-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||     

HOME   ମହାନଗର

ସୁବର୍ଣ୍ଣପୁର : କାରଗିଲ ଡିଜୟ ଦିବସ ପାଳିତ

28-Jul-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ବିଜୁ ପଟ୍ଟନାୟକ ଛକ ଠାରେ କାରଗିଲ ବିଜୟ ଦିବସ ପାଳନ କରାଯାଇ ଥିଲା। ଏଠାରେ ମୁଖ୍ୟ ଅତିଥି ଭାବେ ମେଜର ପଦ୍ମ ଲୋଚନ ମହାଲିଙ୍ଗ ଓ ସମ୍ମାନିତ ଅତିଥି ଭାବେ ପୋଲିସ Sdpo  ପୁଷ୍ପାଞ୍ଜଳୀ ନୀଙ୍ଗୀ ଯୋଗଦାନ୍ କରି କାରଗିଲ ଯୁଦ୍ଧ ରେ ବୀର ସହିଦ ଯବାନ ଙ୍କୁ ସ୍ମୃତି ଚାରଣ କରି ଶ୍ରଦ୍ଧାଂଜଳି ଅର୍ପଣ କରିଥିଲେ ଏବଂ ସହିଦ ଯବାନ ମାନଙ୍କ ପରି  ଦେଶ ର  ଉସର୍ଗିକୃତ  ସେବା  ଓ ବଳିଦାନ ପାଇଁ  ଆମେ ଵି ସମସ୍ତ ନାଗରିକ ପ୍ରସ୍ତୁତ ହେବା ବୋଲି ମତ ରଖିଥିଲେ। ଏହି କାର୍ଯ୍ୟକ୍ରମ ରେ ସହରର ଶତାଧିକ ନାଗରିକ, ବୁଦ୍ଧିଜୀବି, ସମର ଶିକ୍ଷାର୍ଥୀ ବାହିନୀ ର ଛାତ୍ର ଛାତ୍ରୀ ଓ ସମାଜସେବୀ ସଂଗଠନ ମାନେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026

You Might Also Like