-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ ଜିଲ୍ଲାସ୍ତରୀୟ ଘରୋଇ ବସ ମାଲିକ ସଙ୍ଘର ମିଳିତ ଅଧିବେଶନ

31-Jul-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ ): ଜୁଲାଇ ୨୬ ତାରିଖ ଦିନ ଭୁବନେଶ୍ୱର ଠାରେ ରାଜ୍ୟ ଘରୋଇ ବସ ମାଲିକ ସଙ୍ଘର ଅନୁଷ୍ଠିତ ବୈଠକ ରେ ନିଷ୍ପତି କୁ କାର୍ଯ୍ୟକାରୀ କରିବା ସହ ସମର୍ଥନ ଜଣାଇବା ପାଇଁ ଟିକାବାଲି ସଙ୍ଘ ର ସହଯୋଗ ରେ କଳିଙ୍ଗା ସ୍ଥିତ କଲ୍ୟାଣ ମଣ୍ଡପ ଠାରେ କନ୍ଧମାଳ ଜିଲ୍ଲା ସ୍ତରୀୟ ଘରୋଇ ବସ ମାଲିକ ସଙ୍ଘ ତଥା କନ୍ଧମାଳ ଜିଲ୍ଲାର ଫୁଲବାଣୀ, ଗଞ୍ଜାମ ଜିଲ୍ଲା ର ଭଞ୍ଜନଗର, ଆସିକା, ବ୍ରହ୍ମପୁର କୁ ନେଇ ଗଠିତ ରାଜ୍ୟସ୍ତରୀୟ ଘରୋଇ ବସ ମାଲିକ ସଙ୍ଘ କୁ ପ୍ରତିନିଧିତ୍ୱ କରୁଥିବା ଜୋନ ନମ୍ବର ୪ ର ସମସ୍ତ କର୍ମକର୍ତା ଓ ସଦସ୍ୟ ମାନଙ୍କୁ ନେଇ ଏକ ମିଳିତ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକ ରେ ରାଜ୍ୟ ସରକାର ଙ୍କ ଘରୋଇ କରଣ ପ୍ରୀତି ଦ୍ୱାରା ପ୍ରଲୋଭିତ ହୋଇ ରାଜ୍ୟର ବଡ଼ ବଡ଼ ସହର ରେ ରାଜ୍ୟ ବାହାରୁ ଆସି ମୋ ବସ ସେବା ଜରିଆରେ ବସ ଯାତ୍ରୀ ଙ୍କୁ ଯେପରି ଶୋଷଣ କରି ନିମ୍ନ ମାନର ସେବା ପରି ରାଜ୍ୟର ବିଭିନ୍ନ ଜିଲ୍ଲା ରେ ଲଷ୍ମୀ ଯୋଜନା ମାଧ୍ୟମରେ ବିଭିନ୍ନ ଗ୍ରାମାଞ୍ଚଳ ରୁ ସହରାଞ୍ଚଳ କୁ ମହାରାଷ୍ଟ୍ର ରୁ ଆସିଥିବା ଘରୋଇ କମ୍ପାନୀ କୁ ଲଷ୍ମୀ ବସ ସେବା ମାଧ୍ୟମରେ ଜନସାଧାରଣ ଏବଂ ଯାତ୍ରୀ ମାନଙ୍କୁ ଆର୍ଥିକ ଶୋଷଣ          କରିବା ପାଇଁ ଯେଉଁ  ଯୋଜନା କୁ ସଫଳ କରିବା ପାଇଁ   

ହୀନ ରାଜନୈତିକ ଉଦେଶ୍ୟ ରଖି ଆଗଭର ହେଉଛନ୍ତି ତାହାକୁ ପ୍ରତିହିତ କରିବା ପାଇଁ ଏବଂ ଏହାକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବା ପାଈଁ ବୈଠକ ରେ ସରକାର ଙ୍କୁ ଅନୁରୋଧ ପୂର୍ବକ ଚେତାବନୀ ଦିଆଯାଇଥିବା ନିଷ୍ପତି କୁ ରାଜ୍ୟ ସଙ୍ଘ କୁ ପତ୍ର ମାଧ୍ୟମରେ ଜଣାଇ ଦିଆଗଲା l ରାଜ୍ୟ ସରକାର ଙ୍କ ଏହି ନୀତି ଯୋଗୁଁ ରାଜ୍ୟ ରେ ଘରୋଇ ବସ ବ୍ୟବସାୟ କରୁଥିବା ବ୍ୟବସାୟୀ ଏବଂ ଏହି ବ୍ୟବସାୟ ରୁ ବଞ୍ଚୁଥିବା କର୍ମଚାରୀ ଙ୍କ ପରିବାର ର ଜୀବନ ଜୀବିକା ସମ୍ପୂର୍ଣ୍ଣ ଭାବରେ ବନ୍ଦ ହୋଇଯିବ, ଏଥିରେ ତିଳେ ମାତ୍ର ସନ୍ଦେହ ନାହିଁ l ସରକାର ଯଦି ଏହି ଯୋଜନା କୁ ବନ୍ଦ ନ କରନ୍ତି, ତେବେ ଆଗାମୀ ୧୬ ତାରିଖ ସକାଳୁ ବସ ମାଲିକ ଓ କର୍ମଚାରୀ ନିଜର ବ୍ୟବସାୟ ଏବଂ କର୍ମ କୁ ବନ୍ଦ ରଖିବା ପାଇଁ ବାଧ୍ୟ ହେବୁ ବୋଲି ଏହି ବୈଠକରେ ନିଷ୍ପତି ନିଆଯାଇଛି l ବୈଠକ ଶେଷରେ ଟିକାବାଲି ସଙ୍ଘ ର ସମସ୍ତ କର୍ମକର୍ତା ଓ ସଦସ୍ୟ ମାନଙ୍କୁ ଧନ୍ୟବାଦ ଦେଇ ସଭାପତି ଅକ୍ଷୟ ପ୍ରଧାନ ସଭା ଟିକୁ ସାଙ୍ଗ ଘୋଷଣା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026

You Might Also Like