-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ସୁବଳୟା ହାଇସ୍କୁଲରେ ସଡ଼କ ସୁରକ୍ଷା ଦିବସ ପାଳିତ

29-Jul-2023



 

ବୀରମହାରାଜପୁର,(  ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର୍ ଜିଲ୍ଲା ବୀରମହାରାଜପୁର୍ ବ୍ଲକ୍ ଅନ୍ତର୍ଗତ ସୁବଳୟା ୫-ଟି  ଉଚ୍ଚ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ପ୍ରଧାନ ଶିକ୍ଷୟିତ୍ରୀ ସ୍ଵର୍ଣ୍ଣଲତା ବେହେରା ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମ ରେ ଶିକ୍ଷକ ଚନ୍ଦ୍ରମଣି ବାଘ୍ ଉପସ୍ଥିତ ଛାତ୍ର, ଛାତ୍ରୀ ଙ୍କୁ ଟ୍ରାଫିକ୍ ନିଅମ, ସଡ଼କ ନିଅମ,ରାସ୍ତା ସଂକେତ ଆଦି ବିଷୟ  ଉପରେ ଅବଗତ କରେଇ ଥିଲେ l ଛାତ୍ର, ଛାତ୍ରୀ ମାନେ ନିଜ ନିଜ ପରିବାର, ପଡୋଶୀ, ବନ୍ଧୁ ପରିଜନ ଆଦି ଲୋକଙ୍କୁ ଅବଗତ କରେଇଲେ ସଡକ ଦୁର୍ଘଟଣା କୁ ରୋକି ପରିବା ବୋଲି ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ମତବ୍ୟକ୍ତ କରିଥିଲେ l ଦୁର୍ଘଟଣା ଆହତ ବ୍ୟକ୍ତି ଙ୍କୁ ଡାକ୍ତରଖାନାରେ ପହଞ୍ଚାଇବା ଏବଂ ଗୁଡ଼୍ ସମ୍ ରିଟର୍ନ ହେବା ଓ ଆର୍ଥିକ ସହାୟତା ୨୦୦୦ ଟଙ୍କା ପାଇବା ମଧ୍ୟ ସରକାରଙ୍କ ନିଅମ ଅଛିବୋଲି ଆଲୋଚନା ହୋଇଥିଲା l ଉକ୍ତ କାର୍ଯ୍ୟକ୍ରମ କୁ ଛାତ୍ର ଅଭିଷେକ୍ ବରିହା ସଂଯୋଜନା କରିଥିବାବେଳେ କାର୍ଯ୍ୟକ୍ରମ ରେ ସ୍କୁଲ୍ ର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଙ୍କ ସମେତ ଜେଆରସି  ସ୍କାଉଟ ର ଛାତ୍ର,ଛାତ୍ରୀ ଅଂଶଗ୍ରହଣ କରିଥିଲେ l ଶିକ୍ଷକ ସଦାନନ୍ଦ ରଥ, ଶାମ୍ପା ବିଶ୍ୱାଳ,ସୁନୀଲ୍ ବରିହା, ନବକିଶୋର ପଧାନ,ପ୍ରଦୀପ ମହାନନ୍ଦ,ସିଦ୍ଧାର୍ଥ ମିଶ୍ର,ପ୍ରତିମା ବାଘ୍,ଅରୁଣ ସିଂ,ସୁରେନ୍ଦ୍ର ପାଢ଼ୀ, ସ୍ବର୍ଣ୍ଣମୟୀ ଶତପଥି, ଯାଜ୍ଞଶେନି ବେହେରା,ମାନସୀ ଦାସ୍,ପଙ୍କଜିନୀ ମେହେର୍, ଅସିତ୍ ପଧାନ,ପଦ୍ମନାଭ ମିଶ୍ର, ବୁଲୁ ମେହେର୍,ବିଘ୍ନରାଜ୍ ପଧାନ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like