-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

କଳାକାରଙ୍କୁ ସମ୍ବର୍ଦ୍ଧିତ କଲେ ଲିକା ସାହୁ

31-Jul-2023



ବଲାଙ୍ଗିର(ଦେବାଶିଷ ବହିଦାର) କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ତରଫରୁ ଲୋକ ସଂଗୀତ ରେ ସୁଶ୍ରୀତା ଗରୁଡ, ଲୋକ ନାଟକରେ ସାଗର କୁମ୍ଭାର ମେଧାବୃତ୍ତି ପାଇବା ପାଇଁ ମନୋନିତ ହୋଇଥିବା ତଥା ସଂସ୍କୃତି ଗବେଷକ ନିଳାଚଳ ନନ୍ଦ ଙ୍କୁ ପୌରାଧ୍ୟକ୍ଷା ଲିକା ସାହୁ ସମ୍ବର୍ଦ୍ଧିତ କରିଛନ୍ତି । ସ୍ଥାନୀୟ ଗେଟ ସରୋବରପଡା ସ୍ଥିତ ବି.ଆର. ଆମ୍ବେଦକ କ୍ଲବ ପରିସରରେ  କୁନା ବାଗଙ୍କ ସଭାପତିତ୍ୱ ଓ କାଉନସିଲର କିଶୋର କୁମ୍ଭାରଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିବା ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ପୌରାଧ୍ୟକ୍ଷା ଶ୍ରୀମତୀ ସାହୁ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ପ୍ରଖ୍ୟାତ କଣ୍ଠଶିଳ୍ପୀ ନବୀନ କୁଅଁର, ସମ୍ମାନିତ ଅତିଥି ଭାବେ କାଉନସିଲର ତଥା ଶ୍ରମିକ ନେତା ଶମ୍ଭୁ ନାଗ ଯୋଗ ଦେଇଥିଲେ ଓ ସମାଜସେବୀ ବିଜୟ ବାରିକ ଯୋଗ ଦେଇଥିଲେ । ଆମ ଅଂଚଳର କଳାକାରମାନେ ଜାତୀୟ ସ୍ତରରେ ସ୍ୱିକୃତି ପାଇବା ଜିଲ୍ଲା ପାଇଁ ଗର୍ବ ଓ ଗୌରବର ବିଷୟ । କଳାକାରମାନଙ୍କୁ ପୂର୍ଣ୍ଣ ପ୍ରାଣରେ ପ୍ରୋତ୍ସାହିତ କରାଯିବ ବୋଲି ପୌରାଧ୍ୟକ୍ଷା କହିଥିଲେ । ବର୍ତ୍ତମାନ ଆମେ ଗବେଷଣା କାର୍ଯ୍ୟରେ ଲିପ୍ତ ରହିଛୁ ତେବେ ସବୁକିଛିକୁ ସାଇତି ରଖିବାକୁ ଆମ ପାଇଁ ଏକ ଅନୁଷ୍ଠାନର ଆବଶ୍ୟକତା ରହିଛି ବୋଲି ଶ୍ରୀ କୁଅଁର କହିଛି । କେବଳ କଳା ସଂସ୍କୃତି ନୁହେଁ ଶିକ୍ଷା କ୍ଷେତ୍ରରେ ମଧ୍ୟ ଦଳିତ ସମାଜ କାମ କରୁଛି । ଯେ କୌଣସି ବର୍ଗର ଛାତ୍ର ଛାତ୍ରୀ ଶିକ୍ଷା କ୍ଷେତ୍ରରେ ଅସୁବିଧାର ସମ୍ମୁଖିନ ହେଲେ ଆମେ ସାହାଯ୍ୟର ହାତ ବଢାଇ ଆସୁଛୁ ବୋଲି ଶ୍ରୀ ନାଗ କହିଥିଲେ । ଏହି କାର୍ଯ୍ୟକ୍ରମରେ ବାସୁଦେବ ମୁଗ୍ରୀ, ଅର୍ଜୁନ ମୁଗ୍ରୀ, ତରଣୀସେନ ଦିପ, ବିପିନ ବାରିକ, ଅଶୋକ ଦିପ, ରାଜେଶ ପାଣିଗ୍ରାହୀ, ଜ୍ୟୋତିଷ ମୁଗ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like