-+91-9937148622 |
prerana_bgr@rediffmail.com |
Thursday 25th June 2026 |
R.N.I. Regd No. ODIODI/2010/46693
Breaking News
27-Jul-2023
ନାକଟିଦେଉଳ(କନ୍ଦର୍ପ ବେହେରା ): ଆଜି ଅପରାହ୍ନରେ ନାକଟିଦେଉଳ ରେଞ ଜଗନ୍ନାଥପ୍ରସାଦ ଗ୍ରାମରେ ଏକ ହରିଣକୁ କୁକୁର କାମୁଡ଼ିବାରୁ ମ୍ରୁତ୍ୟୁ ହୋଇଥିବା ଜଣାପଡ଼ିଛି ା
ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ଆଜି ଅପରାହ୍ନ ୪.୩୦ ସମୟରେ ଜଗନ୍ନାଥପ୍ରସାଦ ଶବରପଡ଼ା ଠାରେ ନିକଟସ୍ଥ ଜଙ୍ଗଲରୁ ଚାଲି ଆସିଥିବା ହରିଣକୁ କୁକୁର ଆକ୍ରମଣ କରିଥିଲା କୁକୁରଟି ହରିଣର ପାଟିରେ କାମୁଡ଼ିଦେଇଥିବାରୁ ହରିଣଟି ମ୍ରୁତ୍ୟୁବରଣ କରିଥିବା ଜଣାପଡ଼ିଛି ା
ଏସିଏଫ୍ ଅଶ୍ବିନୀ କୁମାର ବେହେରା, ଫରେଷ୍ଟର ଅରୁଣ କୁମାର ବେହେରା,ଫରେଷ୍ଟଗାର୍ଡ ସୁଭଦ୍ରା ରାଉଳ ତଥା ବନବିଭାଗର ଅନ୍ୟକର୍ମଚାରୀମାନେ ହରିଣକୁ ଉଦ୍ଧାର କରିଥିଲେ ମଧ୍ୟ ବଂଚାଇପାରି ନ ଥିଲେ ା