-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଭିଲେଜର୍ସ ଇଣ୍ଡିଆ ପାର୍ଟି ଦ୍ୱାରା ସାମ୍ବାଦିକ ମାନଙ୍କୁ ସରକାରୀ ସହାୟତା ଦାବି

12-Dec-2020



ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର):  ଭିଲେଜର୍ସ ଇଣ୍ଡିଆ ପାର୍ଟି ଦ୍ୱାରା ବଲାଙ୍ଗିର ସହ ଓଡିଶାର ସମସ୍ତ ସାମ୍ବାଦିକ ମାନଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ମାନନୀୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଠାରେ ନିବେଦନ ଏବଂ ଦାବି ରଖିଛନ୍ତି । ଗତ ୫ ମାସ କରୋନା ମହାମାରୀ ସମୟରେ ସାମ୍ବାଦିକମାନେ ନିର୍ଭୟରେ କାର୍ଯ୍ୟରତ ରହିଛନ୍ତି  ତଥା ଭାରତର ଚତୁର୍ଥ ସ୍ତମ୍ଭ ପ୍ରେସ ମିଡିଆ, ଡାକ୍ତର, ନର୍ସ, ପୋଲିସ, ଜନ ପ୍ରତିନିଧିଙ୍କ ଠାରୁ ଅଲଗା ହୋଇ ଖବର ପାଇଁ ଦିନ ରାତି ରାଜରାସ୍ତା ଠାରୁ ମନ୍ତ୍ରୀ ପର୍ଯ୍ୟନ୍ତ ଦେଶର ହିତ ପାଇଁ ଖବର ପ୍ରସ୍ତୁତ କରିଥାନ୍ତି । ଆମ୍ଭେ ରାତିର ୯ ରୁ ୧୦ଟା ରେ ଶୋଇବା ଆରମ୍ଭ କରିବା ସମୟରେ ଦିନ ସାରା ଖବର  ସଂଗ୍ରହ କରି ରାତି ୧୨ଟା ପର୍ଯ୍ୟନ୍ତ ସମାଜ, ଦେଶ ଏବଂ ପ୍ରଶାସନ ସହ ପାଠକ ମାନଙ୍କୁ ପାଇଁ ସୁନ୍ଦର ଖବରଟିଏ ଛାପିବା ପାଇଁ ନିଜ ଖବର କାଗଜ ଛାପାଖାନାରେ ଅନିଦ୍ରା ହୋଇ ଏହି ସମ୍ବାଦଦାତା ରହିଥାନ୍ତି । ବେସରକାରୀ ପ୍ରେସ ମିଡିଆ ସଂସ୍ଥାରେ ଆମେ ସମସ୍ତ ଜାଣୁ ଯେ, ସ୍ୱଳ୍ପ ଦରମାରେ ଦେଶର ହିତ ପାଇଁ ଏହି ବିଦ୍ୱାନ ଓ ନିର୍ଭୀକ ସାମ୍ବାଦିକ ମାନେ ତାଙ୍କର ୮୦% ସମୟ ଦେଖର ଖବର ବନେଇବା ପାଇଁ ଦେଇଥାନ୍ତି । ପରିବାର ଏବଂ ଭବିଷ୍ୟତ ପାଇଁ ତାଙ୍କର ଅନ୍ୟ କୌଣସି ରୋଜଗାର ପନ୍ଥା  ପାଇଁ ସମୟ ମିଳି ନ ଥାଏ । ସେହି ସୁନ୍ଦର ବା  ଜରୁରୀକାଳିନ ଖବରଟିକୁ ଆମ୍ଭେ ମନ୍ତ୍ରୀ, ଜନ ପ୍ରତିନିଧି ସରକାରୀ, ବେସରକାରୀ ଅଧିକାରୀ ଏବଂ ପାଠକ ମାନେ ଜିଲ୍ଲାପାଳ ରୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପର୍ଯ୍ୟନ୍ତ ସେହି ଖବରକୁ ନେଇ ପ୍ରଶ୍ନ ପଚାରିଆସୁଛନ୍ତି । ତେଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଜୀଙ୍କ ଭିଆଇପି ତରଫରୁ ସାମ୍ବାଦିକମାନଙ୍କୁ ଆହୁରି ନିରପେକ୍ଷ ଏବଂ ଦେଶ ସେବାରେ କାର୍ଯ୍ୟ କ୍ଷମତା ବଢାଇବା ପାଇଁ ସାମ୍ବାଦିକମାନଙ୍କୁ ଟ୍ରେନ, ବସ ଯୋଗେ ଯାତାୟତ ସମୟରେ ମୁକ୍ତ ଟିକେଟ ଯୋଗାଇବା, ୪ ଡିସିମିଲ ଘର ଡିହ ବାଡି ସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ମୋ କୁଡିଆ, ବିଜୁ ପକ୍କାଘର ବା ଇନ୍ଦିରା ଆବାସ ଭଳି ଯୋଜନାରେ ଘର ଯୋଗାଇବା, ବୀମା, ପିଲା ଛୁଆଙ୍କୁ ପାଠ ପଢାରେ ସାହାଯ୍ୟ, ସରକାରୀ, ଜାତୀୟ ଏବଂ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ଖବର ପାଇଁ ଭତ୍ତା ଯୋଗାଇବା  ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୀଙ୍କ ନିବେଦନ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like