-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ବୈଠକରେ ସିମିତ ମନରେଗା ସାମାଜିକ ସମୀକ୍ଷା - ପ୍ରହଶନ ପାଲଟିଛି କର୍ମନିଯୁକ୍ତି ଯୋଜନା

30-Jul-2023



ବୀରମହାରାଜପୁର,  (ବିନୋଦ ପାଣ୍ଡେ )  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକରେ ପ୍ରହଶନ ପାଲଟିଛି ମହାତ୍ମାଗାନ୍ଧୀ କର୍ମନିଯୁକ୍ତି ଯୋଜନା। ବ୍ଳକର  ଅନେକ ସ୍ଥାନରେ କର୍ମନିଯୁକ୍ତି ଯୋଜନାରେ ଶ୍ରମିକ ବଦଳରେ ମେସିନ ଦ୍ବାରା କାମ କରୁଥିବା ଦେଖିବାକୁ ମିଳିଛି। ଏହି ଅଞ୍ଚଳରେ ଶ୍ରମିକ ମାନେ କାମ ଧନ୍ଦା ନ ପାଇ ଦାଦନ ଯାଉଥିବା ଦେଖିବାକୁ ମିଳିଛି। ଭୁତ ଶ୍ରମିକ ନାମରେ ଟଙ୍କା ଉଠୁଥିବା ବିଭିନ୍ନ ସମୟରେ ଅଭିଯୋଗ ହେଇ ଆସୁ ଅଛି। କେବଳ ନାମକୁ ମାତ୍ର ମନରେଗା ସାମାଜିକ ସମୀକ୍ଷା ବୈଠକ ଅନୁଷ୍ଠିତ ହେଉଥିବା ବିଭିନ୍ନ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ବୀରମହାରାଜପୁର ବ୍ଲକ କଲ୍ୟାଣ ମଣ୍ଡପ ଠାରେ ମହାତ୍ମାଗାନ୍ଧୀ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନାର ସାମାଜିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୁବର୍ଣ୍ଣପୁର ଜିଲ୍ଲା ଜିଲ୍ଲାପରିଷଦ ପ୍ରକଳ୍ପ ଅଧିକାରୀ ନିହାର ରଞ୍ଜନ କହଁର ସମସ୍ତ ପ୍ରକଳ୍ପର ସମୀକ୍ଷା କରିଥିଲେ l ଉକ୍ତ କାର୍ଯ୍ୟକ୍ରମ ରେ ବୀରମହାରାଜପୁର ବ୍ଲକ ର ୧୫ ଗୋଟି ଗ୍ରାମପଞ୍ଚାୟତର ମନରେଗାରେ ହୋଇଥିବା କାର୍ଯ୍ୟ ର ସମୀକ୍ଷା କରିବା ସହିତ ବନ ବିଭାଗ, ଜଳଛାୟା ବିଭାଗ, ଉଦ୍ୟାନ ବିଭାଗ ଅଧୀନରେ ଥିବା କର୍ମନିଯୁକ୍ତି ର ସମୀକ୍ଷା କରିଥିଲେ l ଉକ୍ତ ସମୀକ୍ଷା ବୈଠକ ରେ ଜିଲ୍ଲା ପରିଷଦ ସଦସ୍ୟ ଲବ କୁମାର ସାହୁ, ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା,ବ୍ଲକ ସାମାଜିକ ସମୀକ୍ଷା ସଦସ୍ୟ କିଶୋର ହୋତା, ପ୍ରଭଞ୍ଜନ କର୍ମୀ, ସୁରୁ ନାରାୟଣ ମହାକୁର, ଜିଲ୍ଲା ମନରେଗା ଅଧିକାରୀ ସୁବ୍ରତ ମହାକୁର ମନରେଗା ବ୍ଲକ ସମୀକ୍ଷକ ଚୈତନ୍ୟ ମଲ୍ଲିକ, ଗ୍ରାମ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ , ଜୁନିୟର ଇଂଜିନିୟର, ସହକାରୀ ଯନ୍ତ୍ରୀ,ଜି ଆର ଏସ, ଭି ଆର ବି, ପି ଆର ଆଇ ସଦସ୍ୟ ଉପସ୍ଥିତ ଥିଲେ l ଉକ୍ତ କାର୍ଯ୍ୟକ୍ରମ କୁ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ସମିତ ମହାକୁର ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like