-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ଚାରପାଲି ରେ ବିଶ୍ବ ହେପାଟାଇଟିସ ଦିବସ ପାଳିତ

29-Jul-2023



ବରଗଡ଼:-ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅନ୍ତର୍ଗତ ଚାରପାଲି ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ରର ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ସୁଶ୍ରୀ କଳ୍ପନା ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବିଶ୍ବ ହେପାଟାଇଟିସ ଦିବସ ଅବସରରେ ଗୁଡିମୁଣ୍ଡା ଗ୍ରାମଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ବିଶ୍ବ ହେପାଟାଇଟିସ ଦିବସର ବିଷୟବସ୍ତୁ ହେଉଛି "ଓ୍ୱାନ ଲାଇଫ୍ ଓ୍ୱାନ ଲିଭର" (ଗୋଟିଏ ଜୀବନ ଗୋଟିଏ ଯକୃତ)। ଏହି ସଭାରେ ଗ୍ରାମର ଲୋକ ମାନଙ୍କୁ ହେପାଟାଇଟିସ୍ ରୋଗର ସଂକ୍ରମଣ, ଲକ୍ଷ୍ୟଣ, ନିରାକରଣ, ପ୍ରତିରୋଧକ ଏବଂ ଏହାର ଭୟାବହତା ସମ୍ପର୍କରେ ଆଲୋଚନା ମାଧ୍ୟମରେ ସତେତନ କରାଯାଇଥିଲା। ଯେପରିକି ଶିଶୁ ଜନ୍ମର ୨୪ ଘଣ୍ଟା ମଧ୍ୟରେ ହେପାଟାଇଟିସ୍ ପ୍ରତିଷେଧକ ଟିକା ଦେବା ଜରୁରୀ ଅଟେ। ହେପାଟାଇଟିସ୍ ରୁ ସୁରକ୍ଷିତ ରହିବା ପାଇଁ କେବଳ ସ୍ବୀକୃତିପ୍ରାପ୍ତ ରକ୍ତ ଭଣ୍ଡାରରୁ ରକ୍ତ ଗ୍ରହଣ କରିବା। ଅସୁରକ୍ଷିତ ଯୌନ ସମ୍ପର୍କ ଠାରୁ ଦୂରେଇ ରହିବା। ମଦ୍ୟପାନ କରିବା ନାହିଁ। ସଂକ୍ରମିତ ଛୁଞ୍ଚି, ବ୍ଳେଡ୍, ସିରିଞ୍ଜ୍ ତଥା ଅନ୍ୟାନ୍ୟ ଅସ୍ତ୍ରୋପଚାର ଉପକରଣ ବ୍ୟବହାର କଲେ ଏହି ରୋଗ ବ୍ଯାପିଥାଏ। ଏଣୁ ଏହି ରୋଗରୁ ନିଜକୁ ରକ୍ଷା କରିବାକୁ ହେଲେ ପ୍ରତ୍ୟେକେ ଥର ନୂଆ ତଥା ବିଶୋଧିତ ଛୁଞ୍ଚି, ବ୍ଲେଡ୍, ସିରିଞ୍ଜ୍ ତଥା ଅନ୍ୟାନ୍ୟ ଅସ୍ତ୍ରୋପଚାର ଉପକରଣ ବ୍ୟବହାର କରିବା ଉଚିତ। ବର୍ତ୍ତମାନ ବର୍ଷାଋତୁ ସମୟରେ ଦୁଷିତ ପାଣି ଏବଂ ଖାଦ୍ୟ ଦ୍ୱାରା ମଧ୍ୟ ହେପାଟାଇଟିସ ରୋଗ ବ୍ୟାପିବାର ସମ୍ଭାବନା ଅଧିକ ଥାଏ। ଯଦି ଆମେ ବିଶୁଦ୍ଧ ପାନୀୟ ଜଳ ସାଙ୍ଗକୁ ଉତ୍ତମ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେବା ତେବେ ଜଳ ବାହିତ ଏବଂ ଖାଦ୍ୟ ବାହିତ ରୋଗ ଠାରୁ ଦୂରରେ ରହିବା ବୋଲି ବୈଠକରେ ଉପସ୍ଥିତ ଜନସାଧାରଣଙ୍କୁ ଦିଗଦର୍ଶନ ଦେଇଥିଲେ। ନିଜନିଜ ଅଭିଭାବକ ତଥା ପଡୋଶୀ ମାନଙ୍କୁ ବିଭିନ୍ନ ସଂକ୍ରମଣ ରୋଗରୁ ରକ୍ଷା ପାଇବା ପାଇଁ ପରାମର୍ଶ ପ୍ରଦାନ କରିବା ସହ ସଚେତନତା ସୃଷ୍ଟି କରିବାକୁ ଜନସାଧାରଣଙ୍କୁ ଆହ୍ୱାନ ଦେଇଥିଲେ। ଏହି ସଭାରେ

ଚାରପାଲି ଗ୍ରାମ ପଞ୍ଚାୟତର ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ସୁଶ୍ରୀ କଳ୍ପନା ମହାନ୍ତି ଅଧ୍ୟକ୍ଷତା ଏବଂ ଆଶା କର୍ମୀ ସୁଜାତା ସୁନା କାର୍ଯ୍ୟକ୍ରମରେ ସହଯୋଗ କରିଥିଲା ବେଳେ ଗ୍ରାମର ବହୁ ବୟୋଜ୍ୟେଷ୍ଠ ପୁରୁଷ , ମହିଳା ଏବଂ ଯୁବକ ଯୁବତୀ ମାନଙ୍କ ସହିତ ପିଲାମାନେ ମଧ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like