-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ସ୍ୱାଧିନତା ଦିବସ ପାଇଁ ପ୍ରସ୍ତୁତି ବୈଠକ

28-Jul-2023



ବରଗଡ଼:-ଆଜି ଅପରାହ୍ନ ୪.୩୦ମିନିଟ ସମୟରେ ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀମତୀ ମୋନିଷl ବାନାର୍ଜୀ ଙ୍କ ଅଧକ୍ଷତାରେ ଆଗାମୀ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି l ବୈଠକ ରେ ଏସପି ଶ୍ରୀ ପି. ଏସ. ମୀନା , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମିର୍ଦ୍ଧା ଟପ୍ପୋ , ଉପଜିଲ୍ଲାପାଳ ଶ୍ରୀ ଲଲାଟ ଲୁହା, ସମସ୍ତ ବିଭାଗୀୟ ଅଧିକାରୀ, ବିଭିନ୍ନ ଶିକ୍ଷା ଅନୁଷ୍ଠାନର ଅଧକ୍ଷ, ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇ ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ l ଆଗାମୀ ସ୍ୱାଧୀନତା ଦିବସ ରେ କାର୍ଯ୍ୟସୂଚୀ ଅନୁଯାୟୀ ରାମଧୁନ, ପ୍ରଭାତ ଫେରି, ପରେଡ ଉତ୍ସବ, ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ l ପରେଡ ରେ ମୋଟ ୪୩ ଗୋଟି ଦଳ ଭାଗ ନେବା ବେଳେ ପରିଚାଳନା ରିଜର୍ଭ ପୋଲିସ ପକ୍ଷରୁ କରାଯିବ l ପାଣିମୋରାର ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ସ୍ମୃତିକୁ ନେଇ ବରିଷ୍ଠ ନାଗରିକ ସଂଘ

ତରଫରୁ, ତଥା ବିଭିନ୍ନ ଅନୁଷ୍ଠାନ ର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବା ନେଇ ସର୍ବ ସମ୍ମତି କ୍ରମେ ପ୍ରସ୍ତାବ ଗୃହୀତ ହେଲା l ସର୍ବୋପରି ଆସନ୍ତା ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ମହା ସମାରୋହରେ ପାଳନ କରା ଯିବାନେଇ ନିଷ୍ପତି ନିଆଗଲା l ବୈଠକ କୁ ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀମତୀ କଲ୍ୟାଣୀ ଦାଶ ପରିଚାଳନା କରିଥିବା ବେଳେ ସମସ୍ତ ବିଭାଗର ଅଧିକାରୀ , ବିଭିନ୍ନ ଅନୁଷ୍ଠାନ ର ସଭାପତି, ଶିକ୍ଷକ ଶିକ୍ଷୟିତ୍ରୀ, ଗଣମାଧ୍ୟମ ର ପ୍ରତିନିଧିଓ ବୁଦ୍ଧିଜିବୀ ଗଣ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like