-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||     

HOME   ଜିଲ୍ଲା

ଅବହେଳିତ ବଲାଙ୍ଗିର ରେ ଏକ କୃଷି ଭିତ୍ତିକ ଶିଳ୍ପ କାରଖାନା ପ୍ରତିଷ୍ଠା କରାଯାଉ- ନାଗରିକ କମିଟି 

30-Jul-2023



ବଲାଙ୍ଗୀର, ବଲାଙ୍ଗୀର ଏକ ଶିଳ୍ପବିହୀନ ଜିଲ୍ଲା, ଅତୀତରେ ଏଠାରେ ଥିବା ବିଭିନ୍ନ ଅନୁଷ୍ଠାନ ସ୍ଥାନାନ୍ତରଣ କିମ୍ବା ସମୟକ୍ରମେ ଲୋପ ପାଇ ଯାଇଛି । ଏଠାରେ କୃଷିଭିତ୍ତିକ ଏକ ଶିଳ୍ପ କାରଖାନା ତଥା ଚିନି କଳର ପୁନଃରୁଦ୍ଧାର କରିବା ପାଇଁ ନାଗରିକ କମିଟି ତରଫରୁ ଦାବି କରାଯାଇଛି । ସ୍ଥାନୀୟ ଜେଏସ୍‌ଏମ୍ ମହାବିଦ୍ୟାଳୟ ଠାରେ ଅନୁଷ୍ଠିତ ନାଗରିକ କମିଟିର କାର୍ଯ୍ୟକାରୀ ସମିତିର ବୈଠକରେ ଏହା ମତପ୍ରକାଶ ପାଇଛି ।  ସଭାପତି ଇଂ ବେଲାରସିଂ ଭୋଇଙ୍କ ସଭାପତିତ୍ୱରେ ସାଧାରଣ ସଂପାଦକ ମନୋରଂଜନ ସାହୁ ବିଭିନ୍ନ ପ୍ରସ୍ତାବ ଆଗତ କରି ବୈଠକକୁ ପରିଚାଳନା କରିଥିଲେ । ବଲାଙ୍ଗୀରରେ ଅଧିକମାତ୍ରାରେ କପା ଚାଷ ହେଉଥିବାରୁ ଏଠାରେ ଏକ ଲୁଗା କାରଖାନା ଓ ଟେକ୍ସଟାଇଲ ଇଂଜିନିୟରିଂ  ପ୍ରତିଷ୍ଠା ହେଲେ ଦାଦନ ସମସ୍ୟାର ସମାଧାନ ହୋଇପାରିବ ବୋଲି ଆଲୋଚନା ହୋଇଥିଲା । ବଲାଙ୍ଗିର କୁ ସରକାର କ୍ରମାଗତ ଭାବେ ଅବହେଳା କରାଯାଇଥିବାରୁ ସମ୍ପାଦକ ଶ୍ରୀ ସାହୁ ବୈଠକରେ କ୍ଷୋଭ ପ୍ରକାଶ କରିଥିଲେ l

ସେହିପରି ପୌରସଂସ୍ଥାର ଅଧ୍ୟକ୍ଷା ଓ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ସହ କମିଟିର ପ୍ରତିନିଧି ଦଳର ଆଲୋଚନା ପରେ, ପୌର ସଂସ୍ଥା କିଛି ପଦକ୍ଷେପ ନେଇଥିବାରୁ ବୈଠକରେ ସନ୍ତୋଷ ପ୍ରକାଶ ପାଇଥିଲା । ଆଲୋଚନାରେ ଉପସଭାପତି ନିତ୍ୟାନନ୍ଦ ମିଶ୍ର, ଗଜେନ୍ଦ୍ର ଭ୍ରମର, ଗୋପଭୂଷଣ ନାଥ, ଜୟରାମ ମିଶ୍ର, ମନୋରଂଜନ ପୁରୋହିତ, ବିମଳ ଚୋପଦାର, ଧର୍ମବ୍ରତ ରଥ, ଦିବାକର ହୋତା, ଗୋପବନ୍ଧୁ ପୁରୋହିତ ଓ ପଙ୍କଜିନୀ ପଣ୍ଡା ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିବା ବେଳେ ସହସଂପାଦକ ଚକ୍ରପାଣି ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026

You Might Also Like