-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ସହକାରୀ ଶିକ୍ଷକ ମାର୍କଣ୍ଡ ପାଢ଼ୀ ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା....

01-Aug-2023



କର୍ଲାମୁଣ୍ଡା(ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ ର ସହକାରୀ ଶିକ୍ଷକ ମାର୍କଣ୍ଡ ପାଢ଼ୀ  ସୋମବାର  ଚାକିରିରୁ ଅବସର ଗ୍ରହଣ କରିଥିବା ଜଣା ପଡିଛି।ଏହି ଅବସରରେ  ଅୟୋଜିତ ଅବସର କାଳୀନ ସମ୍ବର୍ଦ୍ଧନା ସଭା ରେ କର୍ଲାମୁଣ୍ଡା ବ୍ଳକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ ଙ୍କ ସଭାପତି ରେ ମୁଖ୍ୟ ବକ୍ତା ଭାବେ ଅବସର ପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବିଜୟ କୁମାର ପୁରୋହିତ ସମ୍ମାନିତ ଅତିଥି ଭାବେ କର୍ଲାମୁଣ୍ଡା ଗ୍ରାମ ପଞ୍ଚାୟତ ର ସରପଞ୍ଚ ସ୍ଵଣ୍ଣଲତା ସାହୁ, ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶନ୍ନ କୁମାର ପ୍ରଧାନ,ତେରେସିଙ୍ଗା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଗରୁଡଧ୍ୱଜ ଗହିର ପ୍ରମୁଖ ଯୋଗ ଦେଇ ବିଦାୟୀ ଶିକ୍ଷକ ଙ୍କ କର୍ତ୍ତବ୍ୟ ନିଷ୍ଠା ଓ  ଉତ୍ତମ ଶିକ୍ଷକତା କୁ ପ୍ରଂଶସା କରିବା ସହ ସମ୍ବର୍ଦ୍ଧନା ଜଣାଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଦିନବନ୍ଧୁ ସାହୁ(ଘିନୁ)ରଶ୍ମି କାନ୍ତ ସାହୁ,ଅବସର ପ୍ରାପ୍ତ ବିଜ୍ଞାନ ଶିକ୍ଷକ ପବିତ୍ର ମୋହନ ପଶା,ଅବସର ପ୍ରାପ୍ତ ହିନ୍ଦୀ ଶିକ୍ଷକ ବସନ୍ତ କୁମାର ପଟ୍ଟନାୟ,ଅବସର ପ୍ରାପ୍ତ ସଂସ୍କୃତ ଶିକ୍ଷକ ପ୍ରଦୀପ୍ତ କୁମାର ଷଡ଼ଙ୍ଗୀ, ଜୋରାଡବରା ହାଇ ସ୍କୁଲ ର ହିନ୍ଦୀ ଶିକ୍ଷକ ଶେଷଦେଵ ଭୋଇ, ରେଗଡା ହାଇସ୍କୁଲ ର ପ୍ରଧାନ ଶିକ୍ଷକ ଶୈଳେନ୍ଦ୍ର କୁମାର ନାଏକ,  ବିଜ୍ଞାନ ଶିକ୍ଷକ ଲଳିତ କୁମାର ସାହୁ,ରିଂଜା ହାଇ ସ୍କୁଲର ପ୍ରଧାନ ଶିକ୍ଷକ ଶିକ୍ଷକ  ରାମ ଚନ୍ଦ୍ର ରଥ, ହିନ୍ଦୀ ଶିକ୍ଷକ ଅରବିନ୍ଦ ସାହୁ, ଗଣିତ ଶିକ୍ଷକ ସୁରେଶ ଚନ୍ଦ୍ର ମିଶ୍ର,ଗଜବାହଲ ହାଇସ୍କୁଲ ର ପ୍ରଧାନ ଶିକ୍ଷକ ମଧୁସୂଦନ ପଧାନ,ବାଞ୍ଜିପଦର ଉନ୍ନିତ ହାଇ ସ୍କୁଲର ପ୍ରଧାନ ଶିକ୍ଷକ ରୁପା ଚନ୍ଦ୍ର ସାହୁ,ରିଷିଡା ସରକାରୀ ଉଚ୍ଚ ବିଦ୍ୟାଳୟ ରିଷିଡା ର ପ୍ରଧାନ ଶିକ୍ଷୟିତ୍ରୀ ପ୍ରିୟତମା ଜେନା ଙ୍କ ସମେତ ବିଦ୍ୟାଳୟ ର ଛାତ୍ରୀ/ଛାତ୍ର ପରିଚାଳନା କମିଟିର ସଦସ୍ୟ/ସଦସ୍ୟା ଓ ଅନ୍ୟାନ୍ୟ ହାଇ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମ ରେ  ବିଦ୍ୟାଳୟ ର ଶିକ୍ଷକ ପୂର୍ଣ୍ଣ ଚନ୍ଦ୍ର ରାଉତ ମଞ୍ଚ ପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like