-+91-9937148622 |
prerana_bgr@rediffmail.com |
Friday 15th May 2026 |
R.N.I. Regd No. ODIODI/2010/46693
Breaking News
31-Jul-2023
ବରଗଡ଼:-ଆଜି ବରଗଡ଼ ଜିଲ୍ଲା ଭଟଲି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସୋହେଲା ଠାରେ ଓଡିଶା ମୋ ପରିବାର ବରଗଡ଼ ଜିଲ୍ଲା ସଂଯୋଜକ ଶ୍ରୀମାନ ଗୈାରହରି ମିଶ୍ରଙ୍କ ପ୍ରତ୍ୟକ୍ଷ
ତତ୍ୱାବଧାନରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି।ଏଅବସରରେ ଭଟଲି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ସଙ୍ଗେସଙ୍ଗେ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ।ଏହି ସ୍ୱେଚ୍ଛାକୃତ ରକ୍ତଦାନ ଶିବିରରେ ସମୁଦାୟ ୩୬ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା।