-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||     

HOME   ଜିଲ୍ଲା

ସ୍ୱଚ୍ଛତା, ରକ୍ତ ଦାନ ଓ ପରିବେଶ ସୁରକ୍ଷା ପାଇଁ ମନମୁଣ୍ଡା ଠାରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

30-Jul-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )ସ୍ୱଚ୍ଛ ଭାରତ ସଂଗଠନ  ସୋନପୁର - ମନମୁଣ୍ଡା ପକ୍ଷ ରୁ ଆଜି ମନମୁଣ୍ଡା ଠାରେ ସ୍ୱଚ୍ଛତା, ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ସୁବର୍ଣ୍ଣପୁର ଜ଼ିଲ୍ଲା ପୋଲିସ ପକ୍ଷ ରୁ ସୋନପୁର କଲେଜ ଠାରେ ଆସନ୍ତା 4 ତାରିଖ ରେ ଅନୁଷ୍ଠିତ ହେବା କୁ ଥିବା ବିଶାଳ ରକ୍ତ ଦାନ ଶିବିର ପାଇଁ  ଗାନ୍ଧୀ ଛକ ରୁ  ବାସୁଦେବ ପାଲି ପୂର୍ତ୍ତ ବଙ୍ଗଳା ଯାଏ ବିଭିନ୍ନ ସ୍ଲୋଗାନ ଦେଇ ଏକ  ସଚେତନତା ବାଇକ ରାଲି କରାଯାଇଥିଲା l ଏବଂ ନୂତନ ରକ୍ତ ଦାତା ଙ୍କ ଆଗ୍ରହ ବଢ଼ାଇ ବାକୁ ଯୁବକ ମାନଙ୍କୁ  ବସ୍ଥି ଲୋକ ଙ୍କୁ  ରକ୍ତ ଦାନ ଓ ପରିବେଶସୁରକ୍ଷା ପ୍ରତି ମୋଟିଭେସନ କରାଯାଇଥିଲା l ପଡୋଶୀ ବୌଦ୍ଧ ଜ଼ିଲ୍ଲା ର ପ୍ରତ୍ୟହ ଶହ ଶହ ରୋଗୀ ସୁବର୍ଣ୍ଣପୁର ଜ଼ିଲ୍ଲା ସଦର ମେଡିକାଲ କୁ ଚିକିତ୍ସା ଓ ରକ୍ତ ପାଇଁ ନିର୍ଭର କରୁଥିବାରୁ  ମନମୁଣ୍ଡା ଠାରେ ଖୁବ ଶୀଘ୍ର  ରକ୍ତ ଦାନ ଉପରେ ଏକ ମେଗା ସଚେତନତା କାର୍ଯ୍ୟକ୍ରମ ଆୟୋଜନ

କରିବାକୁ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଶ୍ରୀ ବିମଳେନ୍ଦୁ ରାୟ ଓ ଏସପି ଶ୍ରୀ ଅମରେଶ ପଣ୍ଡା ଆଗ୍ରହ ପ୍ରକାଶ କରିଛନ୍ତି l ଏବଂ ଏ ନେଇ ବୌଦ୍ଧ ଜ଼ିଲ୍ଲାପାଳ ଓ ଏସପି ଙ୍କ ସହିତ ଆଲୋଚନା କରିବାକୁ ମତ ରଖିବା ସହିତ ଉଭୟ ଜ଼ିଲ୍ଲା ର ଶହ ଶହ ଯୁବ ପିଢ଼ି , ରକ୍ତ ଦାତା  ଏ ମହତ କାର୍ଯ୍ୟ ରେ ଯୋଗ ଦେଇ  ସୋନପୁର କଲେଜ ର ବିଶାଳ ରକ୍ତ ଦାନ ଶିବିର କୁ ସଫଳ କରିବାକୁ ନିବେଦନ କରିଛନ୍ତି l ସ୍ୱଚ୍ଛ ଭାରତ   ସଂଗଠନ ର ଉଦ୍ୟୋକ୍ତା ସୟଦ ଅଲିମୁଲ ଇସଲାମ ଙ୍କ ନେତୃତ୍ୱ ରେ ଇନ୍ଦୁ ମତି ପୁରୋହିତ, ରକ୍ତ ଦାତା ଉଦ୍ୟୋକ୍ତା ମନୋଜ ପଣ୍ଡା, ସ୍ବେଛାସେବୀ ମନୋରଞ୍ଜନ ତ୍ରିପାଠୀ ଙ୍କ ସଂଯୋଜନା ରେ ଓ ସ୍ୱଚ୍ଛ ଭାରତ ର ସମସ୍ତ ସଭ୍ୟ ଙ୍କ ଉପସ୍ଥିତି ରେ ଏ ସମସ୍ତ କାର୍ଯ୍ୟ ଅନୁଷ୍ଠିତ ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026

You Might Also Like