-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ରାଜନୀତି

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ବିଶ୍ୱ ହେପାଟାଇଟିସ ଦିବସ ପାଳିତ

29-Jul-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ଆଜି ବୀରମହାରାଜପୁର ମହାନଦୀ ନେତ୍ର ଚିକିତ୍ସାଳୟର ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ବିଶ୍ୱ ହେପାଟାଇଟିସ ଦିବସ ପାଳନ କରାଯାଇଥିଲା I ମୁଖ୍ୟ ଅତିଥି ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ  ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଦୁର୍ଗାଦତ୍ତ ଦାଶ, ସମ୍ମାନିତ ଅତିଥି ଡାକ୍ତର ରମେଶ ଚନ୍ଦ୍ର ସ୍ୱାଇଁ (ଏଡି ପି ଏଚ ଓ - ଡି ସି ),  ଡାକ୍ତର ରବୀନ୍ଦ୍ର ନାଥ ପଣ୍ଡା ( ଅଧିକ୍ଷକ ) ଏସ ଡି ଏଚ  ବିରାମହରାଜପୁର ),  ଡାକ୍ତର ଦେବେନ୍ଦ୍ର ସାହୁ ( ଅଧିକ୍ଷକ ) ଏମ ଏନ ସି ପଣ୍ଡାପାଲୀ ), ଡାକ୍ତର ବି ସି ମାଝୀ (ଏପିଡେମିଓଲୋଜିଷ୍ଟ ), ଶ୍ରୀମତୀ ଗୀତାଞ୍ଜଳି ମେହେର (ଏ ଏମ -  ଏନ ସି ଡି ) ପ୍ରମୁଖ ଉପସ୍ଥିତ ରହି କେମିତି ଏ ରୋଗର ନିରାକରଣ ହୋଇପାରିବ ସେ ବିଷୟ ରେ ଆଲୋକପାତ କରିଥିଲେ l 
ଉକ୍ତ କାର୍ଯ୍ୟକ୍ରମ କୁ ବୃନ୍ଦାବନ ସାହୁ (ଏ ଡି ପି ଏଚ ସି ଓ ) ପରିଚାଳନା କରିଥିବା ବେଳେ ନାରାୟଣ ରଥ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l 
ଉପଖଣ୍ଡ ଚିକିତ୍ସାଳୟ ର  ବି ପି ଏମ ମହେନ୍ଦ୍ର ମିଶ୍ର, ବି ଏ ଏମ ଅବିନାଶ ହୋତା, ପି ଏଚ ଇ ଓ   ସ୍ବର୍ଣ୍ଣପ୍ରଭା, ଏମ ପି ଏଚ ଏସ  ଆଲୋକ, ଆୟୁଷ ଏମ ଓ ଡାକ୍ତର ପ୍ରଣବ ମହାପାତ୍ର, ବିଭିନ୍ନ   ଏନ ଜି ଓ   ସଂସ୍ଥା, ଡ୍ରାଇଭର ସଙ୍ଘର କର୍ମକର୍ତା ଗଣ, ବିଭିନ୍ନ ସ୍ବେଛାସେବୀ ଅନୁଷ୍ଠାନ ସହିତ ଏମ ଏନ ସି   ର ସମସ୍ତ କର୍ମକର୍ତା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like