-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭାରେ ଛାତ୍ରଛାତ୍ରୀଙ୍କ ସହ କାନ୍ଦିଲେ ଶିକ୍ଷକ

31-Jul-2023



ନବରଙ୍ଗପୁର: ପାପଡାହାଣ୍ଡି ବ୍ଲକ ସରକାରୀ ପ୍ରାଥମିକ ବିଦ୍ୟାଳୟ, ଜାନୀଗୁଡା ପ୍ରଧାନ ଶିକ୍ଷକ ଖଗପତି ଦିଶାରୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଆୟୋଜନ ହୋଇଥିଲା। ଆଜିର ଏହି କାର୍ଯ୍ୟକ୍ରମରେ ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ହରିଜନ ଯୋଗଦାନ କରିଥିଲେ,, ଆଂଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ଦିଶାରୀ ଗୁଡା ପ୍ରଧାନ ଶିକ୍ଷକ ରଂଜନ ଖୁରା,ଚଚରା ଗୁଡା ପ୍ରଧାନ ଶିକ୍ଷକ ଶନକର ସୁନା, ଖୁଡିଗୁଡା ପ୍ରଧାନ ଶିକ୍ଷକ ମୋହନ୍ ନାୟକ ପ୍ରମୁଖ ଉପସ୍ଥିତ ରହି ଫୁଲହାର, ଛତା,ସାଲ  ଇତ୍ୟାଦି ପ୍ରଦାନ କରିଥିଲେ l

ବୈଠକରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରାମଚନ୍ଦ୍ର ଜାନୀ ଓ ସଭ୍ୟ ଓ ସଭ୍ୟା ଯୋଗଦାନ କରିଥିଲେ। ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ଭାଗବତ ପ୍ରଦାନ ସହ ଆଗାମୀ ଜୀବନ ସୁଫଳ ପାଇଁ ଜଗନ୍ନାଥଙ୍କ ପୟରରେ ଶତକୋଟି ପ୍ରଣାମ ଜଣାଇଥିଲେ। ସମସ୍ତ ଶିକ୍ଷକ ଖଗପତି ଦିଶାରୀ ସାର ଅବସରରେ ପିଲାମାନଙ୍କ ଆଖିରୁ ଲୁହ ଚାଲି ଥିଲା।ସାର ଶିକ୍ଷାଦାନ, ପିଲାମାନଙ୍କୁ ଆଦର ,ଭଲ ପାଇବାର ଗଭୀରତା ପିଲାମାନଙ୍କ ଆଖିରେ ଲୁହ ବନ୍ଦ ହୋଇ ନ ଥିଲା। ଶିକ୍ଷକ କର୍ମ ରେ ପିଲାମାନଙ୍କୁ ମଣିଷ ତିଆରି ପାଇଁ ଶିକ୍ଷକ କାର୍ଯ୍ୟକ୍ରମର ଅନ୍ତ ନାହିଁ।ଅବସର ନେବାର ପ୍ରଧାନ ଶିକ୍ଷକ ପିଲାମାନଙ୍କୁ ସମୟର ସଦୁପଯୋଗ ପାଇଁ ବାର୍ତ୍ତା ପ୍ରଦାନ କରିଥିଲେ।
ରିପୋର୍ଟ : ମିହିର ଶଙ୍କର ପାତ୍ର,ନବରଙ୍ଗପୁର


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like