-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଦୁର୍ଗମ ଅଂଚଳର ଅଭାବନୀୟ ଚିତ୍ର : ଶ୍ମଶାନ ସ୍ଥଳ କୁ ଭଲ ରାସ୍ତା ନାହିଁ , ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି

31-Jul-2023



ନୂଆପଡ଼ା : ଶବଶତ୍କାର ପାଇଁ ନା ଅଛି ରାସ୍ତା ନା ଅଛି ଶବ ସତ୍କାର ଗୃହ ଏପରି ଘଟଣା ଦେଖିବାକୁ ମିଳିଛି  ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଦୁର୍ଗମ ଉପାନ୍ତ ଅଞ୍ଚଳ ମାକରବିର୍ଲି ଗାଁ ରେ ଦେଖିବାକୁ ବାକି ରହିଲା ପ୍ରଶାସନ କେତେ ତତ୍ପରତା ସହ ଏ ସମସ୍ୟାକୁ ହାତକୁ ନେଉଛି l

 ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ ନାଗ ପଡା ପଂଚାୟତ ଅଧିନସ୍ତ ମାକରବିର୍ଲି ଗ୍ରାମର ତିଳେ ବାଗ ନାମକ ଜଣେ ମହିଳା କୋଣସି କାରଣ ବଶତଃ ମୃତ୍ୟୁବରଣ କରିଥିଲେ! ଯାହା ଫଳରେ ନିଜ ସମ୍ପକୀୟ ମାନେତାଙ୍କ ମୃତ ଶରୀରକୁ ଏକ ଖଟ ସାହାଯ୍ୟରେ ତିନି କିଲୋମିଟର ଦୂରବାଟ ଅତିକ୍ରମ କରିବା ପରେ ଶ୍ମଶାନ ପଡିଆ କୁ ପହଂଚି ଥିଲେ, ହେଳେ ଦୁଃଖର ବିଷୟ ଏହା ଯେ ଶ୍ମଶାନ ପଡିଆ ଯିବାକୁ କୌଣସି ରାସ୍ତା ନଥିବାରୁ ଅତିଶୋଚନୀୟ ଅବସ୍ଥାରେ ନଈ ନାଳ, ଧାନ ଚାଷ କରିଥିବା ଜମିକୁ ଅତିକ୍ରମ କରି ବର୍ଷାରେ ଅତି ଦୁଃଖ ର ସହ ସଂଶାନ ଘାଟ ପହଁଚିଇ ଥିଲେ,! ଯାହାକି ଏହା ଏକ ଦୁଃଖର ବିଷୟ !ଓଡିଶାଙ୍କ ଶାସନ କାଳରେ ଅନେକ ଶ୍ମଶାନ ରେ ଶବ ଶତ୍କାର ପାଇଁ ଗୃହ ନିର୍ମାଣ ହୋଇଥିବା ବେଳେ ଏଠି କିନ୍ତୁ ଚିତ୍ର ଓଲଟା !ବୋଡେ଼ନ ଅଂଚଳରେ ବିଜୁ ଏକ୍ସପ୍ରେସ ନାମକ ଚାରି ରାସ୍ତା ନିର୍ମାଣ ହୋଇ ସାରିଛି ହେଳେ, ଶ୍ମଶାନ ଯିବାକୁ କୌଣସି ରାସ୍ତା ନାହିଁ !ଏଣୁ ସ୍ଥାନ ଚି଼ହ୍ନଟ କରି  ଶ୍ମଶାନ ପଡିଆ aaaଯିବାକୁ ଏକ ରାସ୍ତା ନିର୍ମାଣ କରିବା ପାଇଁ ସ୍ଥାନୀୟ ଲୋକେ ଦାବି କରି ଛନ୍ତି !

ନୂଆପଡା ଜିଲ୍ଲା ରୂ ବିଶି ଚନ୍ଦନ ମାଝୀ ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like