-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ଉପଜିଲ୍ଲାପାଳଙ୍କ କଲେଜ ପରିଦର୍ଶନ - ୫-ଟି ରୁପାନ୍ତର କାର୍ଯ୍ୟ ସମିକ୍ଷା ପ୍ରସ୍ତୁତି

29-Jul-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଳକରେ ଥିବା ତିନୋଟି କଲେଜର ୫-ଟି ରୁପାନ୍ତର ପାଇଁ ଉପଜିଲ୍ଲାପାଳ ଅଶୋକ କୁମାର ଭୋଇ ଙ୍କ  ସମିକ୍ଷା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। 
କଲେଜରେ  ପହଞ୍ଚିବାପରେ ପରିଚାଳନା ସମିତିର ସଭାପତି ଆଇନଜୀବୀ ସ୍ୱୟମ୍ଭୁ ନାଥ  ଖଣ୍ଡଗିରି, ଭାରପ୍ରାପ୍ତ  ଅଧ୍ୟକ୍ଷ  ଡ଼. ହିମାଂଶୁ ଶେଖର ପାଢ଼ୀ, ଅଧ୍ୟାପକ  ବିରଞ୍ଚିନାରାୟଣ  ମିଶ୍ର  ପ୍ରମୁଖ ତାଙ୍କୁ ସ୍ୱାଗତ କରିଥିଲେ I ଏହି ଅବସରରେ  ଉପଜିଲ୍ଲାପାଳ ପ୍ରସ୍ତାବିତ ସ୍ମାର୍ଟ ଶ୍ରେଣୀ କକ୍ଷ, ପାଠାଗାର  ଓ ପଠନ କକ୍ଷ,ବିଜ୍ଞାନଗାର, ଶୌଚାଳୟ ଆଦି ପରିଦର୍ଶନ  କରିଥିଲେ I କଲେଜର  ୫-ଟି ରୂପାନ୍ତରିକରଣ  କାର୍ଯ୍ୟ ଆସନ୍ତା ଡିସେମ୍ବର ମାସ  ସୁଦ୍ଧା ସମାପ୍ତ ହେବାର ସ୍ପଷ୍ଟ ସରକାରୀ  ନିର୍ଦେଶ ଥିବାରୁ ଏହି ସଂକ୍ରାନ୍ତୀୟ ଆବଶ୍ୟକ  ଭିତ୍ତିଭୂମି  ଖୁବ  ଶୀଘ୍ର  ଆରମ୍ଭ  କରିବାକୁ  ସେ ପରାମର୍ଶ  ଦେଇଥିଲେ I ଉପଜିଲ୍ଲାପାଳଙ୍କ ପରିଦର୍ଶନ  ସମୟରେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା  ଓ ଅଣଶିକ୍ଷା କର୍ମଚାରୀ  ଉପସ୍ଥିତ  ଥିଲେ I
ଉଲ୍ଲେଖଯୋଗ୍ୟାଯେ ଗତ କିଛିଦିନ  ପୂର୍ବେ ୫-ଟି ସଚିବ  ଭି. କାର୍ତ୍ତିକେୟ ପାଣ୍ଡ୍ୟାନ ସୁବର୍ଣ୍ଣପୁର   ଜ଼ିଲ୍ଲାର ସମସ୍ତ  କଲେଜକୁ ୫-ଟି ରେ ଅନ୍ତର୍ଭୁକ୍ତ ହୋଇଥିବା  ଘୋଷଣା  କରିଥିଲେ I ଏହାପରେ  ଏହି କଲେଜକୁ  ଏକ କୋଟି  ଟଙ୍କାର  ଅନୁଦାନ  ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା  ଯୋଜନାରେ  ମିଳି ସାରିଛି I ଏହି ଅର୍ଥରେ କଲେଜର  ଭିତ୍ତିଭୂମି ସୁଦୃଢ  କରାଯିବା ସହିତ ଉଚ୍ଚଶିକ୍ଷାର  ବିକାଶ ସମ୍ପର୍କିତ  ଉପକରଣ  କିଣାଯିବ I ଏଥିପାଇଁ ପ୍ରସ୍ତୁତି କାର୍ଯ୍ୟ ଖୁବ  ଶୀଘ୍ର  ଆରମ୍ଭ  କରାଯିବା ବୋଲି ଭରପ୍ରାପ୍ତ  ଅଧ୍ୟକ୍ଷ  ଡ. ପାଢ଼ୀ ପ୍ରକାଶ କରିଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like