-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲାରେ ଜଙ୍ଗଲ ଜମି ଅଧିକାର ହକ୍ ପାଇଁ ଗର୍ଜିଲେ ଆଦିବାସୀ

29-Jul-2023



ନୂଆପଡ଼ା ଜିଲ୍ଲାରେ ୧୬ହଜାର ଆଦିବାସୀ ଜଙ୍ଗଲ ଜମି ପଟ୍ଟା ପାଇବାର ବଞ୍ଚିତ ରହିଛନ୍ତି l ଏନେଇ ଶୁକ୍ରବାର ଦିନ ଜିଲ୍ଲାପାଳ ଅଫିସ୍ ଘେରାଉ କରାଯାଇଛି l
ଆଦିବାସୀ ମାନେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଜିଲ୍ଲାପାଳ ଅଫିସ୍ କୁ ଧସେଇ ପଶିବା ବେଳେ ପୋଲିସ ସହ ଧସ୍ତାଧସ୍ତି ହୋଇଛନ୍ତି l ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ସଭାପତି ଭାନୁପ୍ରତାପ ସିଂ ମାଝୀ ନେତୃତ୍ବରେ ବହୁ ସଂଖ୍ୟାରେ ଆଦିବାସୀ ମାନେ ଠୁଳ ହୋଇ ପୋଲିସ ପଡ଼ିଆ ଠାରେ ଏକଯୁଟ ହେଇଥିଲେ l ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ବାଜା ଗଜା ସହ ଏକ ଶୋଭାଯାତ୍ରା ବାହାରି ଏକତା ଛକ୍ ରେ ସ୍ବର୍ଗତ ଘାସିରାମ

ମାଝୀ ଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା l ଏକତା ଛକ କୁ ବିଦ୍ଧି ଦ୍ଧ ଭାବେ ସ୍ବର୍ଗତ ଘାସିରାମ ମାଝୀ ଛକ ନାଁ ରେ ନାମିତ କରିଥଲେ l ସେଠାରୁ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ପହଞ୍ଚିଥିଲେ l ଜିଲ୍ଲାପାଳ ଅଫିସ୍ ଘେରାଉ କରିବା ସହ ଜଙ୍ଗଲ ଜମି ଅଧିକାରକୁ ନେଇ ଗର୍ଜି ଥିଲେ l ପରେ ସଭାପତି ଭାନୁପ୍ରତାପ ମାଝୀଙ୍କ ଅଧ୍ୟକ୍ଷତତାରେ ଏକ ପ୍ରତିବାଦ ସଭା ଆୟୋଜନ ହୋଇଥିଲା l ଏଥିରେ ମୁଖ୍ୟ ଅତିଥି ମୁଖ୍ୟ ଉପଦେଷ୍ଠା ବିହାରିଲାଲ ବିଶ୍ଵାଳ ଏବଂ ସମ୍ମାନିତ ଅତିଥି ଭାବେ ସମ୍ବଲପୁର ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଉପସଭାପତି ରାଜୁ ଖାଡ଼ିଆ, ଜିଲ୍ଲା ସାଧାରଣ ସମ୍ପାଦକ ବାଲକୃଷ୍ଣ ଶବର, 
ଉପ ସଭାପତି କମଲେସ ଠାକୁର, 
 

ଉପଦେଷ୍ଠା ଖାମସିଂ ମାଝୀ, ସ୍ବର୍ଗତ ଘାସିରାମ ମାଝୀ ମେମୋରିଆଲ ଟ୍ରଷ୍ଟ ଅଧ୍ୟକ୍ଷା ସରୋଜିନୀ ମାଝୀ, କୋମନା ବ୍ଲକ ସଭାପତି ଜ୍ଞାନେଶ୍ଵର ମାଝୀ, ଖଡ଼ିଆଲ ବ୍ଲକ। କାର୍ତିକେସ୍ୱର ମାଝୀ, ସିନାପାଲି ବ୍ଲକ, ଦୁର୍ବଳ ମାଝୀ, ସଭାନେତ୍ରୀ ରମ୍ବାକାନ୍ତି ମାଝୀ ପ୍ରମୁଖ ଯୋଗ ଦେଇଥିଲେ l
ନୂଆପଡ଼ା ଜିଲ୍ଲା ବ୍ଲକ ସଭାପତି ଭକ୍ତବନ୍ଧୁ ଧରୁଆ ସଭା ପରିଚଳନା କରିଥିଲେ l

(ବିଶି ଚନ୍ଦନ ମାଝୀ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like