-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ସଭା ଗୃହରେ କବିତା ପାଠୋତ୍ସବ ଓ ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ

31-Jul-2023



ଲୋଇସିଂହା, (ବିନୋଦ କୁମାର ଦୀପ) ସୁରସଂଗମ ଲୋଇସିଂହା ଦ୍ୱାରା ନାଟ୍ୟ ମହର୍ଷି ଗୁରୁ ଭଗବାନ ସାହୁଙ୍କ ସ୍ମୃତି ଚାରଣ ଉଦ୍ଦେଶ୍ୟ ରେ କବିତା ପାଠୋତ୍ସବ ଓ ଆଲୋଚନା ଚକ୍ର ଲୋଇସିଂହା ବ୍ଲକ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ପ୍ରାୟ ୭ ଟି ଜିଲ୍ଲା ରୁ ଅଶି ରୁ ଉର୍ଦ୍ଧ କବି, ସାହିତ୍ୟିକ ଓ କଳାକାର ମାନେ ଯୋଗ ଦେଇଥିଲେ l ଉକ୍ତ ଉଦଘାଟଣୀ ଉତ୍ସବ ରେ ଲୋଇସିଂହା ବିଡ଼ିଓ ଶ୍ରୀ ଆକାଶରଞ୍ଜନ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ ଟିକେଚନ ରାୟ, ଗୁରୁଚରଣ ଧୀର, ଅଧ୍ୟକ୍ଷ ନିହାରରଞ୍ଜନ ବେହେରା, ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଯୋଗଦେଇ ୭ ଟି ଜିଲ୍ଲାର କଳାକାର ସାହିତ୍ୟିକ ସମାବେଶ ଦେଖି ଖୁଵ ଖୁସିବ୍ୟକ୍ତ କରିଥିଲେ l ସଭାପତି ନିଶାରେ ଅହମ୍ମଦ ନିଶାର ଙ୍କ ସଭାପତିତ୍ୱରେ ଉଦଯାପନୀ ଉତ୍ସବରେ ଓଡିଶା ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନିରଞ୍ଜନ ପୁଝାରୀ ଯୋଗଦେଇ କବି ଗଙ୍ଗାଧର ମେହେର ଓ କବି ଭୀମ ଭୋଇ ଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ l ଆଗଲପୁର, ପୁଇଁତଳା, ଲୋଇସିଂହା, ବରଗଡ଼ ଓ ବୌଦ୍ଧ ଜିଲ୍ଲାର 10 ଜଣ ପ୍ରତିଭାବାନ ବ୍ୟକ୍ତି ଙ୍କୁ ସୁରସଙ୍ଗମ ଅମୃତ ସମ୍ମାନ ପ୍ରଦାନ କରାଯାଇଥିଲା l ଶେଷରେ 10 ଟି ବୃକ୍ଷରୋପଣ କରି ଏ ଅଂଚଳରେ ଉଦାହରଣ ସୃଷ୍ଟି ହୋଇଥିଲା l କାର୍ଯ୍ୟକ୍ରମ ରେ ବିଜେଡି ବ୍ଲକ ସଭାପତି ହୃଦାନନ୍ଦ ବେହେରା ଉପସ୍ଥିତ ଥିବାବେଳେ ସଂଯୋଜନା ରେ ଅନୁଷ୍ଠାନ ର ସମ୍ପାଦକ ସରୋଜ ମହାକୁର, ଗୌରୀଶଙ୍କର ବେଜ, ସାଲେଗ୍ରାମ ହୋତା, ସଂଗୀତା ବାଗ ପ୍ରଭୃତି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like