-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ନର ସେବା ନାରାୟଣ ସେବା ଦିଗରେ ସଫଳତା ର ସହ ମାହେଶ୍ଵରୀ ସଂଗଠନ ର ପ୍ରତି ପଞ୍ଚାୟତ ରେ କାୟା ବିସ୍ତାର

31-Jul-2023



ବଲାଙ୍ଗୀର :- ମାହେଶ୍ଵରୀ ସଂଗଠନ ଦୁଃଖୀ,ଗରିବ,ଅନାଥ ଙ୍କୁ ସାହାଯ୍ୟ ସହଯୋଗ କରିବାରେ ଏକ ଅଗ୍ରଣୀ ସଂସ୍ଥା ।ସଂସ୍ଥା ର ମୂଳମନ୍ତ୍ର ନର ସେବା ନାରାୟଣ ସେବା।ସେବା ମନୋଭାବ କୁ ବ୍ୟାପକ କରିବା ସହ ମାହେଶ୍ଵରୀ ସଂଗଠନ ତାର କାୟା ପ୍ରତି ପଞ୍ଚାୟତ ରେ ବିସ୍ତାର କରିବାରେ ଲାଗିଛି ।ଏହି ଅନୁଷ୍ଠାନ ର ଆହ୍ବାନ କ୍ରମେ ବଲାଙ୍ଗୀର ସଦର ବ୍ଲକ ଅନ୍ତର୍ଗତ କୁଟୁମଡୋଳା ଗ୍ରାମ ପଞ୍ଚାୟତ, ମାହେଶ୍ଵରୀ ସଂଗଠନ ସହ ଯୋଡ଼ି ହୋଇଯାଇଛି ।ସ୍ଥାନୀୟ ସରପଞ୍ଚ କୈଳାସ ସିଂଦେଓ ବ୍ୟକ୍ତିଗତ ଭାବେ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ସ୍ବାଗତ ସମ୍ବର୍ଦ୍ଧନା ଦେବା ସହ ଯୁବ ଗୋଷ୍ଟିଙ୍କୁ ଉତ୍ସାହିତ କରିଥିଲେ।ଘାସିରାମ ପଟେଲ ଙ୍କୁ ସଂଯୋଜକ ତଥା ଟଙ୍କଧର ନାୟକ ଙ୍କୁ ସହ ସଂଯୋଜକ ଭାବେ ମନୋନୀତ  କରାଯାଇଥିବା ବେଳେ ଯୁବଗୋଷ୍ଠୀଙ୍କ ସହ ସ୍ଥାନୀୟ ବୁଦ୍ଧିଜୀବୀ ପ୍ରସାଦି ନାଏକ,ବିକାଶ ରଥ,ପ୍ରମୋଦ ମିଶ୍ର,ପ୍ରଦୀପ ସିଂ ଦେଓ,ସହଦେବ ସାହୁ,ପ୍ରବୀଣ ନାଏକ,ଦାଶରଥି ବେହେରା, କାନ୍ତ ଚିନ୍ଦା,ଚିନ୍ତାମଣି ପଟେଲ ପ୍ରମୁଖ ଉପସ୍ଥିତ ଥିଲେ ।
ମାହେଶ୍ଵରୀ ସଂଗଠନ ର ବରିଷ୍ଠ ସଦସ୍ୟ ଦେବାଶିଷ ପାଣ୍ଡିଆ ଙ୍କ ସଂଯୋଜନା ରେ ହୋଇଥିବା ସଭାରେ ପରିଚାଳନା ନିର୍ଦ୍ଦେଶକ ଅଙ୍କୁଶ ପାଣ୍ଡିଆ,ସଭାପତି ଶୋଭନ ଅଗ୍ରୱାଲ,ସୋସିଆଲ ମିଡିଆ ସଂଯୋଜକ ଶିବ ପ୍ରସାଦ ମିଶ୍ର,ଅପ୍ରମିତ ପରିଛା କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ଉଦବୋଧନ ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like