-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ରାଜ୍ୟ

ବିଜୁ କେବିକେରେ ଆସିଥିବା ୧୪ଲକ୍ଷ ଟଙ୍କା କାମକୁ ସାଂସଦଙ୍କ ଲୋକ କରିବାକୁ ନେଇ ଚିଠିକୁ ନେଇ ଚର୍ଚ୍ଚା

28-Jul-2023



ତୁଷୁରା- (ପଞ୍ଚାନନ ନାଏକ)-ବିଜୁ କେବିକେ ଯୋଜନାରେ ୧୪ଲକ୍ଷ ଟଙ୍କାର କାର୍ଯ୍ୟ ବଲାଙ୍ଗୀର ଜିଲ୍ଲା ଗୁଡଭେଳା ବ୍ଲକକୁ ଆସିଥିବା ବେଳେ ଗୁରୁବାର ଉକ୍ତ ଛଅଟି କାର୍ଯ୍ୟକୁ ତିନି ଜଣଙ୍କୁ ଦେବା ପାଇଁ ବଲାଙ୍ଗୀର ସାଂସଦଙ୍କ ଗୁଡଭେଳା ବ୍ଲକ ପ୍ରତିନିଧି ନିଜପତ୍ରରେ ଗୁଡଭେଳାବ୍ଲକ ବିଡିଓଙ୍କୁ ଲିଖିତ ଜଣାଇଛନ୍ତି । ଏହାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋରଦାର ହେଉଛି । ଉକ୍ତ ପତ୍ରରେ ଉଲ୍ଲେଖ ରହିଛି ଯେ, ମାଢେକେଲା ରଣା ପଡାରୁ ରାଜକେଲ ରାସ୍ତାର ଉନ୍ନତିକରଣ ପାଇଁ ୫ଲକ୍ଷ ଟଙ୍କା କାର୍ଯ୍ୟ ସତ୍ଯବାନ ବାଗ, ରାଣିମାଳ ଗ୍ରାମର ୩ ଲକ୍ଷ ଟଙ୍କାର ଅମୃତଧାରା କାର୍ଯ୍ୟ ଭୋପାଳ ରଣା, ନୂଆପଡ଼ା, ଗମ୍ଭାରୀଗୁଡ଼ା ଓ ବଗବାହାଲ ଗ୍ରାମରେ ୨ ଲକ୍ଷ ଟଙ୍କା ଲେଖାଁଏ ଖର୍ଚ୍ଚରେ ଏଲଇଡି ଲାଇଟ କାର୍ଯ୍ୟ କଣ୍ଟାବାଞ୍ଜିର ଭଗବତି ଏଣ୍ଟରପ୍ରାଇଜେସ କୁ ଦେବାକୁ ଅନୁରୋଧ କରଛନ୍ତି । ଏହି ଚିଠି ଏବେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଲେ ଏନେଇ ବଲାଙ୍ଗୀର

ସାଂସଦଙ୍କ ଗୁଡଭେଳା ବ୍ଲକ ପ୍ରତିନିଧି ଦୀନବନ୍ଧୁ ବେହେରା କହନ୍ତି ଯେ, ଏହି କାର୍ଯ୍ୟ ଗୁଡିକ ଡିପାର୍ଟମେଣ୍ଟଲ ହେବ କିନ୍ତୁ ଆମ୍ଭ ଲୋକମାନଙ୍କୁ ସେଥିରେ ସାମିଲ କରିବାକୁ ବିଡିଓଙ୍କୁ ଅନୁରୋଧ କରିଥିଲି । ଏନେଇ ଗୁଡଭେଳା ବ୍ଲକ ବିଡିଓ ଗୁରେଶ୍ବର ଭୋଇ କହନ୍ତି ଯେ, ମୁଁ ଏବେ ପର୍ଯ୍ୟନ୍ତ ଚିଠି ପାଇ ନାହିଁ । ଏନେଇ ଗୁଡଭେଳା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅଶୋକ ଚନ୍ଦ୍ର ଦୋରା କହନ୍ତି ଯେ, ବିଜୁ କେବିକେ ଯୋଜନାରେ ୧୦ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ କାର୍ଯ୍ୟ ହୁଏ ତେବେ ଟ୍ରେଣ୍ଡର ହେବ, ଆଉ କମ ହେଲେ ଡିପାର୍ଟମେଣ୍ଟlଲ ହୁଏ ବୋଲି କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like