-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ବେଆଇନ ଦାଦନ ଚାଲାଣ,ନିଖୋଜ ନାବାଳିକା ଘଟଣା ର ଚର୍ଚ୍ଚା ସରି ନ ଥିବା ବେଳେ ଆଉ ଜଣେ ଦାଦନ ଙ୍କ ସନ୍ଦେହ ଜନକ ମୃତ୍ୟୁ

12-Dec-2020



ବଲାଙ୍ଗିର/କଣ୍ଟାବାଞ୍ଜି,(ପ୍ରେରଣା ଖବର ଜିଲ୍ଲା) - ତୁରେକେଲା ବ୍ଲକ୍‌ ବାଗବେଲ ଗାଁର କଦମ ମାଝୀଙ୍କ ପୁଅ ଲବ ମାଝୀ (୪୦) ଦାଦନ ଖଟିବାକୁ ରାଜ୍ୟ ବାହାର  ଆନ୍ଧ୍ରପ୍ରଦେଶକୁ ଯାଇଥିଲେ। ତାଙ୍କ ଗାଁର ଲକ୍ଷ୍ମଣ ପୁଟା ତାଙ୍କୁ ସେଠାକୁ ପଠାଇଥିଲେ,ଓ ଆଗୁଆ ଟଙ୍କା ମନ୍ଧ୍ୟ ଦେଇଥିଲେ । ହେଲେ ଦାଦନ ଦଲାଲ ଓ ସର୍ଦ୍ଦାର ବିନା ସିକୃତୀ ପ୍ରାପ୍ତ ହୋଇ ଶ୍ରମିକ ଚାଲାଣ କରିଥିଲେ ।ଉକ୍ତ ଆନ୍ଧ୍ରପ୍ରଦେଶ ର  ଇଟାଭାଟିରେ ସେ ଟ୍ରାକ୍ଟର ଚାଳକ ଭାବେ ନିୟୋଜିତ ରହି କଂକରିଆସୁଥିଲେ ।  ସେ ଇଟା ଭାଟିରେ କାମ କରୁଥିବା ସମୟରେ ଦୁର୍ଘଟଣା ର ଶିକାର ହୋଇ ପ୍ରାଣ ହରାଇଲେ। ହେଲେ ସେ ଯିବାର ଏକ ମାସ ନ ପୂରୁଣୁ  ନ ପୂରୁଣୁ ତାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି । ପରିବାର ଲୋକେ ସେଠାରୁ ଶବ ଆଣି ଶେଷକୃତ୍ୟ କରିସାରିଛନ୍ତି। ତାଙ୍କ ମୃତ୍ୟୁ ପରେ ଏବେ ତାଙ୍କ ବାପା କଦମ ମାଝୀ, ସ୍ତ୍ରୀ ପଦ୍ମା ମାଝୀ, ପୁଅ କୁମର ମାଝୀ ଏବଂ ଝିଅ ଅଞ୍ଜଳି ମାଝୀ ଅସହାୟ ହୋଇପଡ଼ିଛନ୍ତି। ଏ ନେଇ ତୁରେକେଲା ଥାନାରେ ଏକ ଲିଖିତ ଭାବେ ଅଭିଯୋଗ  କରିଛନ୍ତି ଲବଙ୍କ ବାପା କଦମ ।  ଏହି ଘଟଣାର ନିରପେକ୍ଷ ତଦନ୍ତ କରି ପରିବାର ଲୋକଙ୍କୁ ନ୍ୟାୟ ଦେବାକୁ ସେ ଦାବି କରିଛନ୍ତି। ତୁରେକେଲା ବ୍ଲକ୍‌ରେ ଘଟିଥିବା ଏହି ଘଟଣା ପୁଣି ଥରେ ଦାଦନ ଦୁଃଖ କଥା ମନେ ପକାଇ ଦେଇଛି । ଇତି ମଧ୍ୟରେ ଏହି ବେଆଇନ ଦାଦନ ଚାଲାଣ ବଲାଙ୍ଗୀର ଜିଲ୍ଲା ରୁ କରାଯାଉଥିବା ବେଳେ ଇତି ମଧ୍ୟରେ ଏକ ନାବାଳିକା ଝିଅ ନିଖୋଜ ହୋଇଯାଇଥିବା ମାମଲାର ଆଜି ସୁଦ୍ଧା କୌଣସି ପୋଲିସ କୁ ସୁରାଖ ମିଳିପାରି ନାହିଁ । ସରକାରୀ ଭାବେ ଏହି ବେଆଇନ ଦାଦନ ଶ୍ରମିକ ଚାଲାଣ ହୋଇ ଚାଲିଛି । ପ୍ରକାଶ ଯେ, ଯଦି ଉକ୍ତ ଦାଦନ ସର୍ଦାରଙ୍କ ଲାଇସେନ୍ସ ବା ସିକୃତି ପ୍ରାପ୍ତ ହୋଇ ଥାନ୍ତେ ତେବେ ବୀମା ଓ ଅନ୍ୟ ସରକାରୀ ସୁବିଧା ସୁଯୋଗ ମିଳି ପାରି ଥାନ୍ତା ।  ବର୍ତ୍ତମାନ ଉକ୍ତ ପରିବାର ପ୍ରତି ସରକାର ସହାୟତା ପ୍ରଦାନ କରିବା ସହ ଏ ଦିଗରେ ଶ୍ରମିକ ଚାଲାଣ ନେଇ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ବିଭିନ୍ନ ମହଲରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like