-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||     

HOME   ଜିଲ୍ଲା

ବାଲେଶ୍ୱର ଓଏସ୍‌ଏସ୍‌ସି ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାରେ ବାଲିଗୁଡାର ଅଭିଯୁକ୍ତ ଶିକ୍ଷକ ଗିରଫ

29-Jul-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): ବାଲେଶ୍ୱର ଓଏସ୍‌ଏସ୍‌ସି ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାରେ ବାଲେଶ୍ୱର ପୋଲିସ ଗୁରୁବାର ପୁଣି ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି l ଗିରଫ ଅଭିଯୁକ୍ତ ଙ୍କ ମଧ୍ୟରେ ବାଲିଗୁଡା ବ୍ଲକ ରୁତୁଙ୍ଗିଆ ପଞ୍ଚାୟତର ସିର୍ସିପାଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟ ର କନିଷ୍ଠ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ (33) ଅଛନ୍ତି। ଏଥିରେ ମୁଖ୍ୟ ଅଭିଯୁକ୍ତ ବି ସାମିଲ ରହିଛି। ଏଥି ସହିତ ଏହି ମାମଲାରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି। ଆଗାମୀ ଦିନରେ ଅଭିଯୁକ୍ତ ଙ୍କର ସଂଖ୍ୟା ବଢ଼ିବ ବୋଲି ଆଶା କରାଯାଉଛି ବୋଲି ଗୁରୁବାର ଅପରାହ୍ନ ରେ ବାଲେଶ୍ବର ଏସ୍‌ପି ସାଗରିକା ନାଥ ସାମ୍ବାଦିକ ସମ୍ମିଳନୀରେ ଏହା ସୂଚନା ଦେଇଛନ୍ତି। ଏହି ମାମଲାରେ ଓଡ଼ିଶାରୁ ଗିରଫ ହୋଇଥିବା ଅଭିଯୁକ୍ତମାନେ ମଧ୍ୟସ୍ଥି କରିଥିଲେ। ପ୍ରଶ୍ନପତ୍ର ଦଲାଲ ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ ଙ୍କ ଦାମୀ ଗାଡି ସଉକ । ଆଶାୟୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ୍ କରି ନିଜର ସଉକ ପୁରା କରୁଥିଲା । ଗୋବିନ୍ଦ ଇନୋଭା ଗାଡିକୁ ସିଜ୍ କରିଛି ବାଲେଶ୍ୱର ପୋଲିସ । ବହୁ ଦିନ ଧରି ନିଯୁକ୍ତି ଜାଲିଆତିରେ ସମ୍ପୃକ୍ତ ଅଛି ଗୋବିନ୍ଦ । ବେକାର ଯୁବକ ଯୁବତୀଙ୍କ ଠାରୁ ପୁଳା ପୁଳା ଟଙ୍କା ନେଉଥିଲା । ବେଲଗଣ୍ଠାରେ ପ୍ରାୟ ୧୦ ଜଣଙ୍କୁ ସିବିଟି ଶିକ୍ଷକ ନିଯୁକ୍ତି ଦେଇଥିବା ସ୍ଥାନୀୟ ଲୋକଙ୍କ ଅଭିଯୋଗ । ଓଟିଇଟି ପାଇଁ ଜଣ ପିଛା ୨ଲକ୍ଷ ଟଙ୍କା ନେଉଥିଲା । ଗୋବିନ୍ଦ ବାବୁ ଓଏସଏସଟିଇଟି ପରୀକ୍ଷାରେ ପାସ ପାଇଁ ଜଣ ପିଛା ନେଉଥିଲେ ୩ଲକ୍ଷ ଟଙ୍କା । ବିଭିନ୍ନ ଜାଗାରେ ଗୋବିନ୍ଦର ଦୁଇଟି ଘର ଓ ଏକାଧିକ ପ୍ଲଟ ରହିଛି । କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ରୁତୁଙ୍ଗିଆ ପଞ୍ଚାୟତର ସିର୍ସିପାଙ୍ଗା ବିଦ୍ୟାଳୟରେ ପ୍ରାଥମିକ ଶିକ୍ଷକ ଭାବେ 2018 ମସିହା ଏପ୍ରିଲ 4 ତାରିଖ ରେ ଉକ୍ତ ବିଦ୍ୟାଳୟ ରେ ହିଁ ଚାକିରି ଆରମ୍ଭ କରନ୍ତି ଗୋବିନ୍ଦ । ହେଲେ ଗୋବିନ୍ଦ ଚଳିତ ମାସ 12 ତାରିଖ ପର୍ଯ୍ୟନ୍ତ ବିଦ୍ୟାଳୟ ରେ ଉପସ୍ଥିତ ଥିବା ବେଳେ 13 ତାରିଖ ରୁ ବିଦ୍ୟାଳୟ ରେ ଅନୁପସ୍ଥିତ ଥିବା ବିଷୟ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ସୁବାଷ ଚନ୍ଦ୍ର ଓଝା ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ଙ୍କୁ ଜଣାଇଛନ୍ତି l ଶ୍ରୀ ମାଝୀ ଏହି ବିଷୟ ସଙ୍ଗେ ସଙ୍ଗେ ବିଭାଗୀୟ ଜିଲ୍ଲା ଅଧିକାରୀ ଙ୍କୁ ଜଣାଇଛନ୍ତି l ଏପଟେ ବେଲଗୁଣ୍ଠାରେ ଗୋବିନ୍ଦ ତ୍ରିପାଠୀଙ୍କ ଏକାଧିକ ପ୍ଲଟ ସହ ଘର ଥିବା ଜଣାପଡିଛି । ବେଲଗୁଣ୍ଠାରେ ହିଁ ତାଙ୍କର ବାପା ଓ ଭାଇ ଲୁଗା ଦୋକାନ କରିଛନ୍ତି । ଗୋବିନ୍ଦର ମୁଖ୍ୟ ସହଯୋଗୀ ବେଲଗୁଣ୍ଠା ଇନ୍ଦ୍ରଗଡ ଗାଁର ତ୍ରିନାଥଙ୍କୁ ଖୋଜୁଛି ପୋଲିସ । ଛତ୍ରପୁର ଦାସନପଲ୍ଲୀରେ ଗୋବିନ୍ଦର ଅନ୍ୟ ଜଣେ ସହଯୋଗୀ ଥିବା ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026

You Might Also Like