-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

31-Jul-2023



ବିନିକା(ହିମାଂଶୁ ଶେଖର ପୁଟେଲ): ଆଜି ବିନିକା ବ୍ଲକ ସଭାଗୃହ ଠାରେ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଲେନ୍ଦୁ ରାୟ ଓ ପୋଲିସ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା ଏଥିରେ ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ବ୍ଲକ ଅଞ୍ଚଳର ବିଭିନ୍ନ ଗ୍ରାମରୁ ସାମୁହିକ ୧୩ଟି ଓ ବ୍ୟକ୍ତିଗତ ୯୨ଟି ଏହିପରି ସର୍ବମୋଟ ୧୦୫ଟି ଅଭିଯୋଗ  ଜନସାଧାରଣଙ୍କ ଠାରୁ ଗ୍ରହଣ କରାଯାଇଥିଲା  ତନ୍ମଧ୍ୟରୁ ୧0ଗୋଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତକୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଶିବିରରେ ଜିଲ୍ଲାପାଳ ଶ୍ରୀ ରାୟ ବିନିକା ବ୍ଲକ ଅନ୍ତର୍ଗତ ନନ୍ଦନମାଲ ଗ୍ରାମର ଭିନ୍ନକ୍ଷମ ଦମ୍ପତି ପାଣ୍ଡଵ ବାଗ ଓ ପାର୍ଥବୀ ଅଦାବରଙ୍କୁ ୨ଲକ୍ଷ ୫0ହଜାର ଟଙ୍କାର ବିବାହ ପ୍ରୋତ୍ସାହନ ଅର୍ଥରାଶି ନିମନ୍ତେ ଚେକ୍ ପ୍ରଦାନ କରିଥିଲେ । ଏହା ବ୍ୟତୀତ ବିନିକା ସହରର ବିଭିନ୍ନ ଗୁରୁତ୍ତ୍ୱପୂର୍ଣ୍ଣ ଛକ ମାନଙ୍କରେ ଅବାଧରେ ଦେଶୀ ମଦ, ମାଦକ ଦ୍ରବ୍ୟ ବିକ୍ରି ହେଉଥିବା,ମଦୁଆଙ୍କ ଅଶ୍ଳୀଳ ଭାଷାରେ ଲୋକେ ସୁରକ୍ଷିତ ମନୁ ନଥିବା,ବିଶେଷ କରି ନିକଟରେ ଥିବା ମହିଳା ମହାବିଦ୍ୟାଳୟର ଛାତ୍ରୀ ମାନେ ମାଦୁଆଙ୍କ ପ୍ରାଦୁର୍ଭାବ ରେ ଦୁର୍ବ୍ୟବହାର ଶିକାର ହେବା,ଅସାମାଜିକ କାର୍ଯ୍ୟ କଲାପ ସହ ଚୋରୀ, ଡ଼କାୟତି ବୃଦ୍ଧି ପାଇବାରେ ଲାଗିଛି ।  ତେଣୁ ତୁରନ୍ତ ସହର ଭିତରେ ଥିବା ଦେଶୀ ମଦ ଦୋକାନ ଗୁଡ଼ିକୁ ଉଚ୍ଛେଦ କରିବାକୁ ଯୁବ ସଂଗଠକ ଆଲୋକ ହୋତା ଅଭିଯୋଗ ପତ୍ର ଦାଖଲ କରିବା ପରେ ଏ ଦିଗରେ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା ।ସେହିପରି ସଙ୍କୁଚିତ ହୋଇ ମରଣ ଯନ୍ତା ପାଲଟିଥିବା ବିନିକା ସହର ମୁଖ୍ୟ ରାସ୍ତାକୁ ଡିଭାଇଡର ଯୁକ୍ତ ରାସ୍ତା ଭାବେ ନିର୍ମାଣ କରାଯାଇ ତାର ପ୍ରଶସ୍ତିକରଣ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ବିନିକା ସଚେତନ ନାଗରିକ ଙ୍କ ତରଫରୁ ଅଭିଯୋଗ ପତ୍ର ଦାଖଲ ହୋଇଥିଲା ।ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ତହସିଲଦାର ଏ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।ବିନିକା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବ୍ୟାସଦେବ ବେହେରାଙ୍କ ତତ୍ୱାବଧାନରେ ପରିଚାଳିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ(ପ୍ରଶାସନ) ଜିଲ୍ଲାପରିଷଦ ସନତ କୁମାର ନାୟକ,ବ୍ଲକ ଉପାଧ୍ୟକ୍ଷ ନିର୍ମଳ ଶାଣ୍ଢ, ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ,ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ,ଭାରପ୍ରାପ୍ତ ମୁଖ୍ୟ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଦୈତ୍ୟ ନାରାୟଣ ପାଢ଼ୀ,ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ,ଉପ ଶ୍ରମ ନିର୍ଦେଶକ ଡିଲେଶ୍ୱର ଖାକା,ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀଙ୍କ ସମେତ ଜିଲ୍ଳା ଓ ବ୍ଲକ ସ୍ତରୀୟ କର୍ମଚାରୀ,ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like