-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଏମବିଆର ଡିଗ୍ରୀ ମହାବିଦ୍ୟାଳୟରେ ମାଗଣା ସ୍ୱାସ୍ଥ୍ୟପରୀକ୍ଷା ଶିବିର

31-Jul-2023



ବଲାଙ୍ଗୀର(ପ୍ରେରଣା ଖବର)-ଓଡିଶାର ଜଣେ ବିଶିଷ୍ଟ ଐତିହାସିକ,ସାମ୍ବାଦିକ,ଗବେଷକ,ଲିପିତତ୍ୱବିଦ ଡ.ସଦାନନ୍ଦ ଅଗ୍ରୱାଲଙ୍କ ୬ଷ୍ଠ ଶ୍ରାଦ୍ଧବାର୍ଷିର୍କୋତ୍ସବ ଅବସରରେ ଏକ ମାଗଣା ସ୍ୱାସ୍ଥ୍ୟପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଡ.ସଦାନନ୍ଦ ଅଗ୍ରୱାଲ ସ୍ମୃତିକମିଟି ଓ ମହର୍ଷି ବୁଦ୍ଧରାମ ଡିଗ୍ରୀ କଲେଜର ମିଳିତ ଅନୁକୂଲ୍ୟରେ ଅନୁଷ୍ଠିତ ଏହି ଶିବିର ଏମବିଆର ଡିଗ୍ରୀକଲେଜ ମେଣ୍ଡା(ରାଜପାଲି)ରେ ହୋଇଥିବା ବେଳେ ଭୀମସାର ବୁର୍ଲା ହସପିଟାଲର ସ୍ତ୍ରୀ ଓ ପ୍ରସୂତିବିଭାଗର ଆସୋସିଏଟ ପ୍ରଫେସର ଡ.ବେଣୁଧର ପାଣ୍ଡେ ଯୋଗଦେଇ ମହିଳାଙ୍କ ସ୍ୱାସ୍ଥ୍ୟପରୀକ୍ଷା କରିଥିଲେ । ୩୦ଜଣ ମହିଳାଙ୍କ ମାଗଣାରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କ ସମସ୍ୟାଗୁଡିକ ବିଷୟରେ ଆବଶ୍ୟକ ପରାମର୍ଶ ଦିଆଯାଇଥିଲା । ଶିବିର ପୂର୍ବରୁ ସ୍ୱର୍ଗତ ଡ.ସଦାନନ୍ଦ ଅଗ୍ରୱାଲଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ମହାବିଦ୍ୟାଳୟର ପରିଚାଳନାକମିଟିର ସଭାପତି ବାଳଗୋପାଳ ପଣ୍ଡା,ନାରାୟଣ ଝାଙ୍କର,ଚୈତନ୍ୟ ବାରିକ,କଲେଜର ଅଧ୍ୟକ୍ଷ  ସଚିଦାନନ୍ଦ ରଥ,ଡ.ସଦାନନ୍ଦ ଅଗ୍ରାୱାଲ ସ୍ମୃତିକମିଟିର ସିଦ୍ଧାର୍ଥ ଅଗ୍ରୱାଲ,ପୂର୍ଣ୍ଣଚନ୍ଦ୍ର ପଣ୍ଡା,ପଦ୍ମନାଭ ମଲ୍ଲିକ,ପୂର୍ବତନ ସରପଞ୍ଚ ହୃଷିକେଶ ପାତ୍ର,ମହାଦେବ ଜେନା,ସବ୍ୟସାଚୀ ଦଣ୍ଡସେନା ଡ.ପାଣ୍ଡେଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସ୍ୱାଗତ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ କଲେଜର ଅଧ୍ୟାପକ ମଧୁମଙ୍ଗଳ ଖମାରୀ,ଉମାକାନ୍ତ ନାଗ,ବିକାଶ ଝାଙ୍କର,ଅଧ୍ୟାପିକା ରୋଜି ମହାରାଣା,ପୂର୍ଣ୍ଣିମା ମହାପାତ୍ର,କର୍ମଚାରୀଙ୍କ ମଧ୍ୟରେ ମହେଶ୍ୱତା ପଣ୍ଡା,ଧିରେନ୍ଦ୍ର ଝାଙ୍କର,ସଂଜୀବ ପଣ୍ଡା,ଅମିତ ସା,ରିଙ୍କୁ ମହାକୁରଙ୍କ ସହ ସ୍ଥାନୀୟ ବ୍ୟକ୍ତିବିଶେଷ ସ୍ୱାସ୍ଥ୍ୟଶିବିରରେ ସହଯୋଗ କରିଥିଲେ । ମଙ୍ଗଳବାର ଦିନ ଏଠାରେ ଏକ ରକ୍ତଦାନଶିବିର ସହିତ ସ୍ୱର୍ଗତ ଡ.ଅଗ୍ରୱାଲଙ୍କ ଶ୍ରାଦ୍ଧଦିବସ ଉପଲକ୍ଷେ ଏକ ସମାରୋହ ମଧ୍ୟ ଅନୁଷ୍ଠିତ ହେବ । ଇଥିବା ବେଳେ ଭୀମସାର ବୁର୍ଲା ହସପିଟାଲର ସ୍ତ୍ରୀ ଓ ପ୍ରସୂତିବିଭାଗର ଆସୋସିଏଟ ପ୍ରଫେସର ଡ.ବେଣୁଧର ପାଣ୍ଡେ ଯୋଗଦେଇ ମହିଳାଙ୍କ ସ୍ୱାସ୍ଥ୍ୟପରୀକ୍ଷା କରିଥିଲେ । ୩୦ଜଣ ମହିଳାଙ୍କ ମାଗଣାରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କ ସମସ୍ୟାଗୁଡିକ ବିଷୟରେ ଆବଶ୍ୟକ ପରାମର୍ଶ ଦିଆଯାଇଥିଲା ।

