-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ସରପଞ୍ଚ ସଂଘ ତରଫରୁ ବିଡ଼ିଓ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ 6 ଦଫା ଦାବିପତ୍ର ପ୍ରଦାନ

29-Jul-2023



ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ସରପଞ୍ଚ ସଂଘ ତରଫରୁ ବିଡ଼ିଓ ଶଙ୍କର କେରକେଟା ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ 6 ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ପ୍ରଦାନ l ଏହି ଦାବିପତ୍ର ଦେବା ସମୟରେ ସଂଘର ସଭାପତି ଶ୍ରୀ ବିଜୟ କୁମାର ବେହେରା ଓ ସମ୍ପାଦକ ଶ୍ରୀ ଜୟଲାଲ୍ ସିନ୍ଦୂର ଓ ସମସ୍ତ ପଂଚାୟତ ର ସରପଞ୍ଚ ଉପସ୍ଥିତ ଥିଲେ l ସେମାନେ ହେଲେ ଡୁଡୁକା ସରପଞ୍ଚ ଶ୍ରୀ ଅଶୋକ ପଟେଲ,ମୂର୍ସୁଣ୍ଡି ସରପଞ୍ଚ ଶ୍ରୀ ରଥୀ ସାହୁ, ବକଟି ସରପଞ୍ଚ ଙ୍କ ପ୍ରତିନିଧି ଶ୍ରୀ ସୀତାରାମ ପୁରୋହିତ, ନଅଗାଁ ସରପଞ୍ଚ ଶ୍ରୀ ବୃନ୍ଦାବନ ସେଠ୍, ସୁଲତା ପୁରୋହିତ ମଧ୍ୟ ଉପସ୍ଥିତ ଥିଲେ l

ଏହାସହ ସମସ୍ତ ପଞ୍ଚାୟତ ର ସରପଞ୍ଚ ଓ ସରପଞ୍ଚ ଙ୍କ ପ୍ରତିନିଧି ଯୋଗ ଦେଇଥିଲେ l ଦାବି ପତ୍ର ରେ ସର୍ବମୋଟ 6 ଗୋଟି ଦାବି ଉପରେ ଆଲୋକପାତ କରା ଯାଇଛି l ଯେଉଁଟା କି ,ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବଞ୍ଚିତ ଥିବା ଯୋଗ୍ୟ ହିତାଧିକାରୀ ମାନଙ୍କୁ ସରପଞ୍ଚ ମାନଙ୍କ ଅବଗତି ରେ ଅନ୍ତର୍ଭୁକ୍ତ କରାଯାଉ l ନିକଟ ଅତୀତରେ ରାଜ୍ୟ ସରକାରଙ୍କ ଆମ ଓଡ଼ିଶା ନବିନ ଓଡ଼ିଶା ଯୋଜନା ଏକ ଗୁରୁତ୍ବପୂର୍ଣ୍ଣ ଯୋଜନା ଅଟେ କିନ୍ତୁ ପରିତାପର ବିଷୟ ଉକ୍ତ ଯୋଜନାରେ ସରପଞ୍ଚ ମାନଙ୍କୁ ସିଧା ସଳଖ ସାମିଲ କରା ଯାଇ ନାହିଁ ତେଣୁ ଏହି ଯୋଜନାରେ ସିଧା ସଳଖ ସାମିଲ କରା ଯାଉ l ଗ୍ରାମ ପଞ୍ଚାୟତ ସ୍ତରରେ ସରପଞ୍ଚ ମାନଙ୍କ ଭୂମିକା ଯଦିଓ ଗୁରୁତ୍ଵ ପୂର୍ଣ୍ଣ ଅଟେ ତା ହିସାବରେ ଦିଆ ଯାଉଥିବା ଭତ୍ତା ବୃଦ୍ଧି କରାଯାଉ l ସରପଞ୍ଚ ମାନଙ୍କ ଅବସର ପରେ ଅବସର ଭତ୍ତା 20,000 କୋଡ଼ିଏ ହଜାର ଟଙ୍କା କରାଯାଉ l ଗ୍ରାମ ପଞ୍ଚାୟତ ସ୍ତରରେ ଯେ କୌଣସି ଉନ୍ନତି ମୂଳକ କାର୍ଯ ହେଉଛି ସେ ବିଷୟରେ ସରପଞ୍ଚ ମାନଙ୍କୁ ଅବଗତ କରାଯାଉ l ବଲାଙ୍ଗିର ଜିଲ୍ଲା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ରୁ ଆଗଲପୁର ବ୍ଲକର ସମସ୍ତ ଗ୍ରାମ ଗୁଡ଼ିକୁ ଜଳସେଚନ ର ବ୍ୟବସ୍ଥା କରାଯାଉ l ଏ ସମସ୍ତ ଦାବି ପୂରଣ ନ ହେଲେ ଆଗାମୀ ଦିନରେ ସଂଘ ରାଜ ରାସ୍ତାକୁ ଓଲ୍ହାଇବେ ବୋଲି ଚେତାବନୀ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like