-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

30-Jul-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଆଜି ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକ ରେ ମୁଖ୍ୟ ଅତିଥି ଭାବେ ଏଆଇସିସି ମେମ୍ବର ତଥା ସୋସିଆଲ ମିଡ଼ିଆ ରାଜ୍ୟ ଅଧ୍ୟକ୍ଷ ଅଭିଷେକ ମହାନନ୍ଦ ଙ୍କୁ ଆଦିବାସୀ କଲ୍ୟାଣ ସଂଘ ଲୋଇସିଂହା ପକ୍ଷରୁ ଉପଢୌକନ ଦେଇ ସ୍ୱାଗତ କରା ଯାଇଥିଲା l ଅତିଥି ଭାବେ ରାଜ୍ୟ ଯୁବ କଂଗ୍ରେସ ସମ୍ପାଦକ ଅମିତ କୁମାର ନାୟକ ଯୋଗ ଦେଇଥିଲେ l ଶ୍ରୀ ଅଭିଷେକ ମହାନନ୍ଦ ଙ୍କ ଉଦ୍ଦେଶ୍ୟ ରେ ଆଗାମୀ ଦିନରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ଅନେକ ଗୁଡିଏ ସମସ୍ୟା ରହିଛି ତାହାର ସମାଧାନ ଦିଗରେ ତଥା ଲୋକଙ୍କ ଉନ୍ନତିମୂଳକ କାର୍ଯ୍ୟ ପାଇଁ ସଂକଳ୍ପବଦ୍ଧ l ଏହି ପ୍ରସ୍ତୁତି ବୈଠକ ରେ ଉପସ୍ଥିତ ଥିଲେ ଶ୍ୟାମସୁନ୍ଦର ମେହେର, ଦଶରଥ ଛତ୍ରିଆ, ଗୋପାଳ ପଧାନ, ଲାଲମନ ନାଗ, ଅଭିନାଶ ମହାନନ୍ଦ ସହ ଅନ୍ୟାନ୍ୟ ସଦସ୍ୟବୃନ୍ଦ l


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like