍ପ ପ୍ରଦାନ କରାଯାଇଥିଲା I ଏହି ଅବସରରେ ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଭାରତୀୟ ରେଡ଼କ୍ରସ୍ ସୋସାଇଟିର ବାର୍ଷିକ ସାଧାରଣ ପରିଷଦ ସଭାରେ ସମାଜସେବୀ ତଥା ବିଶିଷ୍ଠ ଦଳିତ ନେତା ନିହାଲ ସିଂହ ଙ୍କୁ ସମ୍ମାନ ସୂଚକ ରେଡକ୍ରସ ମ୍ୟାରିଡ୍ ସାର୍ଟିଫିକେଟ ଆୱ‌।ଡ଼ ପ୍ରଦାନ କରାଯାଇଥିବାରୁ ଶ୍ରୀ ସିଂହଙ୍କୁ ଉତ୍ତରୀୟ, ପୁଷ୍ପ ଗୁଚ୍ଛ ପ୍ରଦାନ ପୂର୍ବକ ସମ୍ମର୍ଦ୍ଧନା ଦିଆଯାଇଥିଲା I


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026

You Might Also Like