-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

ପ୍ରଶାସନିକ ଅବହେଳା ପାଇଁ ନିରିହ ବାଇକ ଆରୋହିଙ୍କ ମୃତ୍ୟୁ

31-Jul-2023



ବରଗଡ଼:-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଖରମୁଣ୍ଡା ଗ୍ରାମରୁ କୈାଣସି କାମରେ ବିଜେପୁର ବସଷ୍ଟାଣ୍ଡ ପଟକୁ ଆସୁଥିବା ସମୟରେ ବିଜେପୁର ଥାନା ଦେଇ ରାସ୍ତାକଡ଼ରେ ଥିବା ବିରାଟ ପିପଳ ବୃକ୍ଷରୁ ଏକ ଶୁଖିଲା ଡାହି ଖରମୁଣ୍ଡା ନିବାସୀ ମନୋଜ ବିଶ୍ୱାଳ ବୟସ-୩୫ଙ୍କ ଉପରେ ପଡିଯିବାରୁ ସେ ଗଭୀର ଆହତ ହୋଇ ପଡ଼ିଥିଲେ।ସ୍ଥାନୀୟ ଅଟୋ ଡ୍ରାଇଭର ସଂଘର ସଦସ୍ୟ ମାନେ ଘଟଣା ସ୍ଥଳରୁ ପ୍ରଥମେ ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କୁ ନେଇଥିଲେ।ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ବରଗଡ ମୁଖ୍ୟ ଚିକିତ୍ସାଳୟ କୁ ଡାକ୍ତର ସ୍ଥାନାନ୍ତରିତ କରାଯାଇଥିଲା।ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ସେ ବାଇକରେ ଘରକୁ ଫେରିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା।ବାଇକରେ ଦୁଇଜଣ ଯାଉଥିଲେ।ଦୁର୍ଭାଗ୍ୟ ବଶତଃ ବାଇକ ଆରୋହିଙ୍କ ମୃତ୍ୟୁ ଘଟିଥିବା ବେଳେ ପଛରେ ବସିଥିବା ଆରୋହୀ ଅଳ୍ପକେ ବର୍ତ୍ତି ଯାଇଥିଲେ।ଏନେଇ ସାଧାରଣରେ ଚର୍ଚ୍ଚା ହେଉଛି ଯେ,ଏଥିପାଇଁ ଦାୟୀ କିଏ ? ଏଥିପାଇଁ ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ନାଁ ଆର.ଡି ଡିପାର୍ଟମେଣ୍ଟ ଦାୟୀ ବୋଲି ବେଶ ଚର୍ଚ୍ଚାର ବିଷୟ ପାଲଟିଛି।ବାରମ୍ବାର ବିଜେପୁର ଏନ.ଏ.ସି କତ୍ତୃପକ୍ଷଙ୍କୁ ବିଭିନ୍ନ ସମସ୍ୟା ର ଅଭିଯୋଗ କଲା ସ୍ୱତ୍ୱେ ମଧ୍ୟ ତାଙ୍କର ଅପାରଗତା ପାଇଁ ଆଜି ଏକ ନିରିହ ବାଇକ ଆରୋହିଙ୍କ ଅକାଳ ମୃତ୍ୟୁ ହୋଇଯାଇଛି ବୋଲି ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି।ପ୍ରଶାସନିକ ଚରମ ଅବହେଳା ପାଇଁ ଆଜି ଏକ ଅଭାବନୀୟ ଘଟଣା ଘଟିଥିବାରୁ ତାଙ୍କ ପରିବାରଙ୍କୁ ସରକାରୀ ପ୍ରହୋସନ ରାଶି ମିଳିବ ନା ନମିଳିବ ତାହା ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like