ଶିବିର ପୂର୍ବରୁ ସ୍ୱର୍ଗତ ଡ.ସଦାନନ୍ଦ ଅଗ୍ରୱାଲଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ମହାବିଦ୍ୟାଳୟର ପରିଚାଳନାକମିଟିର ସଭାପତି ବାଳଗୋପାଳ ପଣ୍ଡା,ନାରାୟଣ ଝାଙ୍କର,ଚୈତନ୍ୟ ବାରିକ,କଲେଜର ଅଧ୍ୟକ୍ଷ  ସଚିଦାନନ୍ଦ ରଥ,ଡ.ସଦାନନ୍ଦ ଅଗ୍ରାୱାଲ ସ୍ମୃତିକମିଟିର ସିଦ୍ଧାର୍ଥ ଅଗ୍ରୱାଲ,ପୂର୍ଣ୍ଣଚନ୍ଦ୍ର ପଣ୍ଡା,ପଦ୍ମନାଭ ମଲ୍ଲିକ,ପୂର୍ବତନ ସରପଞ୍ଚ ହୃଷିକେଶ ପାତ୍ର,ମହାଦେବ ଜେନା,ସବ୍ୟସାଚୀ ଦଣ୍ଡସେନା ଡ.ପାଣ୍ଡେଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସ୍ୱାଗତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ କଲେଜର ଅଧ୍ୟାପକ ମଧୁମଙ୍ଗଳ ଖମାରୀ,ଉମାକାନ୍ତ ନାଗ,ବିକାଶ ଝାଙ୍କର,ଅଧ୍ୟାପିକା ରୋଜି ମହାରାଣା,ପୂର୍ଣ୍ଣିମା ମହାପାତ୍ର,କର୍ମଚାରୀଙ୍କ ମଧ୍ୟରେ ମହେଶ୍ୱତା ପଣ୍ଡା,ଧିରେନ୍ଦ୍ର ଝାଙ୍କର,ସଂଜୀବ ପଣ୍ଡା,ଅମିତ ସା,ରିଙ୍କୁ ମହାକୁରଙ୍କ ସହ ସ୍ଥାନୀୟ ବ୍ୟକ୍ତିବିଶେଷ ସ୍ୱାସ୍ଥ୍ୟଶିବିରରେ ସହଯୋଗ କରିଥିଲେ । ମଙ୍ଗଳବାର ଦିନ ଏଠାରେ ଏକ ରକ୍ତଦାନଶିବିର ସହିତ ସ୍ୱର୍ଗତ ଡ.ଅଗ୍ରୱାଲଙ୍କ ଶ୍ରାଦ୍ଧଦିବସ ଉପଲକ୍ଷେ ଏକ ସମାରୋହ ମଧ୍ୟ ଅନୁଷ୍ଠିତ ହେବ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like