-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ଜିଲ୍ଲା

ଜମିଦାର ସନତ କୁମାର ଗଡତୀୟାଙ୍କ ମାରାଥନ ଗସ୍ତ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ୯ବର୍ଷ ପୂର୍ତ୍ତି ଅବସରରେ ବିଜେପି ପକ୍ଷରୁ ଜନସମ୍ପର୍କ ଯାତ୍ରା ସହ କର୍ମୀ ସମ୍ମିଳନୀ

30-Jul-2023



ବରଗଡ଼:-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ପଥର୍ଲା ଠାରେ  ଭାରତୀୟ ଜନତା ପାର୍ଟି ପକ୍ଷରୁ ପଞ୍ଚାୟତ ସ୍ତରୀୟ ଜନସମ୍ପର୍କ ଅଭିଯାନ ସହ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜମିଦାର ସନତ କୁମାର ଗଡତୀୟାଙ୍କ ନେତୃତ୍ୱରେ ଏଇ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।ଭାରତ ସରକାରଙ୍କ ନୀତି, ବିକାଶ ମୂଳକ ଯୋଜନା,ଭିତ୍ତିଭୂମି ନିର୍ମାଣ,ଶିକ୍ଷା,ସ୍ୱାସ୍ଥ୍ୟ,ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ସହିତ ଓଡ଼ିଆ ଲୋକଙ୍କୁ ଜାତୀୟ ସ୍ତରରେ ସ୍ୱିକୃତି ପ୍ରଦାନକୁ ପ୍ରାଧାନ୍ୟ ଦେଉଛନ୍ତି।ବିଗତ ୯ବର୍ଷ ଶାସନ କାଳରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱ,କର୍ତ୍ତବ୍ୟ ପ୍ରତି ଅବିଚଳିତ,ପ୍ରତିବଦ୍ଧତା ଦେଶର ବିକାଶକୁ ନୂଆ ପରିଭାଷା ଦେଇଛି।ପୁଣି ଦେଶରେ ସେବା, ସୁଶାସନ,ଐତିହ୍ୟ ଏବଂ ବିକାଶ ତଥା ଗରିବ କଲ୍ୟାଣର ଏକ ଧାରା ପ୍ରବାହିତ ହୋଇଛି

ବୋଲି ବରିଷ୍ଠ ନେତା ଶ୍ରୀ ଗଡତୀୟା ଆୟୋଜିତ କର୍ମୀ ସମ୍ମିଳନୀରେ ଉଦବୋଧନ ଦେବା ସହ ଜନସମର୍ଥନ ଲୋଡିଥିଲେ।ଏହି କର୍ମୀ ସମ୍ମିଳନୀରେ ଦର୍ଲିପାଲି ଓ ପଥର୍ଲା ଗ୍ରାମର ସର୍ବଶ୍ରୀ-  ପୂର୍ଣ୍ଣଚନ୍ଦ୍ର ମହାନନ୍ଦ,ପାନାଲାଲ ଡନସନା,ବାବୁଲାଲ ନାଏକ,ହେମନ୍ତ ବରିହା,ଗୁରୁ ପୋଢ,ଆଶିଷ ପୋଢ,ଆଲୋକ ମାଝି,ଲିଙ୍ଗ ବରିହା,ଟେକଚାନ୍ଦ ତାଣ୍ଡି,ଆଖମରା ତାଣ୍ଡି,ଲକ୍ଷ୍ମଣ ନାଏକ,କର୍ଣ୍ଣ ତାଣ୍ଡି,ପ୍ରକାଶ ପଧାନ,ଜଲପ୍ରସାଦ ବାଗ,ଲଲିତ ବିଗାର,ରାଜ ବିହାରି ସାହୁ,କୀର୍ତ୍ତି କଠାର,ପ୍ରକାଶ ଚନ୍ଦ୍ର ସାହୁ,ପାଣ୍ଡବ ବରିହା,ଗୁଣନିଧି ନାଏକ ଭାରତୀୟ ଜନତା ପାର୍ଟି ର ବିଚାରଧାରା ତଥା ଜମିଦାର ସନତ ଗଡତୀୟାଙ୍କ ନେତୃତ୍ବରେ ଅନୁପ୍ରାଣିତ ହୋଇ ବିଧିବଦ୍ଧ ଭାବେ ବିଜେପି ଦଳରେ ସାମିଲ ହୋଇଥିଲେ।ପଥର୍ଲା ଗ୍ରାମପଞ୍ଚାୟତ ର ହିରେନ ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାବେଶରେ ଅନ୍ୟମାନଙ୍କ ମଧ୍ୟରେ ସାଂସଦ ପ୍ରତିନିଧି ମହେଶ ଦେବତା ସଭାରେ ସଂଯୋଜନା କରିଥିବାବେଳେ,ଶେଷରେ ବାହାଦୂର ମେହେର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like