-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||     

HOME   ଜିଲ୍ଲା

ଖଡ଼ିଆଳ: ଆର୍ତ୍ତତ୍ରାଣ ତାଣ୍ଡି ଓଡ଼ିଶା ଲୋକ ସେବା ଆୟୋଗ ପରୀକ୍ଷା ରେ ୩୧୬ ରେଙ୍କ ରେ ଉତ୍ତୀର୍ଣ୍ଣ , ବିଭିନ୍ନ ମହଲରୁ ଶୁଭେଚ୍ଛା

31-Jul-2023



ନୂଆଁପଡ଼ା(ବିଶି ଚନ୍ଦନ ମାଝୀ ): ନୂଆପଡ଼ା ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଖଡ଼ିଆଳ ଲାଲ ସାହେବ ପଡ଼ା ୱାର୍ଡ ନମ୍ୱର ୦୭ ନିବାସୀ ଆର୍ତ୍ତତ୍ରାଣ ତାଣ୍ଡି l ସେ ଓଡ଼ିଶା ଲୋକ ସେବା ଆୟୋଗ ପରୀକ୍ଷା ରେ ୩୧୬ ରେଙ୍କ ରେ  ଉତ୍ତୀର୍ଣ୍ଣ ହୋଇଛନ୍ତି।  ଶ୍ରୀ ତାଣ୍ଡି ଙ୍କୁ ବିଭିନ୍ନ ମହଲ ରୁ ଶୁଭେଚ୍ଛା ମିଳୁଥିବା ବେଳେ ସେ ନୂଆପଡ଼ା ଜିଲ୍ଲା ପାଇଁ ଗର୍ବ ଓ ଗୌରବ  ଆଣି ଦେଇଛନ୍ତି l ତାଙ୍କ ବାପା ଭଜମନ ତାଣ୍ଡି, ଜଣେ ସଫଳ ମଣିଷ, ନିଜ ଜୀବନରେ ଶିକ୍ଷାର ମହତ୍ବ ବୁଝି ପାରି ନିଜ ସନ୍ତାନ ଙ୍କୁ ଉଚ୍ଚ ଶିକ୍ଷା ଏକମାତ୍ର ଲକ୍ଷ ରଖିଥିଲେ। ତାଙ୍କ ଏହି ଲକ୍ଷ କୁ ଆଜି ତାଙ୍କ ସନ୍ତାନ ଏହାକୁ ସଫଳ କରିଛନ୍ତି। ତାଙ୍କ ମାଁ ବାସନ୍ତୀ ତାଣ୍ଡି ଜଣେ ସଫଳ ଗୃହିଣୀ ରୂପ ପରିବାର ଙ୍କୁ ସହଯୋଗ କରି ଆସିଛନ୍ତି। ଆର୍ତ୍ତତ୍ରାଣ ତାଣ୍ଡି ତାଙ୍କ ତୃତୀୟ ପ୍ରୟାସ ଅଟେ। ସେ ଓଡ଼ିଶା ଅର୍ଥ ବିଭାଗ ରେ କାର୍ଯ୍ୟରତ ଅଟନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026

You Might Also Like