-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ରେଡକ୍ରସ ସୋସାଇଟି ତରଫରୁ ହାଇଜେନିକ କିଟ୍ ବଣ୍ଟନ

30-Jul-2023



ବଲାଙ୍ଗିର(ପ୍ରେରଣା ଖବର )
 ଭାରତୀୟ ରେଡକ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖାରୁ ଯୋଗାଇ ଥିବା ହାଇଜେନିକ୍ କିଟ୍‌କୁ ବଲାଙ୍ଗିର ଜିଲ୍ଲା ଜୁନିୟର ରେଡକ୍ରସ ସୋସାଇଟି ତରଫରୁ ବଲାଙ୍ଗିର ସହର ପଥରଚେପା ସ୍ଥିତ ପାର୍ବତୀଗିରି ବାଲ ନିକେତନ ଓ ଅଦୃଶା ଶିଶୁ ଘର ଅନ୍ତବାସୀଙ୍କୁ  ବଣ୍ଟନ କରାଯାଇଛି । ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବଚରଣ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ କାର୍ଯ୍ୟକ୍ରମରେ  ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଶିକ୍ଷା ଅଧିକାରୀ କେଶବ ମେହେର ଯୋଗ ଦେଇ ବ୍ୟକ୍ତିଗତ ସ୍ୱାସ୍ଥ୍ୟ ଉପରେ ମତବ୍ୟକ୍ତ କରିଥିଲେ । ସାଧନକର୍ମୀ ରାମ ନାରାୟଣ ଦାଶ ହାତ ଧୁଆର ୬ ଗୋଟି ସୋପାନ ପ୍ରଦର୍ଶନ ମାଧ୍ୟମରେ ବୁଝାଇଥିଲେ । ପରେ ଉଭୟ ପାର୍ବତୀ ଗିରି ବାଲ ନିକେତନ ଓ ଅଦୃଶା ଶିଶୁ ଘର ଅନ୍ତେବାସୀଙ୍କୁ ହାଇଜେନିକ୍ କିଟ୍ ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମକୁ ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ତଥା ଜୁନିୟର ରେଡକ୍ରସ ସଂପାଦକ ଅନ୍ତର୍ଯ୍ୟାମି ବିଶ୍ୱାଲ ସଂଯୋଜନା କରିଥିଲେ । କାର୍ଯ୍ୟକ୍ରମରେ ରେଡକ୍ରସ କର୍ମୀ ହେମନ୍ତ ପ୍ରଧାନ, ପାର୍ବତିଗିରି ବାଳନିକେତନ ସଂପାଦିକା ସଂସ୍କୃତି ପଟ୍ଟନାୟକ, ଆଶିଷ କୁମାର ଖମାରୀ, ସୋନମ ସାହୁ, ପ୍ରଶନ୍ନ ସାହୁ, ଦଶରଥ ଦାଶ, ଅଲ୍ଲୀ ପ୍ରଧାନ, କୌଶଲ୍ୟା ବାରିକ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ସାଧନକର୍ମୀ ବିକାଶ ରଂଜନ ସାହୁ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ରବିନ୍ଦ୍ର ଠେଟୁଆଲ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026

You Might Also Like