-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ସୁସ୍ଥ ପରିବେଶ,ସୁସ୍ଥ ସମାଜକୁ ପ୍ରତ୍ୟକ ମଣିଷ ଏକ ବ୍ରତ ଭାବେ ପାଳନ କରିବା ଉଚିତ-ଦିନମଣୀ ପଣ୍ଡା

28-Jul-2023



ବରଗଡ଼:-ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅନ୍ତର୍ଗତ ପହଣ୍ଡି ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ରର ସି.ଏଚ.ଓ ସୁଶ୍ରୀ ଦିନମଣୀ ପଣ୍ଡା, ପହଣ୍ଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ ସୁସ୍ଥ ପରିବେଶ ସୁସ୍ଥ ସମାଜ ଉପରେ ଏକ ସଚେତନତା କାର୍ଯ୍ୟକ୍ରମରେ ଭାଗନେଇ ପିଲା ମାନଙ୍କୁ ଜୀବନର ଶୈଳୀ ଉପରେ ପ୍ରାଞ୍ଜଳ ଭାବେ କ୍ଲାସ କରିଥିଲେ।ନିଜନିଜ ଅଭିଭାବକ ତଥା ପଡୋଶୀ ମାନଙ୍କୁ ବିଭିନ୍ନ ସଂକ୍ରମଣ ରୋଗରୁ ରକ୍ଷା ପାଇବା ପାଇଁ ପରାମର୍ଶ ପ୍ରଦାନ କରିବା ସହ ସଚେତନତା ସୃଷ୍ଟି କରିବାକୁ ଛାତ୍ରଛାତ୍ରୀ ମାନଙ୍କୁ ଆହ୍ୱାନ ଦେଇଥିଲେ।ପ୍ରତିଦିନ ଖାଦ୍ୟ ଖାଇବା ପୂର୍ବରୁ ସାବୁନରେ ଭଲ ଭାବରେ ହାତ ଧୋଇବା,ନଖ କାଟିବା,ଖାଲ ଢ଼ିପ ସ୍ଥାନ କୁ ଗୋଡିସାଟି ପକାଇ ସମତଳ କରିବା,ପଦାରେ

ମଳତ୍ୟାଗ ନ କରିବା,ପ୍ରତି ୬ ମାସରେ ଥରେ ସ୍କୁଲରେ ଉପଲବ୍ଧ କୃମି ନାଶକ ବଟିକା ସରକାରୀ ଆଲବେଣ୍ଡାଜୋଲ ସେବନ କରିବା ଇତ୍ୟାଦି ଉପରେ ଶିକ୍ଷା ଦେବା ସହ ଗ୍ରାମରେ ସଚେତନତା ରେଲି କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ଉପକେନ୍ଦ୍ର ପହଣ୍ଡିରେ କାର୍ଯ୍ୟରତ ମହିଳା ସ୍ୱାସ୍ଥ୍ୟକର୍ମୀ ସୁଶ୍ରୀ କୁନ୍ତଳା ମହାଲିକ,ମହିଳା ସ୍ୱାସ୍ଥ୍ୟକର୍ମୀ ଶ୍ରୀମତୀ ଶୃତି ପଣ୍ଡା,ଆଶାକର୍ମୀ ମଞ୍ଜୁଲତା ସାହୁ ଜନସଚେତନତା ଉପରେ ବିଭିନ୍ନ ସ୍ଲୋଗାନ ମାନ ଦେଇ ଗ୍ରାମରେ ଜନସଚେତନତା ର ସନ୍ଦେଶ ବାର୍ତ୍ତା ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like