-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଆଦିବାସୀ କଲ୍ୟାଣ ସଂଘ ଜିଲ୍ଲା କମିଟି ଗଠନ

31-Jul-2023



ନୂଆପଡ଼ା/ସିନାପାଲି: ସିନାପାଲି ଆଦିବାସୀ ଭବନଠାରେ ୩୦/୦୭/୨୦୨୩ ରବିବାର ଦିନ ଗଲା କେଳ ଆଦିବାସୀ କଲ୍ୟାଣ ସଙ୍ଘ ନୂଆପଡ଼ାର ଜିଲ୍ଲାସ୍ତରୀୟ କମିଟି ଗଠନର ପ୍ରସ୍ତୁତି ବସିଥିଲା l ଏହି ପ୍ରସ୍ତୁତି ବୈଠକରେ ନୂଆପଡ଼ା ଜିଲ୍ଲାର ୫ଗୋଟି ବ୍ଲକର ସମସ୍ତ ଆଦିବାସୀ କର୍ମକର୍ତ୍ତା ନେତୃମଣ୍ଡଳୀ ବୁଦ୍ଧିଜୀବି ଯୋଗ ଦେଇଥିଲେ l

 
ଜିଲ୍ଲା ଆଦିବାସୀ କଲ୍ୟାଣ ସଙ୍ଘର ନବ ନିର୍ବାଚିତ ପଦବୀ ରେ ନିର୍ବାଚିତ ହେଲେ l ଜିଲ୍ଲା ସଭାପତି ଭାବେ ନିର୍ବାଚିତ ହେଲେ ଘାସିରାମ ମାଝୀ
ସମ୍ପାଦକ ଭାବେ ଚୟନ ହେଲେ ସୋମନାଥ ଖମାରୀ, ସହ ସମ୍ପାଦକ ଭାବରେ ପ୍ରସନ୍ନ କୁମାର ମାଝୀ, କୋଷାଧ୍ୟକ୍ଷ ଗୌତମ ମାଝୀ,ଓ ୫ଗୋଟି ବ୍ଲକର ଯୋଗ୍ୟ ବିବେଚିତ ପଦାଧିକାରୀଙ୍କୁ ନବ ନିର୍ବାଚିତ ପଦବୀ ରେ ଦାୟିତ୍ଵ ଦିଆଗଲା l 
 ସିନାପାଲି ବ୍ଲକ ରୁ ଧନି ରାମ ମାଝୀ
ବୋଡ଼େନ ବ୍ଲକ ରୁ ବିଶି କେଶନ ବିଶ୍ଵାଳ
ଖଡ଼ିଆଳ ବ୍ଲକ ରୁ ଜଗନ୍ନାଥ ଭୋଇ
କୋମନା ବ୍ଲକ ରୁ ମୁରଲୀ ଧର ଭୋଇ
ନୂଆପଡ଼ା ବ୍ଲକ ରୁ ଭଗତ ସିଂହ ମାଝୀ ଓ ଅନ୍ୟାନ୍ୟ ସଭ୍ୟ/ସଭ୍ୟା ନିର୍ବାଚିତ ହେଲେ l ଏହି ସଭାରେ ଆଦିବାସୀଙ୍କର ମୌଳିକ ଅଧିକାର, ଜଳ, ଜମି, ଜଙ୍ଗଲ ଓ ସମ୍ବିଧାନ ସଂରକ୍ଷଣ ନୀତି ଉପରେ ଆଲୋଚନା ହୋଇଥିଲା l ରାଜ୍ୟ ଓ କେନ୍ଦ୍ର ସରକାରଙ୍କଠାରୁ ସେମାନଙ୍କ ହକ୍ ଓ ଅଧିକାର ପାଇଁ ସଂଗ୍ରାମ ଓ ଦାବି ରହିବ ବୋଲି ସଂଘ ମତ ରଖିଥିଲେ l

ନୂଆପଡ଼ା ଜିଲ୍ଲାରୁ ବିଶି ଚନ୍ଦନ ମାଝୀ ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026

You Might Also Like