-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ରାଜ୍ୟ

ଦୁର୍ଗମ ଉପାନ୍ତ ଅଞ୍ଚଳ ଭଇସାଦାନି ପଞ୍ଚାୟତର କାଞ୍ଛନପୁର ଗାଁ ରେ ପହଞ୍ଚିଲା "ବିପଦର ବନ୍ଧୁ ଅନୁଷ୍ଠାନ"ସେବା

28-Jul-2023



ନୂଆପଡା ଜିଲ୍ଲା ବୋଡେନ ବ୍ଲକ ଅନ୍ତର୍ଗତ ଭଇସାଦାନୀ ପଞ୍ଚାୟତ କାଞ୍ଚନପୁର ପଞ୍ଚାୟତର ଖଗେଶ୍ବର ପହରିଆଙ୍କ ପରିବାର। କୌଣସି କାରଣରୁ ଗାଁ ବସ୍ତିରେ ଥିବା ଘର ଭାଙ୍ଗିଗଲା ଏବଂ ନିଜସ୍ୱ ଜାଗା ନଥିବାରୁ ବାସହରା ହୋଇଯାଇଥିବା ପରିବାର ବାଧ୍ୟ ହୋଇ ଭାଗ୍ୟକୁ ଆଦରି ଗାଆଁ ଠାରୁ ପାଞ୍ଚ କିଲୋମିଟର ଦୂରରେ ଘଞ୍ଚ ଜଙ୍ଗଲ ମଧ୍ୟରେ ଏକ କଞ୍ଚା ଚାଳ କୁଡ଼ିଆରେ ରହିବାକୁ ଲାଗିଲେ। ସାମନ୍ୟ ଦିନ ମଜୁରିଆ ହିସାବରେ କାମ କରୁଥିବା ଖଗେଶ୍ୱରଙ୍କ ସ୍ୱଳ୍ପ ରୋଜାଗାର ଏବଂ ପଞ୍ଚାୟତ ତରଫରୁ ମିଳୁଥିବା ୩୫ କେଜି ଚାଉଳରେ ଅତ୍ୟନ୍ତ କଷ୍ଟରେ ଚଳୁଛନ୍ତି ଛଅ ପ୍ରାଣୀ କୁଟୁମ୍ବ। ପ୍ରତିଦିନ ଘଞ୍ଚ ଜଙ୍ଗଲର ଅନ୍ଧାର, ହିଂସ୍ର ଜନ୍ତୁଙ୍କ ଆତଙ୍କ ଓ ନିଜ ଅସହାୟ ପଣିଆ ସହ ସଂଗ୍ରାମ କରୁଛନ୍ତି ଖଗେଶ୍ବର ଓ ତାଙ୍କ ପରିବାର। ଦାରିଦ୍ର୍ୟତାର ତାଡନାରେ ପିଲାମାନଙ୍କ ଶିକ୍ଷାରେ କେବେଠୁ ଡୋରି ଲାଗି ସାରିଲାଣି। ସମସ୍ତ ପ୍ରକାର ସରକାରୀ ସହାୟତାରୁ ବଞ୍ଚିତ ହୋଇ ଜଙ୍ଗଲର ଅନ୍ଧାରରେ ଭୟାତୁର ବତାବରଣରେ ବିପଦପୂର୍ଣ୍ଣ ଭାବେ କାଳାତିପାତ କରୁଥିବା ଖଗେଶ୍ବରଙ୍କ ପାଖରେ ପହଞ୍ଚିଥିଲା ସମସ୍ତଙ୍କ ବିପଦରେ ଛିଡା ହୋଉଥିବା ଅନୁଷ୍ଠାନ ବିପଦର ବନ୍ଧୁ ଓଡିଶା ଅନୁଷ୍ଠାନ। ଖବର ପାଇବା ମାତ୍ରେ ଅନୁଷ୍ଠାନର ନୂଆପଡା ଶାଖାର ସଦସ୍ୟ ମାନେ ସେମାନଙ୍କ ପାଖରେ ପହଞ୍ଚି ସେମାନଙ୍କ ଅବସ୍ଥା ଅନୁଧ୍ୟାନ କରିଥିଲେ l ଭଇସା ଦାନୀ ପଞ୍ଚାୟତ ର କାଞ୍ଚନପୁର ଗାଁ ର ଖଗେଶ୍ୱର ପହଁରିଆ ଜଣେ ଅସହାୟ ଲୋକ ଆଜି ଆମେ ଆମ ବିପଦର ବନ୍ଧୁ ଓଡିଶା ଅନୁଷ୍ଠାନ ତରଫ ରୁ ତାଙ୍କୁ ଗୋଟେ ମାସ ର ରାସନ ସାମଗ୍ରୀ ଓ ତାଙ୍କ ଘର ଘୋଡ଼େଇବାପାଇଁ ପଲିଥିନ ଏବଂ ତାଙ୍କ ପରିବାର ପାଇଁ ନୂଆ ବସ୍ତ୍ର ଦେଇଥିଲୁ ଆଉ ଆଗକୁ ମଧ୍ୟ ଏମିତି ସମସ୍ତଙ୍କର ସାହାଯ୍ୟ କରୁଥିବୁ ଏହି ସମୟରେ ରେ ଆମ ନୂଆପଡା ଶାଖା ର ସଦସ୍ୟ ରାଜେଶ୍ୱର ଦର୍ଜୀ ସଞ୍ଜୟ ଦର୍ଜୀ ଓ ରେବତୀ ନାୟକ ଉପସ୍ଥିତ ଥିଲେ l ନୂଆପଡ଼ା ଜିଲ୍ଲାରୁ ବିଶି ଚନ୍ଦନ ମାଝୀ ରିପୋର୍ଟ୍


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like