-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||     

HOME   ଜିଲ୍ଲା

ରେଢାଖୋଲ ଉପଖଣ୍ଡରେ ବଢୁଛି ହାତୀ ଉପଦ୍ରବ, ଆକ୍ରମଣରେ ଜଣେ ଗୁରୁତର

12-Dec-2020



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢାଖୋଲ ବନଖଣ୍ଡ ଅଞ୍ଚଳରେ ଦିନକୁ ଦିନ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ହେଲେ ବଡ଼ମାଳ ରେଞ୍ଜ ଅନ୍ତର୍ଗତ ଅଞ୍ଚଳରେ ବିଗତ ୨ମାସ ପୂର୍ବରୁ ଏହି ହାତୀ ଆକ୍ରମଣରେ ଜଣଙ୍କର ଜୀବନ ଯାଇଥିବା ବେଳେ ଶୁକ୍ରବାର ରାତିରେ  ପୁଣି ହାତୀ ଆକ୍ରମଣରେ ଜଣେ ଯୁବକ ଗୁରୁତର  ଆହତ ହୋଇଛନ୍ତି। ତାଙ୍କର ଶରୀରର ବିଭିନ୍ନ ସ୍ଥାନରେ ଖଣ୍ଡିଆ ଖାବରା ହେବା ସହ ଗୋଡ ଭାଙ୍ଗି ଯାଇ ଗୁରୁତର ହୋଇ ପଡିଛନ୍ତି। ଗୁରୁତର ଆହତ ଜଣଙ୍କ ହେଲେ ପିପିଲିକାନୀ ଗ୍ରାମର ବିପିନ ମାଝୀ(୩୭)। ଏହି ଆକ୍ରମଣରେ ଅନ୍ୟ ୨ଜଣ ଆହତ ହୋଇ ଥିବା ଜଣାପଡିଛି।ପ୍ରକାଶ ଥାଉକି ପିପିଲିକାନି ଗ୍ରାମର ବିପିନ ମାଝୀ ୩ଜଣ ସାଥୀଙ୍କ ସହିତ ନିକଟସ୍ଥ ଠେଙ୍ଗ ଡ୍ୟାମକୁ  ମାଛ ମାରିବାକୁ ଯାଇ ଥିଲେ।ସେଠାରେ ସେମାନେ  ଜାଲ ବିଛାଇ ସବୁ ଦିନ ପରି ଜଙ୍ଗଲ ସଂଲଗ୍ନ ଅଞ୍ଚଳରେ ତମ୍ବୁ କରି ମାଛ ଜଗୁ ଥିଲେ। ହେଲେ ଘଟଣା ଦିନ ମଧ୍ୟ ରାତ୍ରିରେ ତମ୍ବୁ ପାଖକୁ ଦନ୍ତା ହାତୀ ଚାଲି ଆସି ଥିବା ଜାଣି ବାକୁ ପାଇ ଥିଲେ।ହେଲେ ସେତେ ବେଳକୁ ହାତୀ ଆକ୍ରମଣ କରି ବିପିନକୁ କଚାଡି ଦେବାରୁ ସେ ଗୁରୁତର ହୋଇ ଗୋଡ ଭାଙ୍ଗି ଯାଇଥିଲା।କୌଶଳ କ୍ରମେ ସାଥି ମାନେ ସାହସ କରି ହାତୀ ଠାରୁ  ବିପିନ ଙ୍କୁ ବଞ୍ଚାଇବା ପାଇଁ ରାତିର ଅନ୍ଧକାରର ମଧ୍ୟ ଡଙ୍ଗା ସାହାଯ୍ୟରେ ଆର ପାର୍ଶ୍ୱ କୂଳକୁ ନେଇ ଯିବାରେ ସକ୍ଷମ ହୋଇଥିଲେ। ତାଙ୍କୁ ତୁରନ୍ତ ବୁର୍ଲା ଡାକ୍ତରଖାନାକୁ ନିଆଯାଇଛି। ବର୍ତ୍ତମାନର ବିପିନ ଙ୍କ ଅବସ୍ଥା ସ୍ଥିର ଥିବା ଜଣା ଯାଇଛି।ଖବର ପାଇ ବଡ଼ମାଳ ରେଞ୍ଜ ଅଧିକାରୀ ପ୍ରଦୀପ ସେଠି ଘଟଣା ସ୍ଥଳରେ ପହଞ୍ଚିବା ସହ ସରକାରଙ୍କ ଠାରୁ ଆର୍ଥିକ ସହାୟତା କରାଇବା ପାଇଁ ଚେଷ୍ଟା କରା ଯିବ ବୋଲି ପ୍ରକାଶ କରିଥିଲେ। ହେଲେ ଦିନକୁ ଦିନ ହାତୀ ଉପଦ୍ରବ ଓ ଉତ୍ପାତ ଆଦି ବଢୁ ଥିବାରୁ ଲୋକଙ୍କ ସୁରକ୍ଷା ପାଇଁ ବଡ଼ମାଳ ପଞ୍ଚାୟତ ସରପଞ୍ଚ ସଡାନନ ପ୍ରଧାନ ବନ ବିଭାଗଙ୍କ ଦୃଷ୍ଟି ଆକର୍ଷଣ କରି ଅଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026

You Might Also Like