-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||     

HOME   ଜିଲ୍ଲା

ସେବା ମନୋଭାବକୁ ଆହୁରି ବ୍ୟାପକ କରାଇବା ପାଇଁ ମାହେଶ୍ୱରୀ ସଂଗଠନ ପ୍ରତି ପଞ୍ଚାୟତରେ କାମ କରିବା ପାଇଁ ସଂକଳ୍ପ

30-Jul-2023



ବଲାଙ୍ଗିର : ସେବା ମନୋଭାବକୁ ଆହୁରି ବ୍ୟାପକ କରାଇବାର ମହତ ଉଦେଶ୍ୟରେ ମାହେଶ୍ୱରୀ ସଂଗଠନ "ପ୍ରତି ପଞ୍ଚାୟତ ରେ ମାହେଶ୍ୱରୀ ସଫଳତା ର ସହ ଗୋଟିଏ ପରେ ଗୋଟିଏ ପଞ୍ଚାୟତ କୁ ବିସ୍ତାର ହେବା ରେ ଲାଗିଛି ସଦର ବ୍ଲକରେ ଏହି ଅନୁଷ୍ଠାନ ଆହ୍ୱାନରେ କୁଟୁମଡୋଳା ଯୋଡି ହୋଇଛି, ସ୍ଥାନୀୟ ସରପଞ୍ଚ କୈଳାଶ ସିଂଦେଓ ବ୍ୟକ୍ତିଗତ ଭାବେ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ସ୍ୱାଗତ ସମ୍ବର୍ଦ୍ଧନା ଦେବା ସହ ଯୁବ

ଗୋଷ୍ଠୀଙ୍କୁ ଉତ୍ସାହିତ କରିଥିଲେ, ଘାଶୀରାମ ପଟେଲ ଙ୍କୁ ସଂଯୋଜକ ତଥା ଟଙ୍କଧର ନାୟକ କୁ ସହସଂଯୋଜକ ଭାବେ ମନୋନୀତ ହୋଇ ଥିବା ବେଲେ ଯୁବଗୋଷ୍ଠୀ ଙ୍କ ସହ ସ୍ଥାନିୟ ବୁଦ୍ଧିଜୀଵି ପ୍ରସାଦି ନାଏକ, ବିକାଶ ରଥ, ପ୍ରମୋଦ ମିଶ୍ର, ପ୍ରଦୀପ

ସିଂଦେଓ, ସହଦେଵ ସାହୁ, ପ୍ରବୀଣ ନାଏକ, ଦାଶରଥୀ ବେହେରା କାନ୍ତ ଚିନ୍ଦା, ଚିନ୍ତାମଣି ପଟେଲ ପ୍ରମୁଖ ଉପସ୍ଥିତ ଥିଲେ l ମାହେଶ୍ୱରୀ ସଂଗଠନ ର ବରିଷ୍ଠ ସଦଶ୍ୟ ଦେବାଶିଷ ପାଣ୍ଡିଆ ଙ୍କ ସଂଯୋଜନା ରେ ହୋଇଥିବା ସଭା ରେ ପରିଚାଳନା ନିର୍ଦେଶକ ଅଙ୍କୁଶ ପାଣ୍ଡିଆ, ସଭାପତି ଶୋଭନ ଅଗ୍ରୱାଲ, ସୋସିଆଲ ମିଡିଆ ସଂଯୋଜକ ଶିବପ୍ରଶାଦ ମିଶ୍ର, ଅପ୍ରମିତ ପରିଚ୍ଛା ଉପସ୍ଥିତ ରହି ଉଦବୋଧନ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026

You Might Also Like